Posted inଜାତୀୟ

ସାମ୍ନାକୁ ଆସିଲା ଚନ୍ଦ୍ରର ଖୁବ ନିକଟରୁ ଉଠାଯାଇଥିବା ଫଟୋ

ନୂଆଦିଲ୍ଲୀ,୧୮।୮: ଭାରତର ଗୁରୁତ୍ୱପୂର୍ଣ୍ଣ ମହାକାଶ ମିଶନ ଚନ୍ଦ୍ରୟାନ ଧୀରେ ଧୀରେ ଏହାର ଲକ୍ଷ୍ୟର ନିକଟତର ହେବାକୁ ଯାଉଛି। ଗୁରୁବାର ଲ୍ୟାଣ୍ଡର୍‌ ଏବଂ ରୋଭରଠାରୁ ଅଲଗା ହୋଇଥିବା ପ୍ରୋପଲଶନ ମଡ୍ୟୁଲ ପରେ ଏକ ସୁନ୍ଦର ଚିତ୍ର ପଠାଇଛି। ଇସ୍ରୋ ଦ୍ୱାରା ଜାରି କରାଯାଇଥିବା ଏହି ଫଟୋ ଓ ଭିଡିଓ ଲ୍ୟାଣ୍ଡର ଇମେଜର୍‌ କ୍ୟାମେରା -୧ରୁ କ୍ୟାପଚର ହୋଇଛି।
ଏଥି ସହିତ, ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ଇସ୍ରୋ) ଚନ୍ଦ୍ରାୟନ -୩ ର ଲ୍ୟାଣ୍ଡର ପୋଜିସନ ଡିଟେକସନ କ୍ୟାମେରା (ଏଲପିଡିସି) ଦ୍ୱାରା ନିଆଯାଇଥିବା ଚନ୍ଦ୍ରର ଆଉ ଏକ ଚିତ୍ର ପ୍ରକାଶ କରିଛି ଯାହା ଅଗଷ୍ଟ ୧୫ରେ ଗାଡି ଉଠାଯାଇଥିଲା।
ସୂଚନାଯୋଗ୍ୟ, ଚନ୍ଦ୍ରୟାନ ଅଗଷ୍ଟ ୧୭ ଅର୍ଥାତ୍‌ ଗୁରୁବାର ଲ୍ୟାଣ୍ଡର ଏବଂ ରୋଭରରୁ ପ୍ରୋପଲିସନ ମଡ୍ୟୁଲ ଅଲଗା କରିଥିଲା। ଏହା ସହିତ ଚନ୍ଦ୍ରୟାନର ରୋଭର ଚନ୍ଦ୍ର ପୃଷ୍ଠରେ ଓହ୍ଲାଇବାକୁ ଦ୍ରୁତ ଗତିରେଆଗକୁ ବଢୁଛି। ଏଭଳି ପରିସ୍ଥିତିରେ ଶୁକ୍ରବାର ମଧ୍ୟ ଏହା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ପ୍ରମାଣିତ ହେବାକୁ ଯାଉଛି। ଲ୍ୟାଣ୍ଡର୍‌ ଏବଂ ରୋଭରରୁ ପ୍ରୋପଲିସନ ମଡ୍ୟୁଲ ଅଲଗା ହେବା ପରେ, ଇସ୍ରୋ କହିଛି ଯେ ଲ୍ୟାଣ୍ଡର ମଡ୍ୟୁଲ ସାଧାରଣ ଭାବରେ କାମ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri