Posted inଜାତୀୟ

ଲ୍ୟାଣ୍ଡର ଇମେଜର କ୍ୟାମେରାରେ ଚନ୍ଦ୍ର ଓ ପୃଥିବୀର ଫଟୋ ପଠାଇଲା ଚନ୍ଦ୍ରାୟନ ୩

ନୂଆଦିଲ୍ଲୀ,୧୦।୮: ଇତିହାସ ରଚିବାକୁ ଯାଉଛି ଇସ୍ରୋ। ଚନ୍ଦ୍ରର ନିକଟତର ହେଉଛି ଚନ୍ଦ୍ରାୟନ-୩। ଚନ୍ଦ୍ରର କକ୍ଷପଥରେ ପହଞ୍ଚିସାରିଛି ଚନ୍ଦ୍ରାୟନ। ତେବେ ଚନ୍ଦ୍ରଯାନ ଲ୍ୟାଣ୍ଡର ଇମେଜର କ୍ୟାମେରା ପୃଥିବୀ ଏବଂ ଚନ୍ଦ୍ରର ଫଟୋ ପଠାଇଛି। ଯାହାକୁ ଇସ୍ରୋ ଏକ୍ସ(ପୂର୍ବ ଟ୍ବିଟର୍‌) ହ୍ୟାଣ୍ଡେଲରେ ଶୟାର କରିଛି। ଚନ୍ଦ୍ରର ତୃତୀୟ କକ୍ଷପଥରେ ପହଞ୍ଚିବାର ଗୋଟିଏ ଦିନ ପରେ ଚନ୍ଦ୍ରୟାନ ୩ ଏହି ଫଟୋକୁ ଲ୍ୟାଣ୍ଡର ହୋରିଜୋଣ୍ଟାଲ ଭେଲୋସିଟି (ଏଲଭିସି) କ୍ୟାମେରାରୁ କଏଦ କରିଛି।

ଇସ୍ରୋ ଟ୍ବିଟ୍‌ କରି ସୂଚନା ଦେଇଛି ଯେ, ବୁଧବାର ଚନ୍ଦ୍ରୟାନ ୩ ଚନ୍ଦ୍ର ଆହୁରି ନିକଟତର ହୋଇଛି। ଚନ୍ଦ୍ରଯାନକୁ ୧୪୭କିମି x ୧୪୩୭କିମି ର ବାଟ ଅତିକ୍ରମ କରବାର ବାକି ଅଛି। ଅଗଷ୍ଟ ୧୪ ତାରିଖ ୧୧.୩୦ରୁ ୧୨.୩୦ ଚନ୍ଦ୍ରଯାନ ପାଇଁ ଆଉ ଏକ ଘଡିସନ୍ଧି ମୁହୁର୍ତ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା

ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ…

ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…

ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?