Posted inଜାତୀୟ

ଚନ୍ଦ୍ରାୟାନର ଲ୍ୟାଣ୍ଡିଂ ପରେ ଇସ୍ରୋରେ ଖୁସିର ମାହୋଲ, ଇସ୍ରୋ ମୁଖ୍ୟ ଏସ ସୋମନାଥଙ୍କ ଡ୍ୟାନ୍ସ ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୨୪।୮: ଚନ୍ଦ୍ରରେ ପାଦ ଥାପିଛି ଚନ୍ଦ୍ରାୟାନ ୩। ଗୁରୁବାର ଲ୍ୟାଣ୍ଡର ବିକ୍ରମରୁ ବାହାରି ରୋଭର ପ୍ରଜ୍ଞା ଚନ୍ଦ୍ରପୃଷ୍ଠରେ ଓହ୍ଲାଇଛି। ଏନେଇ ଇସ୍ରୋ ପକ୍ଷରୁ ଟ୍ବିଟ୍‌ କରାଯାଇଛି। ଭାରତର ୧୪୦କୋଟି ନାଗରିକ ଏନେଇ ଖୁସି ବ୍ୟକ୍ତ କରିଛନ୍ତି। ସେହିପରି ବିଦେଶରୁ ମଧ୍ୟ ପ୍ରଶଂସାର ସୁଅ ଛୁଟୁଛି। ତେବେ ବିକ୍ରମର ଲ୍ୟାଣ୍ଡିଂ ପରେ ଇସ୍ରୋ ମୁଖ୍ୟାଳୟରେ ଉତ୍ସବର ମାହୋଲ ଦେଖିବାକୁ ମିଳିଥିଲା। ଇସ୍ରୋ ମୁଖ୍ୟ ଡକ୍ଟର ଏସ ସୋମନାଥ ବେଙ୍ଗାଲୁରୁର ମୁଖ୍ୟାଳୟରେ ତାଙ୍କ ଟିମ୍‌ ସହ ପାର୍ଟିରେ ନାଚୁଥିବାର ନଜର ଆସିଥିଲେ। ଏହି ପାର୍ଟିର ଏକ ଭିଡିଓ ସୋସିଆଲ ମିଡିଆରେ ପୋଷ୍ଟ କରାଯାଇଛି, ଯାହା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ସିଂହ ଦିବସ: ସୁରକ୍ଷା ପାଇଁ ସଚେତନତା ଜରୁରୀ

ପ୍ରତିବର୍ଷ ଅଗଷ୍ଟ ୧୦ରେ ପାଳନ କରାଯାଇଆସୁଛି ‘ବିଶ୍ୱ ସିଂହ ଦିବସ’। ଜଙ୍ଗଲର ରାଜା କୁହାଯାଉଥିବା ସିଂହର ସୁରକ୍ଷା, ବଂଶ ବୃଦ୍ଧି ଏବଂ ସେମାନଙ୍କର ହ୍ରାସ ପାଉଥିବା ବାସସ୍ଥଳୀ…

CEG: କମନ ଓ୍ବେଲଥ ଚାମ୍ପିୟନଙ୍କୁ ଭେଟି ବଡ଼ କଥା କହିଲେ ମୋଦି, ‘ଲାଗୁଥିଲା ଯେମିତି ପ୍ରତି ବୁନ୍ଦା ଲୁହରୁ ଝରୁଥିଲା ସ୍ବର୍ଣ୍ଣ ପଦକ’

ନୂଆଦିଲ୍ଲୀ,୧୦।୮: ପ୍ରଧାନମନ୍ତ୍ରୀ ମୋଦି ରାଜ୍ୟଗୋଷ୍ଠୀ କ୍ରୀଡା ଚାମ୍ପିୟନମାନଙ୍କୁ ଭେଟିଥିଲେ। ସେ ରବିବାର ଖେଳାଳିମାନଙ୍କୁ ଭେଟିଥିଲେ ଏବଂ ଇନଷ୍ଟାଗ୍ରାମରେ ଆଲୋଚନାର ଏକ ଭିଡିଓ ଶେୟାର କରିଥିଲେ। ସେ ଖେଳାଳିମାନଙ୍କୁ…

୧୨ ତାରିଖରେ ମହାକାଶରେ ଦେଖାଯିବ ୪ ବିରଳ ଦୃଶ୍ୟ, ସୂର୍ଯ୍ୟୋଦୟ ପୂର୍ବରୁ…

ଓ୍ବାଶିଂଟନ,୧୦ା୮: ଆସନ୍ତା ୧୨ ତାରିଖରେ ୨୪ ଘଣ୍ଟା ମଧ୍ୟରେ ମହାକାଶରେ ୪ଟି ଅଲଗା ବିରଳ ମହାକାଶୀୟ ଦୃଶ୍ୟ ଦେଖିବାକୁ ମିଳିବ। ଯଦିଓ ଏହିସବୁ ଘଟଣା ନିଜସ୍ବ କ୍ୟାଲେଣ୍ଡର…

ହେମନ୍ତ ସୋରେନଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୋଦି, ଜାଣନ୍ତୁ ପୋଷ୍ଟ ଶେୟାର କରି କ’ଣ ଲେଖିଲେ

ନୂଆଦିଲ୍ଲୀ,୧୦।୮: ଝାଡ଼ଖଣ୍ଡରେ ଛାତ୍ରମାନେ ବର୍ତ୍ତମାନ ବିଶାଳ ପ୍ରତିବାଦ କରୁଛନ୍ତି, ନିଯୁକ୍ତି ପରୀକ୍ଷାରେ ଅନିୟମିତତା ଅଭିଯୋଗକୁ ବିରୋଧ କରି ଅନେକ ଲୋକ ଅନଶନ କରୁଛନ୍ତି। ଏହି ଆନ୍ଦୋଳନ ଅନେକ…

୧୩ କୋଟିରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ, ପୋଲିସକୁ ଦେଖି ଡ୍ରାଇଭର…

ଅମରପାଲି,୧୦ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ କଣ୍ଟେନରରୁ ୧୨ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୩…

ଚୋରି ହୋଇଥିବା ଘରୁ ପୁଣି ଚୋରି

କେସିଙ୍ଗା,୧୦।୮,(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା କଲେଜ ରୋଡ଼ ମୁହାଣ ଥିବା ସୁବାଷ ଅଗ୍ରୱାଲଙ୍କ ଘରୁ ଗତ ଦୁଇ ବର୍ଷ ତଳେ ପ୍ରାୟ ଲକ୍ଷ୍ୟାଧିକ ଟଙ୍କା ସୁନା…

କାମ କରୁନି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, କାର୍ଯ୍ୟକ୍ଷମ କରିବାକୁ ଅଞ୍ଚଳବାସୀଙ୍କ ଦାବି

କେସିଙ୍ଗା ତା ୧୦।୮,( ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଷ୍ଟିକୁଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ଶିରୋଲ ଗ୍ରାମ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ପଛ…

ଧାନବିକ୍ରି ପଞ୍ଜୀକରଣ ଆରମ୍ଭରୁ ଏଗ୍ରିଷ୍ଟାକ କଟକଣାକୁ ବିରୋଧ, ସବୁଠି ତେଜିଲା ଚାଷୀ ଅସନ୍ତୋଷ, ଆଜି ହେବ…

ବରଗଡ଼,୧୦ା୮(ପ୍ରେମାନନ୍ଦ ଖମାରୀ): ଧାନବିକ୍ରି ନେଇ ରାଜ୍ୟ ସରକାର ଦିନକୁ ଦିନ ଗୋଟିଏ ପରେ ଗୋଟିଏ ନିୟମ ଲାଗୁ କରୁଛନ୍ତି। ଏଥିପାଇଁ ପ୍ରତି ୬ମାସରେ ଥରେ ଚାଷୀ ପଞ୍ଜୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri