Posted inଜାତୀୟ

ଚନ୍ଦ୍ରୟାନ-୩: ଏବେ ଚନ୍ଦ୍ରକୁ ମାନବ ପଠାଇପାରିବ ଇସ୍ରୋ! ମିଳିଲା ବଡ ସଫଳତା, ଲ୍ୟାଣ୍ଡର ବିକ୍ରମ କଲା ଲିପ୍ଟ ଅଫ

ନୂଆଦିଲ୍ଲୀ,୪।୯: ବିକ୍ରମ ଲ୍ୟାଣ୍ଡର ଚନ୍ଦ୍ରୟାନ-୩ ମିଶନର ଉଦ୍ଦେଶ୍ୟକୁ ପୂରଣ କରି ନେଇଛି। ସୋମବାର ଇସ୍ରୋ ପକ୍ଷରୁୁ ଏକ ଭିଡିଓ ଜାରି କରାଯାଇଛି କୁହାଯାଇଛି କି ବିକ୍ରମ ଲ୍ୟାଣ୍ଡର ନିଜର ‘ହପ ଏକ୍ସପିରିମେଣ୍ଟ’ ସଫଳତାପୂର୍ବକ ପୂରଣ କରି ନେଇଛି।

ରୋଭର ସ୍ଲିପ ମୋଡକୁ ଯିବା ପରେ, କଣ୍ଟ୍ରୋଲ ରୁମର ନିର୍ଦ୍ଦେଶରେ ବିକ୍ରମ ଲ୍ୟାଣ୍ଡରର ଇଞ୍ଜିନ ପୁନଃ ଚାଲୁ କରାଯାଇଥିଲା ଏବଂ ଏହାକୁ ୪୦ ସେମି ଉପରକୁ ଉଠାଇ ଦିଆଗଲା ଏବଂ ତା’ପରେ ସ୍ଥିତିରୁ ୩୦-୪୦ସେମି ଦୂରରେ ପୁନର୍ବାର ସୁରକ୍ଷିତ ଭାବେ ସପ୍ଟ ଲ୍ୟାଣ୍ଡିଂ କଲା।
ଏହି ସଫଳ ‘ହପ ଏକ୍ସପିରିମେଣ୍ଟ’ ସହିତ ଭବିଷ୍ୟତରେ ଚନ୍ଦ୍ରରୁ ନମୁନା ଫେରାଇ ଆଣିବା ଏବଂ ମାନବ ମିଶନ ପୂରଣ କରିବାର ଲକ୍ଷ୍ୟ ହାସଲ ହୋଇଛି। ଇସ୍ରୋ କହିଛି ଯେ ସମସ୍ତ ସିଷ୍ଟମ ସଠିକ ଭାବରେ କାମ କରୁଛି। ଏହି ‘ହପ ଏକ୍ସପେରିମେଣ୍ଟ’ ମାଧ୍ୟମରେ, ରାମ୍ପ, ChaSTE ଏବଂ ILSAକୁ ପଛକୁ ଫୋଲ୍ଡ ହୋଇ ଚନ୍ଦ୍ର ପୃଷ୍ଠରେ ସଫଳତାର ସହ ପୁନ ନିୟୋଜିତ ହେଲା।


Enter your email to get our daily news in your inbox.

All Right Reserved By Dharitri.Com

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri