Posted inଜାତୀୟ

ସୁରକ୍ଷିତ ଅବତରଣ କରିବ ଚନ୍ଦ୍ରୟାନ-୩ : ରାକେଶ ଶର୍ମା

ନୂଆଦିଲ୍ଲୀ,୨୩ା୮: ମହାକାଶକୁ ଯାଇଥିବା ପ୍ରଥମ ଭାରତୀୟ ରାକେଶ ଶର୍ମା ବୁଧବାର ଚନ୍ଦ୍ରୟାନ-୩ର ସଫଳ ଅବତରଣ କରିବାର ଆଶା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ସୀମିତ ସମ୍ବଳ ସତ୍ତ୍ୱେ ଇସ୍ରୋ ଗତ ୪୦ ବର୍ଷ ମଧ୍ୟରେ ଏକ ଚମତ୍କାର ଯାତ୍ରା କରିଛି। ଗତ କିଛି ବର୍ଷ ମଧ୍ୟରେ ଚାଲିଥିବା କାର୍ଯ୍ୟକ୍ରମଗୁଡ଼ିକ ସମଗ୍ର ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ସେ ଆହୁରି ମଧ୍ୟ କହିଛନ୍ତି, ମହାକାଶ ଅନୁସନ୍ଧାନରେ ଉନ୍ନତିମୂଳକ କାର୍ଯ୍ୟ ରହିଛି, କିନ୍ତୁ ଆମକୁ ଆମର ଦୃଷ୍ଟିଭଙ୍ଗୀ ଉପରେ ଧ୍ୟାନ ଦେବା ଏବଂ ଇସ୍ରୋର କାର୍ଯ୍ୟ ବିଷୟରେ ଜାଣିବା ଆବଶ୍ୟକ। ମୁଁ ଗର୍ବର ସହିତ କହିପାରେ ଯେ, ଚନ୍ଦ୍ରୟାନ-୩ ଏକ ସୁରକ୍ଷିତ ଅବତରଣ କରିବ। ମୁଁ ଚନ୍ଦ୍ରରେ ଏକ ସଫଳ ଅବତରଣକୁ ଅପେକ୍ଷା କରିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ଓଡ଼ିଆଙ୍କୁ ପଦ୍ମଶ୍ରୀ: ସାହିତ୍ୟ ଓ କଳା କ୍ଷେତ୍ରରେ ଅବଦାନ ପାଇଁ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬: ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ ସମାରୋହରେ ରାଜ୍ୟର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନରେ ଭୂଷିତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ…

Padma Awards: ଶିବୁ ସୋରେନ, ଆର୍. ମାଧବନ ଓ ରୋହିତ ଶର୍ମାଙ୍କ ସମେତ ଦେଶର ୬୫ ବିଶିଷ୍ଟ ବ୍ୟକ୍ତିତ୍ୱ ସମ୍ମାନିତ

ନୂଆଦିଲ୍ଲୀ,୨୩।୬: ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନରେ ଆୟୋଜିତ ‘ସିଭିଲ ଇନଭେଷ୍ଟିଚର ସେରେମୋନି-୨’ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ୨୦୨୬ ବର୍ଷ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି। ଏହି…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

IPL ଇତିହାସର ସବୁଠାରୁ ବଡ଼ ଡିଲ୍‌: LSGରୁ ଅଲଗା ହେଲେ ରିଷଭ ପନ୍ତ

ନୂଆଦିଲ୍ଲୀ,୨୩।୬: ରିଷଭ ପନ୍ତ ଲକ୍ଷ୍ନୌ ସୁପର ଜାଏଣ୍ଟସରୁ ଅଲଗା ହୋଇ ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିଛନ୍ତି। ପନ୍ତଙ୍କ ନିଜ ପୂର୍ବ ଦଳକୁ ଫେରିବା ଏକ ଟ୍ରେଡ୍‌ ଡିଲ୍‌ ମାଧ୍ୟମରେ…

ରାଘବ ଚଢାଙ୍କୁ କ୍ୟାବିନେଟ ମନ୍ତ୍ରୀ ଅଫର୍‌! ହଠାତ୍‌ ଦିଲ୍ଲୀରୁ ଫେରି…

ନୂଆଦିଲ୍ଲୀ,୨୩।୬: ପଞ୍ଜାବ ଗସ୍ତରେ ଯାଇଥିବା ଭାରତୀୟ ଜନତା ପାର୍ଟି (BJP)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ ହଠାତ ଦିଲ୍ଲୀ ଫେରି ଆସିଛନ୍ତି। ଚଣ୍ଡୀଗରେ ସେ ପଞ୍ଜାବର ରାଜ୍ୟପାଳ…

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri