Posted inଜାତୀୟ

ଖୁବ୍‌ଶୀଘ୍ର ପୃଥିବୀ କକ୍ଷ ଛାଡ଼ିବ ଚନ୍ଦ୍ରୟାନ-୩

ବେଙ୍ଗାଲୁରୁ,୨୪ା୭ : ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ପ୍ରେରଣ କରିଥିବା ଚନ୍ଦ୍ରୟାନ-୩ ଖୁବ୍‌ଶୀଘ୍ର ପୃଥିବୀ କକ୍ଷ ଛାଡ଼ି ଚନ୍ଦ୍ରର କକ୍ଷପଥରେ ପ୍ରବେଶ କରିବା ପାଇଁ ଅଗ୍ରସର ହେଉଛି। ଧୀରେ ଧୀରେ ଏହା ଚନ୍ଦ୍ରର ନିମ୍ନ କକ୍ଷପଥକୁ ଯିବା ସହ ଅଗଷ୍ଟ ୨୩ରେ ସଫ୍ଟ ଲ୍ୟାଣ୍ଡିଂ କରିବ ବୋଲି ରବିବାର କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ସୂଚନା ଦେଇଛନ୍ତି।

ଗତ ୧୪ ତାରିଖରେ ଶ୍ରୀହରିକୋଟାର ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଏଲ୍‌ଭିଏମ୍‌-୩ ରକେଟ ସହାୟତାରେ ଚନ୍ଦ୍ରୟାନ-୩କୁ ଚନ୍ଦ୍ର ଅଭିମୁଖେ ପ୍ରେରଣ କରାଯାଇଥିଲା। ଇତିମଧ୍ୟରେ ୪ ଥର ସଫଳତାର ସହ ଏହାକୁ କକ୍ଷ ଉତ୍ଥାନ କରାଗଲାଣି। ମଙ୍ଗଳବାର ଅପରାହ୍ନ ୨ଟାରୁ ୩ଟା ମଧ୍ୟରେ ପଞ୍ଚମ କକ୍ଷ ଉତ୍‌ଥାନ କରାଯିବ। ଏହାଦ୍ୱାରା ଚନ୍ଦ୍ରଯାନ ଅଧିକରୁ ଅଧିକ ଉଚ୍ଚ କକ୍ଷକୁ ଯାଉଛି। ପରବର୍ତ୍ତୀ ଅର୍ବିଟ ରେଜିଂ ମାନୋଭର ପରେ ଏହା ସିଧାସଳଖ ଚନ୍ଦ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିବ। ଚନ୍ଦ୍ର ମାଧ୍ୟାକର୍ଷଣ କ୍ଷେତ୍ର ମଧ୍ୟକୁ ଆସିବା ପରେ ଚନ୍ଦ୍ରୟାନ ଧୀରେ ଧୀରେ ଚନ୍ଦ୍ରପୃଷ୍ଠର ୧୦୦ କିଲୋମିଟର କକ୍ଷରେ ପହଞ୍ଚତ୍ବା ପରେ ସଫ୍ଟ ଲ୍ୟାଣ୍ଡିଂ ପାଇଁ ଉଦ୍ୟମ ଆରମ୍ଭ ହେବ।

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ ପର୍ଯ୍ୟଟକ ଛାନିଆ

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?