Posted inଜାତୀୟ

ଖୁବ୍‌ଶୀଘ୍ର ଐଶ୍ୱର୍ଯ୍ୟାଙ୍କୁ ଘରକୁ ଆଣି ପାରନ୍ତି ତେଜ ପ୍ରତାପ

ପାଟନା,୨।୫: ଲାଲୁ ପ୍ରସାଦ ଯାଦବଙ୍କ ବଡ ପୁଅ ଜେତ ପ୍ରତାପ ଯାଦବ ତାଙ୍କ ପତ୍ନୀ ଐଶ୍ୱର୍ଯ୍ୟା ରାୟଙ୍କୁ ଘରକୁ ଫେରାଇ ଆଣିବେ ବୋଲି ସୂଚନା ମିଳିଛି। ଏକଥା ଆଉ କେହି ନୁହେଁ ବରଂ ଐଶ୍ୱର୍ଯ୍ୟାଙ୍କ ପିତା ତଥା ତେଜ ପ୍ରତାପଙ୍କ ଶ୍ୱଶୁର ଚନ୍ଦ୍ରିକା ରାୟ ଏହା କହିଛନ୍ତି। କାରଣ ନିକଟରେ ତେଜ ପ୍ରତାପ କହିଥିଲେ ଯଦି ଆର୍‌ଜେଡି ଚନ୍ଦ୍ରିକାଙ୍କୁ ଟିକେଟ ଦିଏ ତେବେ ସେ ତାଙ୍କ ବିରୋଧରେ ପ୍ରଚାର କରିବେ। ହେଲେ ଏବେ ନିର୍ବାଚନ ପାଖେଇ ଆସିଥିଲେ ସୁଦ୍ଧା ତେଜ ପ୍ରତାପ ତାଙ୍କ ଶ୍ୱଶୁରଙ୍କ ବିରୋଧରେ କୌଣସି ପ୍ରଚାର କରି ନାହାଁନ୍ତି। ଏହାକୁ ଦେଖି ଚନ୍ଦ୍ରିକା ଅନୁମାନ କରୁଛନ୍ତି କି ଏବେ ତେଜ ପ୍ରତାପଙ୍କ ମନ ପରିବର୍ତ୍ତନ ହୋଇଛି। ତେଣୁ ସେ ଖୁବ୍‌ଶୀଘ୍ର ତାଙ୍କ ସ୍ତ୍ରୀ ଐଶ୍ୱର୍ଯ୍ୟାଙ୍କୁ ଫେରାଇ ନେବେ ବୋଲି ମୋତେ ଲାଗୁଛି। ସୂଚନାଯୋଗ୍ୟ, କିଛିଦିନ ହେବ ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତେଜ ପ୍ରତାପ ଯାଦବ ପତ୍ନୀ ଐଶ୍ୱର୍ଯ୍ୟାଙ୍କଠାରୁ ଅଲଗା ହେବାକୁ ନେଇ ଥିଲେ ଚର୍ଚ୍ଚାରେ। ଏମିତିକି ସେ ଐଶ୍ୱର୍ଯ୍ୟାଙ୍କଠାରୁ ଅଲଗା ନ ହେଲେ ଘରକୁ ଫେରିବେନି କହି ବୃନ୍ଦାବନ ଚାଲି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ହର୍ମୁଜ ପ୍ରଣାଳୀରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଆକ୍ସନରେ ଭାରତ ସରକାର

ନୂଆଦିଲ୍ଲୀ,୧୪।୭: ହର୍ମୁଜ ପ୍ରଣାଳୀରେ ୟୁଏଇ ଟ୍ୟାଙ୍କର ଉପରେ ଆକ୍ରମଣ ପରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ହୋଇଛି, ଯାହା ଭାରତ ସରକାରଙ୍କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…

ଟ୍ରେନରେ ଚତୁର୍ଥୀ ପରେ ଏବେ ରୁଦ୍ରାଭିଷେକ, ଭାଇରାଲ ହୋଇଛି ଭିଡିଓ

ନୂଆଦିଲ୍ଲୀ,୧୪ା୭: ନିକଟରେ, ଏକ ଟ୍ରେନରେ ଫୁଲ ସଜା ହୋଇ ଚତୁର୍ଥୀ ରାତି ପାଇଁ ଆୟୋଜନ ହୋଇଥିବା ଭିଡିଓ ଭାଇରାଲ ହୋଇଥିଲା । ବର୍ତ୍ତମାନ ଚଳନ୍ତା ଟ୍ରେନରେ ପୂଜା…

ଜାତିସଂଘ ସୁରକ୍ଷା ପରିଷଦରେ ସଦସ୍ୟତା ପାଇଁ ଅଣ୍ଟା ଭିଡ଼ିଲା ଭାରତ

ନୂଆଦିଲ୍ଲୀ,୧୪।୭:ଭାରତ ୨୦୨୮-୨୯ କାର୍ଯ୍ୟକାଳ ପାଇଁ ଜାତିସଂଘ ସୁରକ୍ଷା ପରିଷଦ (UNSC)ର ଅସ୍ଥାୟୀ ସଦସ୍ୟ ହେବା ପାଇଁ ନିର୍ବାଚନ ଅଭିଯାନ ଆରମ୍ଭ କରିଛି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର…

ନା ଘର ନା ଗାଡ଼ି…, ଭାଜପା ପ୍ରାର୍ଥୀ ନୀରଜ ସିହ୍ନାଙ୍କ ସମ୍ପତ୍ତି ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ପାଟନା,୧୪।୭: ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ସୋମବାର (ଜୁଲାଇ ୧୩) ଭାଜପା ପ୍ରାର୍ଥୀ ନୀରଜ ସିହ୍ନା ତାଙ୍କର ନାମାଙ୍କନ ଦାଖଲ କରିଥିଲେ। ତାଙ୍କ ଶପଥପତ୍ରରୁ କିଛି ବିବରଣୀ…

ଖେଳ ପଡ଼ିଆରେ ଲିଭିଗଲା ଜୀବନ ଦୀପ, ୨୨ ବର୍ଷୀୟ କ୍ରିକେଟରଙ୍କ ମୃତ୍ୟୁ

ଶ୍ରୀନଗର,୧୪।୭: ଜମ୍ମୁ କଶ୍ମୀରର ଡୋଡା ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଭାଦେରୱା ଅଞ୍ଚଳର ୨୨ ବର୍ଷୀୟ କ୍ରିକେଟର ସୁହେଲ ଅହମ୍ମଦ ଜୁଲାଇ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri