ଚନ୍ଦୁ ଚାମ୍ପିୟନ ସହ ଡା. ଅର୍ଥୋର ସହଭାଗିତା

ଭୁବନେଶ୍ୱର,୨୦।୬ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଦିଭିସା ହର୍ବାଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ଅଗ୍ରଣୀ ବ୍ରାଣ୍ଡ୍‌ ଡା. ଅର୍ଥୋ ନିକଟରେ ବଲିଉଡ୍‌ ଚଳଚ୍ଚିତ୍ର ଚନ୍ଦୁ ଚାମ୍ପିୟନ ସହ ସହଭାଗିତା ସ୍ଥାପନ କରିଛି। ଏପରିକି ବ୍ରାଣ୍ଡ୍‌ ଓ ଚଳଚ୍ଚିତ୍ରର ପ୍ରଚାର ମଧ୍ୟ ବେଶ୍‌ ଆକର୍ଷଣୀୟ ହୋଇଛି।

ଉଲ୍ଲେଖଯୋଗ୍ୟ, କବୀର ଖାନ ନିର୍ଦ୍ଦେଶିତ ହିନ୍ଦୀ ଚଳଚ୍ଚିତ୍ର ଚନ୍ଦୁ ଚାମ୍ପିୟନ ଏକ ଭିନ୍ନ ବିଷୟବସ୍ତୁକୁ ନେଇ ନିର୍ମାଣ ହୋଇଥିବା ବେଳେ ଏହି ଚଳଚ୍ଚିତ୍ରରେ ମୁରଲୀକାନ୍ତ ପେଟକରଙ୍କ ସଂଘର୍ଷ ଓ ଇଚ୍ଛାଶକ୍ତିର ବିସ୍ତୃତ ଯାତ୍ରାକୁ ସୁନ୍ଦର ଭାବେ ପରିବେଷଣ କରାଯାଇଛି। ଏ ସମ୍ପର୍କରେ ଦିଭିସା ହର୍ବାଲ୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ଏମ୍‌ଡି ଡା. ସଞ୍ଜୀବ ଜୁନେଜା କହିଥିଲେ, ପାଶନ ଆଣ୍ଡ ଓ୍ବାର୍କ କେବେ ବି ସଫଳତା ଦେଇ ନ ଥାଏ,ଯେତେବେଳ ପର୍ଯ୍ୟନ୍ତ ସେ କାର୍ଯ୍ୟରେ ଏକ ସ୍ପିରିଟି ଆସି ନ ଥାଏ। ଇଚ୍ଛାଶକ୍ତି ଓ ଉଦ୍ୟମ ବଳରେ ସଫଳତା ସହ ଚାମ୍ପିୟନ ମଧ୍ୟ ହୋଇପାରିବା ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି।

ଅପରପକ୍ଷରେ ପରିଶ୍ରମ ଓ କଷ୍ଟ କାର୍ଯ୍ୟ ପାଇଁ ଡା. ଅର୍ଥୋ ଭଳି ଲୋକପ୍ରିୟ ଆୟୁର୍ବେଦ ଅଏଲର ବ୍ୟବହାର ଉପଶମ ଦେଇଥାଏ। ସେହିଭଳି କାର୍ତ୍ତିକ ଆର୍ଯ୍ୟନ କହିଥିଲେ, ଡା. ଅର୍ଥୋ ଭଳି ଗୁଣାତ୍ମକ ଆୟୁର୍ବେଦ ଅଏଲର ବ୍ୟବହାର ଫଳରେ ଶରୀର ଭିନ୍ନ ଭିନ୍ନ ସ୍ଥାନର ଯନ୍ତ୍ରଣା ଦୂର ହୋଇପାରିଛି। ଏହାଦ୍ୱାରା ଉଚ୍ଚ ଆକାଂକ୍ଷା ଓ ଉଦ୍ୟମ ବଳରେ ଆମେ ଚାମ୍ପିୟନରେ ବେଶ୍‌ ଉତ୍ସାହଜନକ ପ୍ରଦର୍ଶନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

PF ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର! ଖାତାକୁ ଆସିବ ୮.୨୫% ସୁଧ, ଘରେ ବସି ଏମିତି ଚେକ୍‌ କରନ୍ତୁ ବାଲାନ୍ସ

ନୂଆଦିଲ୍ଲୀ, ୭।୭: ଯଦି ଆପଣଙ୍କର ମଧ୍ୟ EPFରେ ପଇସା ଜମା ହେଉଛି, ତେବେ ଆପଣଙ୍କ ପାଇଁ ବଡ଼ ଖୁସି ଖବର। EPFO ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri