ଡାଇରିଆ ସ୍ଥିତିରେ ପରିବର୍ତ୍ତନ: ରାତିରୁ ସକାଳ ଭିତରେ…

ଧର୍ମଶାଳା,୨୧।୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲାରେ ଡାଇରିଆ ସ୍ଥିତି ଧିରେଧିରେ ସୁଧୁରିଛି। ଧର୍ମଶାଳାରେ ମଧ୍ୟ ସ୍ଥିତିରେ ପରିବର୍ତ୍ତନ ଦେଖିବାକୁ ମିଳୁଛି। ଶୁକ୍ରବାର ରାତି ୧୨ରୁ ଶନିବାର ସକାଳ ୮ଟା ମଧ୍ୟରେ ଜଣେ ରୋଗୀ ଭର୍ତ୍ତି ହୋଇଥିବା ବେଳେ ଗୋଷ୍ଠୀ ସ୍ବାସ୍ତ୍ୟକେନ୍ଦ୍ରରେ ୪୨ଜଣ ରୋଗୀ ଚିକିତ୍ସିତ ହେଉଛନ୍ତି। ରସୁଲପୁର ବ୍ଲକ ଗୋପାଳପୁର ଅଞ୍ଚଳରୁ ରୋଗୀ ଆସୁଥିବାରୁ ଏହା ଉପରେ ସଚେତନ କରାଯିବା ସହ ମେଡିକାଲ ଟିମ୍‌ ପକ୍ଷରୁ ଗାଁ ଗାଁ ସଚେତନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ବିବାହ କରିବାକୁ ରାଜି ନ ହେବାରୁ ପ୍ଲାଟଫର୍ମରେ କୀଟନାଶକ ପିଇଦେଲେ  ମା’ବାପା: ପରେ…

ଦିଗପହଣ୍ଡି,୧୪।୭(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଏମ.ରଞ୍ଜନ ଦୋରା ବିବାହ କରିବାକୁ ରାଜି ନ ହେବାରୁ...

ହତ୍ୟା ନା ଆତ୍ମହତ୍ୟା:ଭବାନୀପାଟଣା ସ୍ଥାନାନ୍ତର କରାଗଲା ମୃତଦେହ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୱାର୍ଡ ନମ୍ବର ୭ର ଜଣେ ୧୬ ବର୍ଷୀୟ ଯୁବକ ବାଳକୃଷ୍ଣ ଶିଖା ବେକର ଶାଢି ଲଗାଇ ଆତ୍ମହତ୍ୟା...

ରେଳବିଭାଗରେ ଚାକିରି କରାଇବା ନାଁରେ ୮୬ ଲକ୍ଷ ଟଙ୍କା ଠକେଇ: ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ରେଳବିଭାଗରେ ଚାକିରି କରାଇବା ନାଁରେ ୭ ଜଣ ଯୁବକଙ୍କୁ ଠାରୁ ୮୬ ଲକ୍ଷ ୫୦ ହଜାର ଟଙ୍କା ଠକେଇ ହୋଇଥିବା ଅଭିଯୋଗ...

ଧରିତ୍ରୀ ୱେବ ପ୍ରଭାବ: ଯୋଡ଼ା ଲଘୁଚାପଜନିତ କ୍ଷୟକ୍ଷତି ଆକଳନ କଲା ରାଜସ୍ବ ବିଭାଗ

କୁଆଁରମୁଣ୍ଡା,୧୪।୦୭(ମହେନ୍ଦ୍ର କୁମାର ସାହୁ): ଯୋଡ଼ା ଲଘୁଚାପ ଯୋଗୁ ସୁନ୍ଦରଗଡ଼ରେ ବାଦଲ ଫଟା ବର୍ଷା ହୋଇଛି। ଜାତୀୟ ରାଜପଥରେ ଆଣ୍ଠୁଏ ପାଣି ଶୀର୍ଷକ ଏକ ଖବର ଧରିତ୍ରୀ...

FM ପୀଡ଼ିତା ଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି: ପଚାରି ବୁଝିଲେ ସ୍ବାସ୍ଥ୍ୟାବସ୍ଥା

ଭୁବନେଶ୍ୱର,୧୪।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ର ଦ୍ୱିତୀୟବର୍ଷରେ ଅଧ୍ୟୟନରତା ଜଣେ ଛାତ୍ରୀ ଆତ୍ମାହୁତି ଦେଇଛନ୍ତି। ଏହି ଛାତ୍ରୀ ଜଣଙ୍କ ଗୁରୁତର ଅବସ୍ଥାରେ...

ସାର୍‌ ନିଆଁ ଲଗାଇ ଦେଇଛନ୍ତି… ବାଲେଶ୍ୱର ଘଟଣାରେ ପୀଡ଼ିତା ଛାତ୍ରୀଙ୍କ ମା’ଙ୍କ ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୧୪।୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ସୋମବାର ପୀଡ଼ିତା ଛାତ୍ରୀଙ୍କ ମା’...

ସମ୍ବିଧାନ ସୁରକ୍ଷିତ ରହିଲେ, ସୁରକ୍ଷିତ ରହିବ ଗଣତନ୍ତ୍ର

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରା ପକ୍ଷରୁ ରବିବାର ସନ୍ଧ୍ୟାରେ ସମ୍ବିଧାନର ମୁଖବନ୍ଧରୁ ଧର୍ମ ନିରପେକ୍ଷତା ଓ ସମାଜବାଦ ଶବ୍ଦର ଉଚ୍ଛେଦ...

ରାଜ୍ୟ ସ୍ତରୀୟ କିକ୍‌ ବକ୍ସିଂ ପ୍ରତିଯୋଗିତା: ଚମକିଲେ ଗଞ୍ଜାମ ଝିଅ,ପୁଅ ପାୟଲଙ୍କୁ ସ୍ବର୍ଣ୍ଣ କଳ୍ପଜିତଙ୍କୁ

ଗଞ୍ଜାମ,୧୪।୭(ବିଦ୍ୟାଧର ସାହୁ ): ଚଳିତ ବର୍ଷ ରାଜ୍ୟ ସ୍ତରୀୟ ଟାଇକୋଣ୍ଡ ପ୍ରତିଯୋଗିତାରେ ଗଞ୍ଜାମର ଓଡ଼ିଆ ଝିଅ ପାୟଲ ନାହାକ (୯ )ସ୍ବର୍ଣ୍ଣ ପଦକ ଏବଂ କଳ୍ପଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri