୭ ମେଡିକାଲ କଲେଜର ୭ ବରିଷ୍ଠ ଡାକ୍ତରଙ୍କ ବଦଳି

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନ ୭ଟି ମେଡିକାଲ କଲେଜର ୭ଜଣ ପ୍ରଫେସର ଏବଂ ସହକାରୀ ପ୍ରଫେସରଙ୍କର ଗୁରୁବାର ବଦଳି କରାଯାଇଛି। ବ୍ରହ୍ମପୁରସ୍ଥିତ ଏମ୍‌କେସିଜି ମେଡିକାଲ କଲେଜର ଆନାସ୍ଥେସିଆଲୋଜି ବିଭାଗ ପ୍ରଫେସର ଡ. ଲକ୍ଷ୍ମୀଧର ଦାଶଙ୍କୁ ଏସ୍‌ସିବି ମେଡିକାଲ କଲେଜକୁ ବଦଳି କରାଯାଇଛି। ସେହିପରି ବାଲେଶ୍ୱରସ୍ଥିତ ଫକୀର ମୋହନ ମେଡିକାଲ କଲେଜ ଏବଂ ହସ୍ପିଟାଲର ଆନାସ୍ଥେସିଆଲୋଜି ବିଭାଗର ପ୍ରଫେସର ଡ. ତରଙ୍ଗିଣୀ ଦାସଙ୍କୁ କଟକ ଏସ୍‌ସିବି ମେଡିକାଲ କଲେଜ, କେନ୍ଦୁଝର ସରକାରୀ ମେଡିକାଲ କଲେଜର ଅପଥାଲ୍‌ମୋଲୋଜି ବିଭାଗ ପ୍ରଫେସର ଶୁଭବ୍ରତ ପରିଡାଙ୍କୁ କୋରାପୁଟର ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ, ଏଫ୍‌ଏମ୍‌ଟି ବିଭାଗ ସହକାରୀ ପ୍ରଫେସର ଡ. ମନୋଜ କୁମାର ହାଂସଦାଙ୍କୁ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ କୋରାପୁଟକୁ ବଦଳି କରାଯାଇଛି। ଫକୀର ମୋହନ ମେଡିକାଲ କଲେଜର ପାଥୋଲୋଜି ବିଭାଗ ସହକାରୀ ପ୍ରଫେସର ଡ. ଚନ୍ଦ୍ରଶେଖର ମହାପାତ୍ରଙ୍କୁ କଟକ ଏସ୍‌ସିବି, ବାରିପଦାର କମ୍ୟୁନିଟି ମେଡିସିନ୍‌ ପ୍ରଫେସର ଡ. କ୍ରିଷ୍ଣା କରଙ୍କୁ କଟକ ଏସ୍‌ବିବି ମେଡିକାଲ କଲେଜ, ଏସ୍‌ସିବି ମେଡିକାଲର ଜର୍ମାଟୋଲୋଜି ବିଭାଗ ସହକାରୀ ପ୍ରଫେସର ଡ. ସ୍ବପ୍ନା ଜେନାଙ୍କୁ କଳାହାଣ୍ଡି ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଡାକ୍ତରଖାନାକୁ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?