ଶ୍ରୀମନ୍ଦିର ଭିତରକୁ ଯିବା ପାଇଁ ବାରଣ କରିବାକୁ ପ୍ରୋଟୋକଲ ଅଫିସରଙ୍କୁ ବଦଳି

ପୁରୀ ଅଫିସ,୧।୩: ମୁସଲିମ ହୋଇ ଶ୍ରୀମନ୍ଦିରକୁ ପ୍ରବେଶ କରିବା ଘଟଣାକୁ ନେଇ ଆଇଆର୍‌ଏସ୍‌ ରେସମା ଲେଖାନୀ ତାଙ୍କ ପ୍ରୋଟୋକଲ ଅଫିସରଙ୍କୁ ବଦଳି କରିଦେଇଛନ୍ତି। ତେବେ ଅଫିସରଙ୍କୁ ବିନା ନୋଟିସରେ ବଦଳି କରାଯାଇଥିବା ଜଣାପଡିଛି। ସୂଚନାଯୋଗ୍ୟ, ଆଇଆର୍‌ଏସ୍‌ ରେସମା ଲେଖାନୀ ଶ୍ରୀମନ୍ଦିରକୁ ପ୍ରବେଶ କରିବାକୁ ଉଦ୍ୟମ କରିଥିଲେ। ହେଲେ ସେ ଜଣେ ମୁସଲିମ ହୋଇଥିବାରୁ ତାଙ୍କୁ ମନ୍ଦିର ଭିତରକୁ ଯିବାକୁ ପୁରୀ ପୋଲିସ ଏବଂ ତାଙ୍କ ପ୍ରୋଟୋକଲ ଅଫିସର ରୋଶନ ଯାଦବ ତାଙ୍କୁ ଅଟକାଇଥିଲେ। ଏହାପରେ ରେସମାଙ୍କ ରୋଷର ଶିକାର ହୋଇଛନ୍ତି ପ୍ରୋଟୋକଲ ଅଫିସର। ତାଙ୍କୁ ବିନା ନୋଟିସରେ ବଦଳି କରାଯାଇଛି।

ଶ୍ରୀମନ୍ଦିରକୁ ଅଣ ହିନ୍ଦୁ ପ୍ରବେଶ କରିବାକୁ ବାରଣ ଥିବା ବେଳେ ଜଣେ ମୁସଲିମ ଜୋର ଜବରଦସ୍ତି ପ୍ରବେଶ କରିବା ଠିକ୍‌ ନୁହେଁ। ହେଲେ ବାରଣ କରିବାକୁ ଅଫିସରଙ୍କୁ ବଦଳି କରାଯାଇଥିବା ଦୁଃଖଦାୟକ ବୋଲି ସେବାୟତମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ କ୍ୱାର୍ଟରରେ ପଶିଗଲା ନାଗ ସାପ, ସ୍ନେକ୍ ହେଲ୍‌ପଲାଇନ୍ ନ ଥାଇ ମଧ୍ୟ…

ବ୍ରାହ୍ମଣୀଗାଁ, ୨୮।୭(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଏକ ଶିକ୍ଷକ କ୍ୱାର୍ଟରରୁ ଏକ ନାଗସାପ ଉଦ୍ଧାର କରାଯାଇଛି।…

କୃତିମ ସୂର୍ଯ୍ୟ ତିଆରି କରୁଛି ଚାଇନା, ବିଶ୍ୱର ସବୁଠାରୁ ଶକ୍ତିଶାଳୀ ମ୍ୟାଗନେଟ୍‌ର ପରୀକ୍ଷଣ ସଫଳ

ନୂଆଦିଲ୍‌ଲୀ,୨୮।୭: ପୃଥିବୀରେ ଶକ୍ତିର ସନ୍ଧାନ ମଧ୍ୟରେ ଚୀନ୍ ଏକ ବଡ଼ ସଫଳତା ହାସଲ କରିଛି। ଚୀନ୍ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ଫ୍ୟୁଜନ୍ ମ୍ୟାଗନେଟ୍ (Superconducting Fusion…

ଭଦ୍ରକରେ ବୁଧବାର ସମସ୍ତ ସ୍କୁଲ-ଅଙ୍ଗନବାଡ଼ି ଛୁଟି

ଭଦ୍ରକ,୨୮।୭: ପ୍ରବଳ ବର୍ଷା ଏବଂ ଖରାପ ପାଗକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଅର୍ଥାତ ବୁଧବାର ଜିଲାର…

ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…

ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍‌ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି…

ବିପଦ ସଂକେତ ଉପରେ ବୁଢ଼ାବଳଙ୍ଗ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ, ଏସ୍‌ପି

ବୈଶିଙ୍ଗା,୨୮।୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ତଥା ବେତନଟୀ ବ୍ଲକ ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ପୋଲ ନିକଟରେ ମଙ୍ଗଳବାର ଦ୍ୱିପ୍ରହର ସୁଦ୍ଧା ଜଳସ୍ତର ବିପଦ…

ପାଲଲହଡ଼ା-ବାଉଁଶଯୋଡ଼ା ବ୍ରିଜରେ ୫ ଫୁଟ ବନ୍ୟା ପାଣି

ଭୁବନେଶ୍ୱର,୨୮।୭: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଲଗାଣ ବର୍ଷା ଯୋଗୁ ପାଲଲହଡ଼ା-ବାଉଁଶଯୋଡ଼ା ନଦୀ ବ୍ରିଜ ଉପରେ…

ଅଚାନକ ଭାରତୀୟ କୋଚ୍‌ ଦେଲେ ଇସ୍ତଫା: କ୍ରିକେଟ ଜଗତରେ ହଇଚଇ, ଏମିତି ନିଷ୍ପତ୍ତି ନେଇ…

ମୁମ୍ବାଇ,୨୮।୭: ଅଚାନକ ଟିମ ଇଣ୍ଡିଆର ସହକାରୀ କୋଚ୍‌ ରୟାନ ଟେନ ଡୋଶେଟ (Ryan ten Doeschate) ନିଜ ପଦ ଛାଡ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ୟୁକେ (UK) ଗସ୍ତରେ…

ସରକାରଙ୍କ ବଡ଼ ଘୋଷଣା ରାକ୍ଷୀ ପୂର୍ଣ୍ଣିମାଠାରୁ ପ୍ରତି ମାସରେ ମହିଳାଙ୍କ ଖାତାକୁ ଆସିବ ୨୫୦୦ଟଙ୍କା

ନୂଆଦିଲ୍ଲୀ,୨୮।୭: ରକ୍ଷା ବନ୍ଧନ ପୂର୍ବରୁ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କ୍ୟାବିନେଟ ନିଷ୍ପତ୍ତି ମାଧ୍ୟମରେ ଦିଲ୍ଲୀର ଭଉଣୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri