ବଦଳିଲା ଯୁକ୍ତ ୩ ନାମଲେଖା ତାରିଖ

ଭୁବନେଶ୍ୱର,୩।୯: ବଦଳିଲା ଯୁକ୍ତ ୩ ନାମଲେଖା ପ୍ରଥମ ଚୟନ ପ୍ରକ୍ରିୟା। ସେପ୍ଟେମ୍ବର ୧୩ରୁ ଆରମ୍ଭ ହୋଇ ୧୬ ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଚାଲିବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ତରଫରୁ ଶୁକ୍ରବାର ସ୍ପଷ୍ଟ ସୂଚନା ଦିଆଯାଇଛି।
ପୂର୍ବରୁ ସେପ୍ଟେମ୍ବର ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ପ୍ରଥମ ଚୟନ ନାମଲେଖା ହେବ ବୋଲି ଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଥିଲା। ହେଲେ ୧୧ ତାରିଖରେ ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଥିବାରୁ ନାମଲେଖାକୁ ବିଭିନ୍ନ ସଙ୍ଗଠନ ପକ୍ଷରୁ ବିରୋଧ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତୋଷାଳି ଭବନ ନିକଟ ଓମ୍‌ଫେଡ୍‌ ପାର୍ଲରକୁ ଯାଇଥିଲେ ନାମ ପଞ୍ଜୀକରଣ କରନ୍ତୁ

ଭୁବନେଶ୍ୱର,୯ା୪(ବ୍ୟୁରୋ): ସତ୍ୟନଗରରେ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ନିୟମିତ ଭାବେ ତୋଷାଳି ଭବନ ନିକଟରେ ଥିବା ଓମ୍‌ଫେଡ୍‌ ପାର୍ଲରକୁ ଯାଇଥିବା...

ଅପହରଣ ମାମଲାରେ ନାବାଳିକା ସହ ୪ ଯୁବକଙ୍କୁ ନେଲା ପଶ୍ଚିମବଙ୍ଗ ପୋଲିସ

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଭୁବନେଶ୍ୱର ରସୁଲଗଡ଼ ଅଞ୍ଚଳରେ ଥିବା ଏକ ନମ୍ବର ବିହୀନ କାର୍‌ରୁ ଜଣେ ନାବାଳିକାଙ୍କ ସହ ୪ ଯୁବକଙ୍କୁ ଶନିବାର ମଞ୍ଚେଶ୍ୱର ଥାନା ପୋଲିସ ଧରିଥିଲା।...

ମନପସନ୍ଦର ଶ୍ରୀକ୍ଷେତ୍ର ଖଜା

ପୁରୀ ଅଫିସ,୨୩ା୮:ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ଶ୍ରୀକ୍ଷେତ୍ର ଯେପରି ସାରା ବିଶ୍ୱରେ ପ୍ରସିଦ୍ଧି ଲାଭ କରିଛି, ସେହିପରି ସୂର୍ଣ୍ଣାଭ ବେଳାଭୂମି ଏବଂ ଖାଦ୍ୟ ପାଇଁ ମଧ୍ୟ ଦେଶରେ...

ରହସ୍ୟ ହୋଇଗଲା ଝରାଫୁଲଙ୍କ ମୃତ୍ୟୁ: ୨ ମାସ ବିତିଯାଇଛି, ହେଲେ…

ରସୁଲପୁର,୨୮ା୩ (ଡି.ଏନ୍‌.ଏ.): ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଯୁକ୍ତ ୩ ଛାତ୍ରୀ ଝରାଫୁଲ ନାୟକ(୨୨)ଙ୍କ ସନ୍ଦେହଜନକ ମୃତ୍ୟୁକୁ ୨ ମାସ ବିତିଯାଇଛି। ହେଲେ ଝରାଫୁଲଙ୍କ ମୃତ୍ୟୁ...

କୋଭିଡ୍‌ ହସ୍ପିଟାଲ ସ୍ଥିତି ପରଖିଲେ କମିଶନର: ପଚାରିଲେ ରୋଗୀଙ୍କ ଭଲମନ୍ଦ

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟରେ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୦ ପ୍ରତିଶତ ରାଜଧାନୀରୁ ଚିହ୍ନଟ ହେଉଛନ୍ତି। ଭୁବନେଶ୍ୱରରେ କୋଭିଡ...

ଭୁବନେଶ୍ୱରରୁ ଆଜି ୩୦୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୧।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୨୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୧୮...

ରାଜ୍ୟରେ ସୁସ୍ଥ ହେଲେ ୧୫୫୦ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୬।୮(ବ୍ୟୁରୋ)-ରାଜ୍ୟରେ ରବିବାର ପୁଣି ୧୫୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୩୫୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୪୧, ସୁନ୍ଦରଗଡରୁ ୧୧୮,...

‘ଅମ୍ଫନ୍‌’ ମୁକାବିଲା ନିମନ୍ତେ ପହଞ୍ଚିଲେଣି ୩୧ ଟିମ୍‌: ମଧ୍ୟରାତ୍ର ସୁଦ୍ଧା ସୁରକ୍ଷିତ ସ୍ଥାନକୁ ଯିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୯।୫(ବ୍ୟୁରୋ): ଘଣ୍ଟାକୁ ୧୮ କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି ‘ଅମ୍ଫନ’। ଏବେ ଏହା ପାରାଦୀପଠାରୁ ୩୫୦ କିମି ଏବଂ ଦୀଘାରୁ ୫୧୦ କିମି ଦୂରରେ...

Advertisement
Archives

Model This Week