ବଦଳିଲା ଯୁକ୍ତ ୩ ନାମଲେଖା ତାରିଖ

ଭୁବନେଶ୍ୱର,୩।୯: ବଦଳିଲା ଯୁକ୍ତ ୩ ନାମଲେଖା ପ୍ରଥମ ଚୟନ ପ୍ରକ୍ରିୟା। ସେପ୍ଟେମ୍ବର ୧୩ରୁ ଆରମ୍ଭ ହୋଇ ୧୬ ପର୍ଯ୍ୟନ୍ତ ଏହି ପ୍ରକ୍ରିୟା ଚାଲିବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ତରଫରୁ ଶୁକ୍ରବାର ସ୍ପଷ୍ଟ ସୂଚନା ଦିଆଯାଇଛି।
ପୂର୍ବରୁ ସେପ୍ଟେମ୍ବର ୧୧ରୁ ୧୫ ତାରିଖ ପର୍ଯ୍ୟନ୍ତ ପ୍ରଥମ ଚୟନ ନାମଲେଖା ହେବ ବୋଲି ଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଥିଲା। ହେଲେ ୧୧ ତାରିଖରେ ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଥିବାରୁ ନାମଲେଖାକୁ ବିଭିନ୍ନ ସଙ୍ଗଠନ ପକ୍ଷରୁ ବିରୋଧ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରେ ବିଜେଡିର ହ୍ୟାଟ୍ରିକ୍‌

ପାରାଦୀପ,୨୪।୫(ସ୍ବ.ପ୍ର.): ସମସ୍ତ କଳ୍ପନା ଜଳ୍ପନାର ଅବସାନ ଘଟାଇ ପାରାଦୀପ ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ସମ୍ବିତ ରାଉତରାୟ ବିଜୟୀ ହୋଇଛନ୍ତି। ୨୦୦୯ରେ ଏହି ନିର୍ବାଚନମଣ୍ଡଳୀ ପୁନର୍ଗଠିତ ହେବା...

ହୀରାକୁଦ ଡ୍ୟାମ୍‌ରୁ ୮ଟି ଗେଟ୍‌ଦେଇ ବନ୍ୟାଜଳ ନିଷ୍କାସିତ

ସମ୍ବଲପୁର, ୧୩ା୯ (ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମ୍‌ରୁ ଶୁକ୍ରବାର ୮ଟି ଗେଟ୍‌ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି। ସକାଳ ୯ଟା ପର୍ଯ୍ୟନ୍ତ ମିଳିଥିବା ରିପୋର୍ଟ ଅନୁସାରେ,...

ଥାନାରେ ହାଜର ହେଲେ ଓଏଏସ୍‌ ଅଫିସର

ବାଲିଚନ୍ଦ୍ରପୁର,୧୦।୧୧(ସ୍ବ.ପ୍ର.): ଯାଜପୁର ଜିଲା ବାଲିଚନ୍ଦ୍ରପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ଓଏଏସ୍‌ ଅଫିସର ପ୍ରମୋଦ ପୃଷ୍ଟି ରବିବାର ବିଳମ୍ବିତ ରାତିରେ ଥାନାରେ...

ମହିଳା ହକି ଦଳର ମନୋବଳ ବଢ଼ାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସ ସେମିଫାଇନାଲରେ ଭାରତୀୟ ମହିଳା ହକି ଦଳ ଆର୍ଜେଣ୍ଟିନାଠାରୁ ୨-୧ ଗୋଲରେ ପରାସ୍ତ ହୋଇଛି। ହାରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିଳା...

ଭାଙ୍ଗିଦେଇ ଭୁଲିଗଲା ବିଏମ୍‌ସି

ବ୍ରହ୍ମପୁର ଅଫିସ୍‌,୨୫ା୧୦- ବ୍ରହ୍ମପୁର ମହାନଗର ନିଗମର ତ୍ରୁଟିପୂର୍ଣ୍ଣ କାର୍ଯ୍ୟ ଯୋଗୁ ସହରବାସୀ କେମିତି ହନ୍ତସନ୍ତ ହେଉଛନ୍ତି, ତାର ଏକ ଉଦାହରଣ ଗୁରୁବାର ଦେଖିବାକୁ ମିଳିଛି। ଜଗବନ୍ଧୁ...

ଅଗଷ୍ଟ ବନ୍ୟା: ଜଳସମ୍ପଦ ବିଭାଗର ୯୩୨ କୋଟି କ୍ଷତି

ଭୁବନେଶ୍ୱର,୨୫ା୯(ବ୍ୟୁରୋ): ଗତ ଅଗଷ୍ଟରେ ରାଜ୍ୟରେ ହୋଇଥିବା ବନ୍ୟାରେ ବହୁ କ୍ଷୟକ୍ଷତି ହୋଇଛି। ରାଜ୍ୟ ସରକାର ନିକଟରେ ଆସିଥିବା କେନ୍ଦ୍ରୀୟ ଟିମ୍‌କୁ ୧୧ ହଜାର କୋଟି ଟଙ୍କର...

ଉଛୁଳିଲା ଗମ୍ଭାରିଆ ଯୋର

ପରଜଙ୍ଗ, ୨୪।୮(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଗେଙ୍ଗୁଟିଆ ପଞ୍ଚାୟତ ଅନ୍ତର୍ଗତ କୁଲେଇ ଗ୍ରାମ ନିକଟରେ ଥିବା ଗମ୍ଭାରିଆ ଯୋର ଲଘୁଚାପଜନିତ ଲଗାଣ ବର୍ଷାରେ ଉଛୁଳିଛି।...

ପ୍ରବାସୀ ଓଡ଼ିଆଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ

ଖୋର୍ଦ୍ଧା ଅଫିସ/ ନିରାକାରପୁର,୬ା୫(ଡି.ଏନ୍‌.ଏ.): ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ଏକ ବସ୍‌ ପୁଣି ଦୁର୍ଘଟଣାଗ୍ରସ୍ତ ହୋଇଛି। ମଙ୍ଗଳବାର ପ୍ରତ୍ୟୁଷରେ ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ...

Advertisement


Archives

Model This Week