ବଦଳିଲା ନିଷ୍ପତ୍ତି: ସ୍ବାଧୀନତା ଦିବସରେ ସାମିଲ ହେବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୧୦।୮(ବ୍ୟୁରୋ): ବଦଳିଲା ନିଷ୍ପତ୍ତି। ସ୍ବାଧୀନତା ଦିବସରେ ଛାତ୍ରୀଛାତ୍ର ସାମିଲ ହେବେ। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। ପୂର୍ବରୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍କୁଲ୍‌ରେ ଛାତ୍ରୀଛାତ୍ର ସାମିଲ ହେବେନି ବୋଲି ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ହୋଇଥିଲା। ହେଲେ ଏବେ ଏହାକୁ ଗ୍ରୀନ ସିଗ୍‌ନାଲ ମିଳିଛି। ଛାତ୍ରୀଛାତ୍ର ସାମିଲ ହୋଇପାରିବେ ବୋଲି ସରକାର ନିଷ୍ପତ୍ତି ନେଇଥିବା କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ।
ମହାମାରୀ କରୋନା ପାଇଁ ଗତ ୨ ବର୍ଷ ହେଲା ସ୍ବାଧୀନତା ଦିବସରେ ପିଲାମାନେ ସାମିଲ ହୋଇ ପାରୁ ନଥିଲେ। କେବଳ ଶିକ୍ଷକମାନେ ହିଁ ଉପସ୍ଥିତ ରହୁଥିଲେ। ହେଲେ ଏବେ ଛାତ୍ରୀଛାତ୍ର ସାମିଲ ସରକାର ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିବ ଶ୍ରୀମନ୍ଦିର: ଦର୍ଶନ ପାଇଁ ଟୋକନ, ପରିଚୟପତ୍ର ଲୋଡ଼ା

ପୁରୀ ଅଫିସ,୨୨।୧୨: ଆସନ୍ତା ୨୩ ତାରିଖରୁ ଶ୍ରୀମନ୍ଦିର ଖୋଲିବ। ପର୍ଯ୍ୟାୟ କ୍ରମେ ଦର୍ଶନ ବ୍ୟବସ୍ଥା ପାଇଁ ପୁରୀ ଜିଲା ପ୍ରଶାସନ ସୋମବାର ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ...

ସହର ମଝିରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ମାଗିଲେ ଇସ୍ତଫା

ଭବାନୀପାଟଣା,୨।୧୧: କଳାହାଣ୍ଡି ଜିଲା ମହାଲିଙ୍ଗର ଏକ ସ୍କୁଲ ଅଧ୍ୟକ୍ଷା ମମିତା ମେହେରା ହତ୍ୟା ଘଟଣାରେ ଆଜି ଭବାନୀପାଟଣା ସହର ମଝିରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କୁ ଇସ୍ତଫା ମାଗିଛନ୍ତି...

କୃଷି ଉତ୍ପାଦନ ପାଇଁ ଓଡ଼ିଶାକୁ ପ୍ରଶଂସା ପୁରସ୍କାର

ଭୁବନେଶ୍ୱର,୩ା୧(ବ୍ୟୁରୋ):କୃଷି କ୍ଷେତ୍ରରେ ଓଡିଶା ପୁଣି ଥରେ ଉତ୍କର୍ଷ ଲାଭ କରିଛି। ରାଜ୍ୟର କୃଷି ଉତ୍ପାଦନ ବୃଦ୍ଧିକୁ ମିଳିଛି ଜାତୀୟ ସ୍ବୀକୃତି। ୨୦୧୬-୧୭ ଆର୍ଥିକବର୍ଷରେ ସମୁଦାୟ ଅଧିକ...

ଗାଁ ମୁହାଁ ସମୁଦ୍ର

ଗୋପାଳପୁର,୧।୭: ଗାଁ ଆଡକୁ ମାଡ଼ି ଆସୁଛି ସମୁଦ୍ର। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ରାମେୟାପାଟଣା ଗ୍ରାମରେ। ଗତ ୫ ଦିନ...

ନର୍ସ ନିହାରିକା ହତ୍ୟା ମାମଲା : ପ୍ରେମିକଙ୍କୁ ନେଇ ବଢୁଛି ସନ୍ଦେହ

ଜଗତ୍‌ସିଂହପୁର ଅଫିସ/ବିରିଡ଼ି(ଡି.ଏନ୍‌.ଏ.),୧୯ା୯: ବିରିଡ଼ି ଥାନା କୁଳକଇଜଙ୍ଗା ପଞ୍ଚାୟତ ନୂଆପାରି ଗ୍ରାମ ନିକଟ ବିଲୁଆଖାଇ ନଦୀପଠାରୁ ନର୍ସ ନିହାରିକା ପାତ୍ର ଓରଫ ରୂପାଲୀ(୨୪)ଙ୍କ ମୃତଦେହ ଉଦ୍ଧାର ହେବାର...

ଶିକ୍ଷକତାକୁ ସଂକଳ୍ପ ଭାବେ ଗ୍ରହଣ କର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨।୮(ବ୍ୟୁରୋ):ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୬,୮୯୧ଜଣ ହାଇସ୍କୁଲ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯାଇଛି। ଏହି ନବନିଯୁକ୍ତ ଶିକ୍ଷକଙ୍କ ପାଇଁ ସୋମବାର...

ବଳଦା ଲୁହାପଥର ଖଣି ହାତେଇଲା ସିରାଜୁଦ୍ଦିନ୍‌

ଭୁବନେଶ୍ୱର,୫-୨(ବ୍ୟୁରୋ):କେନ୍ଦୁଝର ଜିଲାରେ ଥିବା ବଳଦା ଲୁହା ପଥର ଖଣିକୁ ସିରାଜୁଦ୍ଦିନ୍‌ ଆଣ୍ଡ କୋ ନିଜ ପାଖରେ ରଖିବାରେ ସମର୍ଥ ହୋଇଛି। ସୋମବାର ମଧ୍ୟରାତ୍ର ପରେ ମଧ୍ୟ...

ତୁରନ୍ତ କାର୍ଯ୍ୟାନୁଷ୍ଠାନ ନ ହେଲେ ବିଧାନସଭା ଘେରାଉ: ପ୍ରଦୀପ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ମାଲକାନଗିରି ସଦର ମହକୁମା ପୋଲିସ କ୍ୟାଣ୍ଚିନରେ କାମ କରୁଥିବା ଜଣେ ଆଦିବାସୀ ମହିଳାଙ୍କୁ ଗଣବଳାତ୍କାର ସହ ହତ୍ୟା କରାଯାଇଥିବା ପ୍ରଦେଶ କଂଗ୍ରେସ କମିଟି(ପିସିସି) କାର୍ଯ୍ୟକାରୀ...

Advertisement
Archives

Model This Week