ନାଁ ବଦଳାଇ ଆଉ ଥରେ ଘୋଷଣା କରୁଛନ୍ତି ସରକାର: ସ୍ମୃତି

ଭୁବନେଶ୍ବର, ୨୩ା୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଡ଼ିଶାରେ ପୁଷ୍ଟି ଓ ସ୍ବାସ୍ଥ୍ୟରେ ଉନ୍ନତି ପାଇଁ ‘ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନା’କୁ କ୍ୟାବିନେଟ୍‌ରେ ଅନୁମୋଦନ ଦେଇଛନ୍ତି। ଏହା ଘୋଷଣା ସର୍ବସ୍ବ ରାଜ୍ୟ ସରକାରଙ୍କ ଆଉ ଏକ ପ୍ରହସନ। ରାଜ୍ୟ ସରକାର କେବଳ ଏହାର ନଁା ବଦଳେଇ ଆଉ ଥରେ ଘୋଷଣା କରୁଛନ୍ତି। ତେବେ ପର ତିଅଣରେ ଅତିଥି ସକତ୍ାର କରନ୍ତୁ ପଛେ ଯୋଜନାର ସଫଳ ରୂପାୟନ କରନ୍ତୁ। ଏହା କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାର ଏକ ଅଂଶ। କେନ୍ଦ୍ର ସରକାର ଶିଶୁ ଓ ମହିଳାଙ୍କ ସ୍ବାସ୍ଥ୍ୟର ବିକାଶ ପାଇଁ ସମନ୍ବିତ ଶିଶୁ ବିକାଶ ଯୋଜନା(ଆଇସିଡିଏସ୍‌), ପୋଷଣ ଅଭିଯାନ, ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା, ଜାତୀୟ ସ୍ବାସ୍ଥ୍ୟ ମିଶନ ଯୋଜନା କରିଛନ୍ତି ବୋଲି ଭାଜପା ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ ସ୍ମୃତି ପଟ୍ଟନାୟକ କହିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସ୍ମୃତି କହିଛନ୍ତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବାରମ୍ବାର ଶିଶୁଙ୍କୁ ପୁଷ୍ଟିକର ଖାଦ୍ୟ, ମା’ମାନଙ୍କ ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ଥରେ ନୁହେଁ ବାରମ୍ବାର ରାଜ୍ୟ ସରକାରଙ୍କ ପାଖରେ ଉପସ୍ଥାପନ କରିବା ପରେ ମୁଖ୍ୟମନ୍ତ୍ରୀଙ୍କ ଏବେ ଚେତା ପଶିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri