କ୍ୟାପିଟାଲ ହସ୍ପିଟାଲ ଓପିଡି ସମୟରେ ପରିବର୍ତ୍ତନ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲ ବହିର୍ବିଭାଗ (ଓପିଡି) ସମୟରେ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶନାମା ଅନୁଯାୟୀ ଏଭଳି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ଡିସେମ୍ବର ୧ ତାରିଖରୁ ସକାଳ ୯ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ କ୍ୟାପିଟାଲ ହସ୍ପିଟାଲର ବହିର୍ବିଭାଗ (ଓପିଡିି) ଖୋଲା ରହିବ । ମାତ୍ର ଅପରାହ୍ନ ୧ ଟାରୁ ୨ଟା ମଧ୍ୟାହ୍ନ ଭୋଜନ ପାଇଁ ବନ୍ଦ ରହିବା ତେବେ ପଞ୍ଜୀକରଣ କାଉଣ୍ଟର ସକାଳ ୮ଟା ୩୦ରୁ ଦିନ ୧୨ଟା ୩୦ ଓ ୧ଟା ୩୦ରୁ ୪ଟା ୩୦ ମିନିଟ୍‌ ପର୍ଯ୍ୟନ୍ତ ଖୋଲା ରହିବ ା ଏହି ସୁବିଧା ସପ୍ତାହର ସବୁଦିନ ଉପଲବ୍ଧ ହେବ ବୋଲି କ୍ୟାପିଟାଲ୍‌ ହସ୍ପିଟାଲର ନିର୍ଦ୍ଦେଶକ ଡାକ୍ତର ଲକ୍ଷ୍ମୀଧର ସାହୁ ସୂଚନା ଦେଇଛନ୍ତି ା ରକ୍ତ ନମୁନା ସଂଗ୍ରହ ଏବଂ ପରୀକ୍ଷା ନୂତନ ଓପିଡି ସମୟ ଅନୁଯାୟୀ ଖୋଲାରହିବ ା ଜରୁରୀକାଳୀନ ବିଭାଗ ୨୪ ଘଣ୍ଟା ଖୋଲାରହିବ ଏବଂ ଅନ୍ୟାନ୍ୟ ରୋଗୀ ସେବା ପୂର୍ବଭଳି ଚାଲୁରହିବ ବୋଲି ଡା. ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବା ଦର ଆକାଶଛୁଆଁ

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ମହଙ୍ଗା ଦରଦାମ୍‌ରେ ଖାଉଟି ହନ୍ତସନ୍ତ ହେଉଥିବାବେଳେ ଦାଉ ସାଧିଛି ସାମ୍ଭାବ୍ୟ ବନ୍ୟା। ଲଗାଣ ବର୍ଷାରେ ଚାଷଜମି ଜଳମଗ୍ନ ହୋଇଥିବାରୁ ଫସଲ ନଷ୍ଟ ହେବାରେ...

ଶ୍ରୀ ଶଙ୍କର କର୍କଟ ହସ୍ପିଟାଲର ଆଜି ଶୁଭ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୨/୭(ବ୍ୟୁରୋ): ଭୁବନେଶ୍ୱରରେ ଶ୍ରୀ ଶଙ୍କର କ୍ୟାନ୍‌ସର ହସ୍ପିଟାଲ ନିର୍ମାଣ ହେବ। ଏହି ହସ୍ପିଟାଲ ପ୍ରତିଷ୍ଠା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିତ୍ତିପ୍ରସ୍ତର ସ୍ଥାପନ...

ଗଛମୂଳେ ଚାଲିଛି ପାଠପଢ଼ା

ପଦ୍ମପୁର, ୨୩।୭ (ଡି.ଏନ.ଏ.) ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ। ଆବଶ୍ୟକ ଅନୁଯାୟୀ ଶ୍ରେଣୀଗୃହ ନ ଥିବାରୁ କୁନି କୁନି ଛାତ୍ରୀଛାତ୍ର ଗଛ ମୂଳେ ବସି ପାଠ ପଢୁଛନ୍ତି।...

ଓଡ଼ିଶା ହାଇକୋର୍ଟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ ସାବିତ୍ରୀ ରଥ

କଟକ ଅଫିସ,୧୧।୬- ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ ସାବିତ୍ରୀ ରଥ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ୍‌ ତାଙ୍କୁ...

ଟିକା ନ ନେଲେ ମିଳିବନି ସରକାରୀ ସୁବିଧା

ଭୁବନେଶ୍ୱର, ୨୪।୨ (ବ୍ୟୁରୋ): ପଞ୍ଜୀକୃତ ହୋଇ ଟିକା ନେଉ ନ ଥିବା ସ୍ବାସ୍ଥ୍ୟକର୍ମୀ ଓ ସମ୍ମୁଖ ଯୋଦ୍ଧାଙ୍କୁ ପୁଣି ତାଗିଦ କରିଛନ୍ତି ରାଜ୍ୟ ସରକାର। ଟିକା...

‘ବୁଲ୍‌ବୁଲ୍‌’ କ୍ଷତିଗ୍ରସ୍ତଙ୍କୁ ସହାୟତା ଦାବି ତେଜିଲା: ଆର୍‌ଆଇ ଅଫିସ୍‌ ସମ୍ମୁଖରେ ଭାଜପାର ଆନ୍ଦୋଳନ

ରୂପ୍‌ସା, ୧୯।୧୧(ଡି.ଏନ.ଏ.)- ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଆର୍‌ଆଇ ଅଫିସ ସମ୍ମୁଖରେ ଭାଜପା ପକ୍ଷରୁ ମଙ୍ଗଳବାର ଆନ୍ଦୋଳନ କରାଯାଇଛି। କସିପଦା, ରୂପ୍‌ସା, ଆଙ୍କୋ ପଞ୍ଚାୟତରେ ‘ବୁଲ୍‌ବୁଲ୍‌’...

୯ ଜିଲାକୁ ଘନ କୁହୁଡ଼ି ୱାର୍ଣ୍ଣିଂ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ରାଜ୍ୟରେ ଘନକୁହୁଡ଼ି ଲାଗି ଏସ୍‌ଆରସିଙ୍କ ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛିି। ରବିବାର ରାତିରୁ ସୋମବାର ସକାଳ ପର୍ଯ୍ୟନ୍ତ ୯ଟି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି।...

ପୁଅଙ୍କୁ ଧରି ସ୍ବାମୀଙ୍କ ଘର ସମ୍ମୁଖରେ ସ୍ତ୍ରୀଙ୍କ ଧାରଣା

ବଲାଙ୍ଗୀର ଅଫିସ, ୧୯।୧: ସ୍ବାମୀ-ସ୍ତ୍ରୀ ବିବାଦକୁ ନେଇ ସ୍ବାମୀଙ୍କ ଘର ସମ୍ମୁଖରେ ଧାରଣା ଦେଇଛନ୍ତି ଜଣେ ମହିଳା। ରାତିସାରା ସେ ତାଙ୍କ ୭ବର୍ଷର ପୁଅକୁ ଧରି...

Advertisement
Archives

Model This Week