ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ ଥିବା କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ୨୩ ତାରିଖରେ ଅନୁଷ୍ଠିତ ହେବ। ସେହିପରି ମାର୍ଚ୍ଚ ୨୧ରେ ହେବାକୁ ଥିବା କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ୨୫ ତାରିଖରେ ହେବ। ତେବେ ପୂର୍ବରୁ ପ୍ରକାଶିତ ଅବଶିଷ୍ଟ ପରୀକ୍ଷା ସୂଚୀ ଅପରିବର୍ତ୍ତିତ ରହିଛି। ପରୀକ୍ଷା ସୂଚୀରେ ଏହି ପରିବର୍ତ୍ତନ ହେବା ପରେ ଯୁକ୍ତ୨ ପରୀକ୍ଷା ମାର୍ଚ୍ଚ ୨୫ରେ ସରିବ ବୋଲି ପରୀକ୍ଷା ନିୟନ୍ତ୍ରକ ଡ. ପ୍ରଶାନ୍ତ କୁମାର ପରିଡ଼ା ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଆସନ୍ତା ଜାନୁଆରୀ ୨ରୁ ଯୁକ୍ତ୨ ପ୍ରାକ୍ଟିକାଲ ଆରମ୍ଭ ହୋଇ ୧୫ ତାରିଖ ଯାଏ ଚାଲିବ। ସେହିପରି ଫେବୃଆରୀ ୧୮ରୁ ଯୁକ୍ତ୨ ଥିଓରି ପରୀକ୍ଷା ଆରମ୍ଭ ହେବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟ କରିବାକୁ ଯାଉଥିଲେ, ସକାଳୁ ଘଟିଲା ବଡ଼ ଦୁର୍ଘଟଣା

ଭଞ୍ଜନଗର,୧୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡକୋଦଣ୍ଡା ଛକ ନିକଟରେ ରବିବାର ସକାଳେ ଏକ ଡାଲା ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକ ଗୋପାଳ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ କମର୍ସିଆଲ LPG ସିଲିଣ୍ଡର…

ନୂଆଦିଲ୍‌ଲୀ,୧୫।୩: ରାଜ୍ୟ ସରକାର ଏଲପିଜି ସଙ୍କଟ ଭିତରେ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏଣିକି ବାଣିଜି୍ୟକ ସିଲିଣ୍ଡର ବଣ୍ଟନ ପାଇଁ ଏକ ନୀତି ଜାରି କରିଛନ୍ତି। ଏହି ନୀତି…

ସ୍ତ୍ରୀ, ବୋହୂ ,ନାତୁଣୀଙ୍କୁ ହତ୍ୟା ଘଟଣା : ମେଡିକାଲରେ ଅଭିଯୁକ୍ତଙ୍କ ମୃତ୍ୟୁ 

ଦେବଗଡ଼,୧୫।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାର ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଛି। ସେ ବିଷ ଖାଇ ଗୁରୁତର ଥିବାରୁ ବୁର୍ଲା ମେଡିକାଲରେ …

ସୁଯୋଗରୁ ଫାଇଦା

ନଭେମ୍ୱର ୪, ୨୦୧୩ରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ୧୨୦ରୁ ଅଧିକ ଭାରତୀୟ ଦୂତାବାସର ମୁଖ୍ୟମାନଙ୍କ ସହ କଥା ହୋଇ ତାଙ୍କ ବୈଦେଶିକ ନୀତିକୁ ସ୍ପଷ୍ଟ କରୁଥିବା…

ଆମେରିକା ସାମରିକ ଘାଟି ନିକଟରେ ଉ.କୋରିଆର ୧୦ ମିସାଇଲ ମାଡ଼, ଥରିଲେ ଟ୍ରମ୍ପ!

ସିଓଲ,୧୫ା୩: ଇରାନ୍‌ ଉପରେ ଆମେରିକାର ଘନ ଘନ ଆକ୍ରମଣ ଭିତରେ ଉତ୍ତର କୋରିଆ ପୂର୍ୱ ସାଗର ଉପକୂଳରେ ଆମେରିକାର ସେନା ଘାଟି ନିକଟରେ ୧୦ କ୍ଷେପଣାସ୍ତ୍ର ମାଡ଼…

ସେନା ପଠାଇଲା ଆମେରିକା, ଏବେ ବିଶ୍ୱଯୁଦ୍ଧ ଥୟ!

ଓ୍ୱାଶିଂଟନ୍‌ ,୧୫ା୩: ଇରାନ୍‌ର ଖାର୍ଗ ଦ୍ୱୀପ ଉପରେ ଆମେରିକାର ଆକ୍ରମଣ ପରେ ଇରାନ୍‌ ଆହୁରି ପ୍ରତିଶୋଧ ପରାୟଣ ହୋଇପଡ଼ିଛି। ପୂର୍ୱରୁ ଆମେରିକା ଉପରେ ପରୋକ୍ଷରେ ଚାପ ସୃଷ୍ଟି…

ରାଜ୍ୟ ସଭା ନିର୍ବାଚନ: ଘୋଡାବେପାର ପରେ ଚର୍ଚ୍ଚା ଏଜେଣ୍ଟ ହେବ କିଏ?

ଭୁବନେଶ୍ୱର, ୧୫।୩(ସୁନିତ୍‌ ମିଶ୍ର): ବିଜେଡିର ଅଧିକାଂଶ ନେତାଙ୍କ ଭିତରେ ବର୍ତ୍ତମାନ ଆଲୋଚନା ରାଜ୍ୟ ସଭା ନିର୍ବାଚନ ଲାଗି ଦଳର ଏଜେଣ୍ଟ କିଏ ହେବେ। ଏଜେଣ୍ଟଙ୍କ କାମ ହେଉଛି,…

ଆଜିଠୁ ୪ ଦିନ ଝଡ଼ବର୍ଷା

ଭୁବନେଶ୍ୱର, ୧୫ା୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଥିବାବେଳେ ଶନିବାର ୩ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଝାରସୁଗୁଡାରେ ସର୍ୱାଧିକ ତାପମାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri