ଏମ୍‌ଏସ୍‌ଏମ୍‌ଇ ଋଣ ଗ୍ୟାରେଣ୍ଟି ସୀମାରେ ପରିବର୍ତ୍ତନ

ନୂଆଦିଲ୍ଲୀ,୨।୮: ଦେଶର ଅଣୁ,କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)ଗୁଡିକ ଲାଗି ସରକାର ଘୋଷଣା କରିଥିବା ୩ ଲକ୍ଷ କୋଟିର ଋଣ ଗ୍ୟାରେଣ୍ଟି ଯୋଜନାରେ କିଛିଟା ପରିବର୍ତ୍ତନ କରିଛନ୍ତି। ନିୟମରେ ପରିବର୍ତ୍ତନ ପରେ ସୀମାକୁ ବଢାଯିବା ସହ ୫୦ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ବକେୟା ରଖିଥିବା କମ୍ପାନୀଗୁଡିକ ଏହାର ପରିସରଭୁକ୍ତ କରାଯାଇଛି। ଏହା ପୂର୍ବରୁ ୨୫ କୋଟି ଟଙ୍କା ରହିଥିଲା। ଯେଉଁ କମ୍ପାନୀଗୁଡିକ ୨୫ କୋଟି ଟଙ୍କା ଋଣ ନେଇଥିଲେ ସେମାନଙ୍କୁ ସରକାର ଋଣରେ ଗ୍ୟାରେଣ୍ଟି ଦେଉଥିଲେ। ଏହା ବାଦ୍‌ ଯୋଜନା ମଧ୍ୟରେ ବ୍ୟବହାରିକ ଉଦ୍ଦେଶ୍ୟ ଲାଗି ଡାକ୍ତର, ଓକିଲ ଏବଂ ଚାର୍ଟାର୍ଡ ଆକାଉଣ୍ଟାଣ୍ଟଙ୍କୁ ପ୍ରଦାନ କରାଯାଇଥିବା ବ୍ୟକ୍ତିଗତ ଋଣକୁ ଏହାର ପରିସରଭୁକ୍ତ କରାଯାଇଥିବା ଜଣାପଡିଛି। ବ୍ୟବସାୟିକ ଉଦ୍ଦେଶ୍ୟ ଲାଗି ଦିଆଯାଉଥିବା ବ୍ୟକ୍ତିଗତ ଋଣକୁ ଏହାର ପରିସରଭୁକ୍ତ କରାଯାଉଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଛନ୍ତି। ନୂଆପଦକ୍ଷେପ ଦ୍ୱାରା ଅଧିକ କମ୍ପାନୀ ଋଣ ଗ୍ୟାରେଣ୍ଟି ଯୋଜନାର ଲାଭ ଉଠାଇ ପାରିବେ ବୋଲି ଆର୍ଥତ୍କ ସେବା ସଚିବ ଦେବାଶିଷ ପଣ୍ଡା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟାଟା ଷ୍ଟିଲ ଖଣ୍ଡବନ୍ଧ ଖଣି ସମ୍ମାନିତ

ଯୋଡ଼ା,୨୮ା୯(ମାନସ ମହାନ୍ତି): ସୁରକ୍ଷା, ସ୍ବାସ୍ଥ୍ୟ ଏବଂ ପରିବେଶ (ଏସ୍‌ଏଚ୍‌ଇ) ପରିଚାଳନା କ୍ଷେତ୍ରରେ ଶ୍ରେଷ୍ଠତା ପ୍ରଦର୍ଶନ ପାଇଁ ଟାଟା ଷ୍ଟିଲ୍‌ର ଖଣ୍ଡବନ୍ଧ ଲୁହାପଥର ଖଣି ସମ୍ମାନିତ ହୋଇଛି। କୋଲକାତାଠାରେ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

ଏଣିକି ୨୮ଦିନିଆ ନୁହେଁ ୩୦ଦିନ ରହିବ ରିଚାର୍ଜ ପ୍ଲାନ! ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍‌ଲୀ,୨୭।୯: ଦେଶର କୋଟି କୋଟି ମୋବାଇଲ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (TRAI) ନିୟମରେ ଏକ…

Amazon-Flipkart- JioMartକୁ ବଡ଼ ଝଟକା, ଗଣିବେ ଏତେ ଲକ୍ଷ ଲକ୍ଷ ଟଙ୍କାର ଜରିମାନା!

ନୂଆଦିଲ୍ଲୀ,୨୭।୯: ଅନଲାଇନ ଗ୍ରାହକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। କେନ୍ଦ୍ରୀୟ ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (CCPA) ଆମାଜନ (Amazon), ଫ୍ଲିପକାର୍ଟ (Flipkart) ଏବଂ ଜିଓମାର୍ଟ (JioMart)…

ଲିଟର ପିଛା ମାତ୍ର ୨୫ ଟଙ୍କାରେ ଚାଲିବ କାର୍‌; ବଡ଼ ଘୋଷଣା କଲେ ନୀତିନ ଗଡ଼କରୀ, ଅକ୍ଟୋବରରୁ…

ନୂଆଦିଲ୍‌ଲୀ,୨୭।୯: କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଇଥାନଲକୁ ନେଇ ଏକ ନୂଆ ସ୍ୱପ୍ନ ଦେଖାଇଛନ୍ତି। ତାଙ୍କ କହିବା କଥା ହେଉଛି, ଅକ୍ଟୋବର ମାସରୁ ହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?