ଚାଙ୍ଗୁ ଗାଁ ୪୮ ଘଣ୍ଟା ଶଟ୍‌ଡାଉନ୍‌

ଚୌଦ୍ୱାର,୧୫ା୮(ଡି.ଏନ୍‌.ଏ.) : କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ବାଣିପଦା ପଞ୍ଚାୟତ ଚାଙ୍ଗୁ ଗାଁକୁ ୪୮ଘଣ୍ଟା ଅର୍ଥାତ୍‌ ଶନିବାର ସନ୍ଧ୍ୟା ୫ଟାରୁ ସୋମବାର ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି ସରପଞ୍ଚ ଜ୍ୟୋସ୍ନାରାଣୀ ସୁବୁଦ୍ଧିରାୟ। ଉକ୍ତ ଗ୍ରାମରେ ଆଜି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ସରପଞ୍ଚ ଗ୍ରାମକୁ ସାନିଟାଇଜ୍‌ କରାଇବା ସହିତ ଶଟ୍‌ଡାଉନ୍‌ ନିଷ୍ପତ୍ତି ଗ୍ରହଣ କରିଛନ୍ତି।
ସୂଚନାଯୋଗ୍ୟ ଆକ୍ରାନ୍ତ ବ୍ୟକ୍ତି ଜଣକ କଟକରେ ଏକ ଡାକ୍ତରଖାନାରେ ଚାକିରି କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ…

ପାର୍କରେ ଦୁର୍ବୃତ୍ତଙ୍କ ଉନ୍ମକ୍ତ କାଣ୍ଡ: ୪୨ଟି ଗଛ ଭାଙ୍ଗି ଛାରଖାର କଲେ ପାର୍କ

ବଲାଙ୍ଗୀର, ୧୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ପାର୍କ ଭିତରେ ସୌନ୍ଦର୍ଯ୍ୟ ବୃଦ୍ଧି ସକାଶେ ଲଗାଯାଇଥିବା ୪୨ଟି ଗଛକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେବା ସହ କାଟି…

ଜୁନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ୨.୩୮ କୋଟି ଟଙ୍କା ହରିଲୁଟ ଅଭିଯୋଗ

ଅନୁଗୋଳ,୧୧।୨: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବୁଧବାର ଅନୁଗୋଳ ମୁଖ୍ୟ ଚିକିତ୍ସାଳୟ (CDMO) କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ ସୁବ୍ରତ କୁମାର ବେହେରାଙ୍କ ବିଭିନ୍ନ ବାସଭବନ ଓ କାର୍ଯ୍ୟାଳୟ…

ଯାତ୍ରା ଚାଲୁଥିବା ବେଳେ ଘରେ ପଶି ଲୁଟ: ଉତ୍ତମମଧ୍ୟମ ଦେଇ ପୋଲିସକୁ ହସ୍ତାନ୍ତର କଲେ ଗ୍ରାମବାସୀ

ଭଦ୍ରକ,୧୧।୨(ସନାତନ ରାଉତ): ଅପେରା ଚାଲୁଥିବାବେଳେ ଘରେ ପଶି ଲୁଟ। ଧରାପଡି ନିର୍ଧୁମ ଛେଚା ଖାଇବା ପରେ ପୋଲିସକୁ ୪ ଯୁବକଙ୍କୁ ହସ୍ତାନ୍ତର କଲେ ଗ୍ରାମବାସୀ l ଏପରି…

ମହିଳାଙ୍କୁ ମାଡ ମାରିବା ସହ ହାତ ଗୋଡ ବାନ୍ଧି, ଲୁଟିନେଲେ

ବୌଦ୍ଧ,୧୧।୨(ଅଜିତ କୁମାର ବାରିକ): ବୌଦ୍ଧ ଆଦର୍ଶ ଥାନା ଭାଲିଆପଦର୍‌ ଗ୍ରାମରେ ମଙ୍ଗଳବାର ରାତ୍ରିରେ ସଶସ୍ତ୍ର ଡକାୟତି ହୋଇଛି। ଗ୍ରାମର ଦେବବ୍ରତ ମିଶ୍ରଙ୍କ ଘରେ ଡକାୟତି କରିଛନ୍ତି ଦୁର୍ବୃତ୍ତ…

୨୩,୩୮୭ କନିଷ୍ଠ ଶିକ୍ଷକଙ୍କୁ ପଦୋନ୍ନତି: ଖୁବ୍‌ଶୀଘ୍ର ପ୍ରଧାନଶିକ୍ଷକ ଭାବେ ଦିଆଯିବ ନିଯୁକ୍ତି

ଭୁବନେଶ୍ୱର,୧୧ା୨ (ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ୨୩,୩୮୭ ଜଣ କନିଷ୍ଠ ଶିକ୍ଷକଙ୍କୁ ବରିଷ୍ଠ (ଏସ୍‌ଇଏସ୍‌) ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସୋମବାର ପ୍ରକାଶିତ ଏହି…

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri