ଚାଙ୍ଗୁ ଗାଁ ୪୮ ଘଣ୍ଟା ଶଟ୍‌ଡାଉନ୍‌

ଚୌଦ୍ୱାର,୧୫ା୮(ଡି.ଏନ୍‌.ଏ.) : କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ବାଣିପଦା ପଞ୍ଚାୟତ ଚାଙ୍ଗୁ ଗାଁକୁ ୪୮ଘଣ୍ଟା ଅର୍ଥାତ୍‌ ଶନିବାର ସନ୍ଧ୍ୟା ୫ଟାରୁ ସୋମବାର ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି ସରପଞ୍ଚ ଜ୍ୟୋସ୍ନାରାଣୀ ସୁବୁଦ୍ଧିରାୟ। ଉକ୍ତ ଗ୍ରାମରେ ଆଜି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ସରପଞ୍ଚ ଗ୍ରାମକୁ ସାନିଟାଇଜ୍‌ କରାଇବା ସହିତ ଶଟ୍‌ଡାଉନ୍‌ ନିଷ୍ପତ୍ତି ଗ୍ରହଣ କରିଛନ୍ତି।
ସୂଚନାଯୋଗ୍ୟ ଆକ୍ରାନ୍ତ ବ୍ୟକ୍ତି ଜଣକ କଟକରେ ଏକ ଡାକ୍ତରଖାନାରେ ଚାକିରି କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୂହ ଛୁଟିରେ ଶିକ୍ଷକ

କୋରାପୁଟ,୧୫।୯(ଅମିତାଭ ବେହେରା): ରାଜ୍ୟ ଏବଂ ଜିଲା ପ୍ରାଥମିକ ଶିକ୍ଷକ ସଂଘର ଆହ୍ବାନ କ୍ରମେ କୋରାପୁଟ ବ୍ଲକ ଶିକ୍ଷକ ସଂଘ ଶୁକ୍ରବାରଠାରୁ ସମୂହ ଛୁଟିରେ ଯିବାକୁ ଘୋଷଣା...

ନାବାଳିକାଙ୍କୁ ଅସଦାଚରଣ: ଜେଲ ଗଲେ ଅଭିଯୁକ୍ତ

ଜମନକିରା,୧୮ା୯ (ରବୀନ୍ଦ୍ର ପ୍ରସାଦ ଦାନି): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରି...

ଆସିଲା ମା’କାଳିଜାଈଙ୍କ ଆଜ୍ଞାମାଳ

ବାଲୁଗାଁ,୩ା୯(ଡି.ଏନ୍‌.ଏ.): ଭାଦ୍ରବ ଶୁକ୍ଳପକ୍ଷ ସପ୍ତମୀ ତିଥି ଅବସରରେ ଶନିବାର ବାଣପୁରର ଆରାଧ୍ୟ ଦେବୀ ମା’ଭଗବତୀଙ୍କ ଶାରଦୀୟ ପାର୍ବଣର ଶୁଭାରମ୍ଭ ହୋଇଛି। ଏଥିସହ ଏକ ଡଙ୍ଗାରେ ମା’କାଳିଜାଈଙ୍କ...

ବେପାରୀଙ୍କୁ ବନ୍ଧୁକ ଦେଖାଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କେନ୍ଦୁଝର,୮ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଅନ୍ତର୍ଗତ ଦୋବଲାପାଳ ଛକ ନିକଟରେ ଗୋରୁ ବେପାରୀଙ୍କଠାରୁ ଟଙ୍କା ଲୁଟ୍‌ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ମୁଣ୍ଡରେ ବନ୍ଧୁକ...

ଗୌଡ଼ତୁଲା ବାଲି ଘାଟରୁ ବାଲି ଚୋରା ଚାଲାଣ ଘଟଣାକୁ ନେଇ ଗ୍ରାମବାସୀଙ୍କ ରାସ୍ତା ଅବରୋଧ

କେସିଙ୍ଗା,୨୫।୭(ତୁମେଶ୍ୱର ସାହୁ) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁଣ୍ଡାବାନ୍ଧ ଗ୍ରାମ ପଞ୍ଚାୟତ ଅଧୀନସ୍ଥ ଗୌଡ଼ତୁଲା ଗ୍ରାମର ବାଲି ଘାଟରୁ ବେଆଇନ ଭାବେ ବାଲି ଚାଲାଣକୁ ବିରୋଧ...

ବାଲିଚନ୍ଦ୍ରପୁର-ଦେକୁରି ରାସ୍ତା ମରାମତି ଆରମ୍ଭ

ଚଣ୍ଡିଖୋଲ,୨୪।୭(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ବାଲିଚନ୍ଦ୍ରପୁର-ଦେକୁରି ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ରାସ୍ତା ମରଣଯନ୍ତା ପାଲଟିଛି। ଏନେଇ ଗତ ଶୁକ୍ରବାର ‘ଧରିତ୍ରୀ’ରେ ତଥ୍ୟ ଭିତ୍ତିକ...

ବିଜେଡି-ଭାଜପା ମୁହାଁମୁହିଁ

ଭଦ୍ରକ ଅଫିସ, ୨୨।୧ ଭଦ୍ରକ ଜିଲା ସଦର ବ୍ଲକରେ ଶୁକ୍ରବାର ନାମାଙ୍କନ ପତ୍ର ଦାଖଲକୁ ନେଇ ବିଜେଡି ଓ ଭାଜପା ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ପ୍ରାର୍ଥତ୍ପତ୍ର...

ଆଜି ରାଜ୍ୟରୁ ୫୩୯ କରୋନା ଆକ୍ରାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ଅଛନ୍ତି ୭୭ ଶିଶୁ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୫୩୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୨୩,୧୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା...

Advertisement
Archives

Model This Week