Posted inଜାତୀୟ

ଶପଥ ନେଲେ ଚନ୍ନି…

ଚଣ୍ଡିଗଡ଼,୨୦।୯: ପଞ୍ଜାବର ନୂଆ ତଥା ପ୍ରଥମ ଦଳିତ ମୁଖ୍ୟମନ୍ତ୍ରୀ ଭାବେ ଚରଣଜିତ୍‌ ସିଂ ଚନ୍ନି ଶପଥ ଗ୍ରହଣ କରିଛନ୍ତି। ଫଳରେ ଚନ୍ନି ଏବେ ପଞ୍ଜାବର ୧୬ ତମ ମୁଖ୍ୟମନ୍ତ୍ରୀ ପାଲଟିଛନ୍ତି। ତାଙ୍କ ସହିତ ସୁଖ୍‌ଜିନ୍ଦର ସିଂ ରାନ୍ଧଓ୍ବା ଏବଂ ଓପି ସୋନୀ ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ପାଠ କରିଛନ୍ତି। ରାଜଭବନରେ ଆୟୋଜିତ ଏହି ସମାରୋହରେ ରାଜ୍ୟପାଳ ବନଓ୍ବରିଲାଲ୍‌ ପୁରୋହିତ ସେମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ଶପଥ ଗ୍ରହଣ ଉତ୍ସବରେ ରାହୁଲ ଗାନ୍ଧୀ ମଧ୍ୟ ଯୋଗ ଦେଇଥିଲେ। ତେବେ ପୂର୍ବତନ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଏହି ଉତ୍ସବରେ ଅନୁପସ୍ଥିତ ଥିଲେ।

ଚନ୍ନି ରୂପନଗର ଅଞ୍ଚଳର ଚାମ୍‌କୌର ସାହିବ୍‌ ବିଧାନସଭା ଆସନରୁ ବିଧାୟକ। ସେ ବିଦାୟୀ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ସରକାରରେ ବୈଷୟିକ ଶିକ୍ଷା ମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଗ୍‌ଲକୁ ପଚାରିଲେ ଚୋରି କରିବାର ଉପାୟ, ଲୁଟେରା ପରେ ଯାହା କଲେ ଜାଣିଲେ…

ଜୟପୁର,୧୧ା୨: ଅନେକ ସମୟରେ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା କାହାଣୀଗୁଡ଼ିକ ସିଧାସଳଖ କୌଣସି ଫିଲ୍ମର ସିନ୍‌ ପରି ମନେହୁଏ। ଜୟପୁରରଏକି ଚୋରି ଘଟଣା ଠିକ୍‌ ଫିଲ୍ମର କାହାଣୀ…

ଟି-୨୦ ବିଶ୍ୱକପ୍: ଆହତ ହେଲେ ଅଷ୍ଟ୍ରେଲିଆ ଅଧିନାୟକ, ଷ୍ଟିଭ୍ ସ୍ମିଥ୍‌ଙ୍କୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୧୧।୨: ଟି-୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆର ଅସୁବିଧା ଥମିବାର ନାଁ ନେଉନାହିଁ। ଜସ୍ ହାଜେଲଉଡ୍ ଏବଂ ପ୍ୟାଟ୍ କୁମିନ୍ସ ଆଗରୁ ଆହତ ଥିବାବେଳେ ଏବେ ଅଧିନାୟକ ମିଚେଲ ମାର୍ଶ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଭାରତୀୟ ଟିମରେ ଖେଳିଗଲା ଖୁସିର ଲହରି!

ନୂଆଦିଲ୍ଲୀ,୧୧।୨: ଭାରତୀୟ ଦଳ ଗୁରୁବାର T20 ବିଶ୍ୱକପ 2026 ରେ ନାମ୍ବିଆର ମୁକାବିଲା କରିବ। ତା’ପରେ ଭାରତୀୟ ଦଳ ଫେବୃଆରୀ ୧୫ରେ ପାକିସ୍ତାନ ସହିତ ମୁକାବିଲା କରିବ।…

ଝାଡ଼େଶ୍ୱର ବାବାଙ୍କୁ ଜଳ ଅର୍ପଣ କଲେ ଗାୟକ ସୋନୁ ନିଗମ, ବିମାନବନ୍ଦରରୁ…

ଝାରସୁଗୁଡା,୧୧।୨(ଆଶିଷ ରଞ୍ଜନ ଦାଶ): ହିନ୍ଦୀ ସହିତ ବିଭିନ୍ନ ଭାଷାରେ ଲୋକପ୍ରିୟ ଭଜନ, ଦେଶାତ୍ମବୋଧକ ତଥା ପ୍ରସିଦ୍ଧ ଚଳଚ୍ଚିତ୍ରରେ ଗୀତ ଗାଇଥିବା ପ୍ରସିଦ୍ଧ ଗାୟକ ସୋନୁ ନିଗମ ବୁଧବାର…

ଥାଇଲ୍ୟାଣ୍ଡ ସ୍କୁଲରେ ଫୁଟିଲା ଗୁଳି, ବହୁ ପରିଶ୍ରମ ପରେ ବନ୍ଧୁକଧାରୀଙ୍କୁ ଧରିଲା ପୋଲିସ

ବ୍ୟାଙ୍କକ,୧୧।୨: ବୁଧବାର ସାରେ ଥାଇଲ୍ୟାଣ୍ଡର ଦକ୍ଷିଣ ପ୍ରଦେଶ ସୋଙ୍ଗ୍ଖଲାର ଏକ ସ୍କୁଲରେ ଗୁଳି ଚଳାଇ ଅନେକ ଛାତ୍ର ଏବଂ ଶିକ୍ଷକଙ୍କୁ ବନ୍ଧକ କରିନେଇଛନ୍ତି। ସ୍ଥାନୀୟ କର୍ତ୍ତୃପକ୍ଷ ସୋସିଆଲ…

ଷ୍ଟ୍ରବେରୀ ତୋଳିଲେ ଉପମୁଖ୍ୟମନ୍ତ୍ରୀ, ସ୍ବୟଂ ସହାୟିକା ଗୋଷ୍ଠୀର ପ୍ରୟାସକୁ ପ୍ରଶଂସା କରି କହିଲେ…

ଦାରିଙ୍ଗବାଡ଼ି,୧୧ା୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡି ଅଞ୍ଚଳ ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଦେଶ ଓ ଦେଶ ବାହାରେ ପରିଚିତ। ପୂର୍ବରୁ ଜୈବିକ ପଦ୍ଧତିରେ ଚାଷ ହୋଇଥିବା କଫି…

କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ନିର୍ବାଚନୀ ମାମଲା ଉପରେ ରୋକ…

କଟକ,୧୧।୨:  କନକ ବର୍ଦ୍ଧନ ସିଂଦେଓଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି । ତାଙ୍କ ବିରୋଧରେ ହାଇକୋର୍ଟରେ ଚାଲିଥିବା ନିର୍ବାଚନୀ ମାମଲା ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ । ଏହା ସହ…

ରନୱେରୁ ଖସି ସମୁଦ୍ରରେ କ୍ରାଶ ହେଲା ବିମାନ, ପାଇଲଟ୍ ୫୫ ଜଣଙ୍କ ଜୀବନ…

ନୂଆଦିଲ୍ଲୀ,୧୧।୨: ସୋମାଲିଆର ରାଜଧାନୀ ମୋଗାଡିସୁରରେ ମଙ୍ଗଳବାର ସକାଳେ ବିମାନ ଦୁର୍ଘଟଣା ହୋଇଥିବା ନେଇ ଖବର ସାମ୍ନାକୁ ଆସିଛି । ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ଏକ ଯାତ୍ରୀବାହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri