Posted inଜାତୀୟ

ମଣିପୁର ପ୍ରସଙ୍ଗକୁ ନେଇ ଗୋଆ ବିଧାନାସଭାରେ ହଟ୍ଟଗୋଳ: ସମସ୍ତ ବିରୋଧୀ ଦଳର ନେତା ୨ ଦିନ ପର୍ଯ୍ୟନ୍ତ ନିଲମ୍ବିତ

ପାଣାଜୀ,୩୧।୭: ମଣିପୁର ପ୍ରସଙ୍ଗରେ ସୋମବାର ଗୋଆ ବିଧାନସଭାରେ ହଟ୍ଟଗୋଳ ଦେଖାଦେଇଛି। ସମସ୍ତ ୭ ଜଣ ବିରୋଧୀ ଦଳର ସଦସ୍ୟଙ୍କୁ ହଙ୍ଗାମା ସୃଷ୍ଟି ପାଇଁ ଦୁଇ ଦିନ ପର୍ଯ୍ୟନ୍ତ ଗୃହରୁ ନିଲମ୍ବିତ କରାଯାଇଛି। ବିଧାନସଭା କାର୍ଯ୍ୟରୁ ନିଲମ୍ବିତ ହୋଇଥିବା ନେତାଙ୍କ ମଧ୍ୟରେ ବିରୋଧୀ ଦଳର ନେତା ୟୁରୀ ଆଲେମାଓ, କଂଗ୍ରେସ ବିଧାୟକ ଆଲଟନ ଡି’କୋଷ୍ଟା, କାର୍ଲୋସ ଫେରେରା, ଏଏପି ବିଧାୟକ ଭେଞ୍ଜି ଭିଗାସ, କ୍ରୁଜ ସିଲଭା, ଗୋଆ ଫରୱାର୍ଡ ପାର୍ଟିର ବିଜୟ ସର୍ଦ୍ଦାର ଏବଂ ଗୋଆ ରିଭୋନ୍ୟୁସନାରୀ ପାର୍ଟିର ବିରେଶ ବୋରକର ସାମିଲ ଅଛନ୍ତି।
ଗୋଆ ବିଧାନସଭାରେ ପ୍ରଶ୍ନ କାଳ ପରେ ୟୁରୀ ଆଲେମାଓ ମଣିପୁର ହିଂସା ମାମଲା ଉପରେ ଆଲୋଚନା କରିବାକୁ ଦାବି କରିଥିଲେ। ଅଧ୍ୟକ୍ଷ କହିଛନ୍ତି ଯେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଏହି ସମସ୍ୟାର ମୁକାବିଲା କରୁଛି ଏବଂ ସଂସଦରେ ମଧ୍ୟ ଆଲୋଚନା ଚାଲିଛି। ଏଭଳି ପରିସ୍ଥିତିରେ ବିଧାନସଭାରେ ଏହା ଉପରେ ଆଲୋଚନା ଅନୁମତି ଦିଆଯାଇପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

NEET ପୁନଃପରୀକ୍ଷା ପୂର୍ବରୁ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଟେଲିଗ୍ରାମ ଉପରେ ଲାଗିଲା ଅସ୍ଥାୟୀ ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୬।୬: କେନ୍ଦ୍ର ସରକାର NEET-UG ପୁନଃପରୀକ୍ଷା ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଜୁନ ୨୨ ପର୍ଯ୍ୟନ୍ତ ଟେଲିଗ୍ରାମ ବ୍ୟବହାର ଉପରେ ଏକ ଅସ୍ଥାୟୀ କଟକଣା ଜାରି…

କେନ୍ଦୁଝରରେ ଚାଞ୍ଚଲ୍ୟ, ପାରିବାରିକ କଳହରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

କେନ୍ଦୁଝର,୧୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଟାଉନ୍‌ ଥାନା ଅନ୍ତର୍ଗତ ଜାମୁଡ଼ିହା ଗ୍ରାମରେ ବିଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ୱାମୀଙ୍କ ଆକ୍ରମଣରେ ସ୍ତ୍ରୀଙ୍କ ମୃତ୍ୟୁ ଘଟଣା ଚାଞ୍ଚଲ୍ୟ…

ଶିଳ୍ପ ପ୍ରତିଷ୍ଠା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ଗାଡ଼ି ଚଳାଚଳ ସଂପୂର୍ଣ୍ଣ ବନ୍ଦ

ବଲାଙ୍ଗୀର,୧୬।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ ମଙ୍ଗଳବାର ୧୨ ଘଂଟିଆ ବନ୍ଦ ପାଳନ କରାଯାଉଛି । ସ୍ଥାନୀୟ ଟ୍ରକ ମାଲିକ ସଂଘ ପକ୍ଷରୁ ୧୨ ଘଣ୍ଟିଆ…

ଭାତହାଣ୍ଡିର ଚାଷୀଙ୍କୁ ହତାଦର, ମାସେ ପରେ ବି ମିଳିପାରିନି ଟୋକନ

ବରଗଡ଼,୧୬।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି । ଆଉ ୨ସପ୍ତାହ ପରେ ଏହି ପ୍ରକ୍ରିୟା ସରିଯିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ…

‘ଇରାନ ସହ ଚୁକ୍ତି କରିଛି ଆମେରିକା, ହେଲେ ଆମେରିକା ଉପରେ ଭରସା ନାହିଁ’, କାହିଁକି ଏମିତି ଚେତାବନୀ ଦେଲା CIA? ଜାଣନ୍ତୁ…

ଓ୍ବାଶିଂଟନ,୧୬।୬: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧକୁ ଏଡାଇବା ପାଇଁ ଏକ ଚୁକ୍ତି ହୋଇଛି, କିନ୍ତୁ ଆମେରିକାରେ ସମସ୍ତେ ଏହି ଚୁକ୍ତି ଉପରେ ଆସ୍ଥା ପ୍ରକଟ କରିନାହାଁନ୍ତି।…

ଗୋଟିଏ ଦିନରେ ୨ଟି ପ୍ଲେନ କ୍ରାଶ, ଉଡୁଥିବା ବେଳେ ହଠାତ୍ ଜଙ୍ଗଲରେ ଖସି ପଡ଼ିଲା

ମସ୍କୋ,୧୬।୬: ଆମେରିକା ପରେ ଏବେ ଏକ ରୁଷିଆର Tu-22M3 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏନେଇ ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । Tu-22M3 ବିମାନଟି…

‘ରାହୁଲ ଗାନ୍ଧୀ ନିଜେ ଏକ ବଡ଼ ପରିହାସ’: କଂଗ୍ରେସକୁ ଟାର୍ଗେଟ କଲା DMK,ଦଳ ଉପରେ ଲଗାଇଲା ବଡ଼ ଅଭିଯୋଗ

ନୂଆଦିଲ୍ଲୀ,୧୬।୬: ଦେଶବ୍ୟାପୀ ଚାଲିଥିବା ରାଜନୈତିକ ଉଷ୍ମତା ମଧ୍ୟରେ, ବିରୋଧୀ ମେଣ୍ଟ (ଇଣ୍ଡିଆ ବ୍ଲକ) ଭିତରେ ଫାଟ ଏବେ ଖୋଲାଖୋଲି ଭାବରେ ଦେଖାଦେଇଛି। ତାମିଲନାଡୁରେ କ୍ଷମତା ହାସଲ କରୁଥିବା…

ପାଉଁଶ ବୋଝେଇ ହାଇୱାକୁ ପିଟିଲା ବାଇକ୍, ଡ଼ାକ୍ତରଖାନା ନେବା ବେଳେ ଅଧାବାଟରେ ମୃତ୍ୟୁ

ଲାଞ୍ଜିଗଡ,୧୬।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ହରେକୃଷ୍ଣପୁର ଛକ ନିକଟରେ ହାଇୱା ସହିତ ବାଇକ ଧକ୍କା ହୋଇଛି । ଚିକିତ୍ସାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri