Posted inଫୁରସତ

ଚାଟ୍‌ ଦୋକାନୀଙ୍କ ‘ମହାଭାରତ’: ହାତରେ ଯାହା ମିଳିଲା କଲେ ଆକ୍ରମଣ; ଭିଡିଓ ଭାଇରାଲ ପରେ..

ବାଗପତ: ଉତ୍ତରପ୍ରଦେଶର ବାଗପତରେ ଚାଟ୍‌ ଦୋକାନୀଙ୍କ ମଧ୍ୟରେ ମାର୍‌ପିଟ୍‌ର ଏକ ୫ ମିନିଟ୍‌ର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଦୋକାନୀମାନେ ପରସ୍ପରକୁ ଲାଠିରେ ଆକ୍ରମଣ କରୁଥିବା ଦେଖାଯାଇଛି। ଘଟଣାରେ ପୋଲିସ ୮ଜଣଙ୍କୁ ଗିରଫ କରିଛି। ହେଲେ ନିର୍ଦ୍ଦିଷ୍ଟ ଗ୍ରାହକଙ୍କୁ ନିଜ ଦୋକାନକୁ ଜୋର ଜବରଦସ୍ତ ଆଣିବାକୁ ଯାଇ ଏଭଳି ମହାଭାରତ ସ୍ଥିତି ଉପୁଜିଥିବା ଜଣାପଡ଼ିଛି।ଏହାକୁ ନେଇ ସୋସିଆଲ ମିଡିଆରେ ଭଳିକି ଭଳି ମେମେ ପ୍ରକାଶ ପାଉଛି।

ଘଟଣାଟି ଏପରି। ବାଗପତରେ ଥିବା ଏକ ଦେକାନର ନିୟମିତ ଗ୍ରାହକଙ୍କୁ ଅନ୍ୟ ଏକ ଚାଟ୍‌ ଦୋକାନୀ ଡାକି ନେଇଥିଲେ। ଏହାପରେ ମାର୍‌ପିଟ୍‌ ଆରମ୍ଭ ହୋଇଥିଲା। ଧିରେ ଧିରେ ଚାଟ୍‌ର ଉଭୟ ଦୋକାନରେ କାମ କରୁଥିବା ଅନ୍ୟ ସଦସ୍ୟମାନେ ପରସ୍ପରକୁ ଠେଙ୍ଗାବାଡ଼ି ଧରି ଆକ୍ରମଣ କରିଥିଲେ। ଏଭଳି ଅନେକ ସମୟ ଧରି ଚାଲିଥିଲା। ଶେଷରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣକୁ ଆଣିଥିଲା। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଅଭିଯୁକ୍ତ ୮ଜଣଙ୍କୁ ଜେଲ ଯିବାକୁ ମଧ୍ୟ ପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣେ ବୈଜ୍ଞାନିକ ଆଇନ୍‌ଷ୍ଟାଇନ୍‌ଙ୍କ ଭଳି ଦେଖାଯାଉଥିବାରୁ ଲୋକମାନେ ଏହାର ମଜା ଉଠାଉଛନ୍ତି। କେହି କେହି ବିଜେତା ଦୋକାନୀଙ୍କୁ ପୁରସ୍କାର ଦିଆଯାଉ ବୋଲି କହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri