Posted inଜାତୀୟ

ବିହାରରେ ଥମୁନି ବିଷାକ୍ତ ମଦ ପ୍ରକୋପ: ମୃତ୍ୟୁସଂଖ୍ୟା ୭୦କୁ ବୃଦ୍ଧି

ପାଟନା,୧୭।୧୨: ବିହାରରେ ବିଷାକ୍ତ ମଦର ପ୍ରକୋପ ଥମିବାର ନା ନେଉନି। ଛପରା ଜିଲାରେ ବିଷାକ୍ତ ମଦ ପିଇ ମୃତ୍ୟୁସଂଖ୍ୟା ଏବେ ୭୦କୁ ବୃଦ୍ଧି ପାଇଛି। ଛପରା ବ୍ୟତୀତ ସାରନ, ସିଓ୍ବାନ ଏବଂ ବେଗୁସରାୟରେ ମଧ୍ୟ ମଦ ପିଇ ଅନେକ ଲୋକଙ୍କ ମୃତ୍ୟୁ ଘଟିଛି। ଅନ୍ୟପଟେ ବିଷାକ୍ତ ମଦ ମାମଲାର ଯାଞ୍ଚ ପାଇଁ ଏସ୍‌ଆଇଟି ଟିମ୍‌ ଗଠନ କରାଯାଇଛି। ଜଣେ ଅତିରିକ୍ତ ଏସ୍‌ପି ଏହି ଟିମ୍‌ର ନେତୃତ୍ୱ ନେଇଥିବା ବେଳେ ଏଥିରେ ୩ଡିଏସ୍‌ପି, ୩୧ଜଣ ପୋଲିସ ଅଧିକାରୀ ସାମିଲ ରହିବେ। ସେହିପରି ଗତ ୪୮ଘଣ୍ଟାରେ ଜିଲାର ସବୁ ସ୍ଥାନରେ ଚଢ଼ାଉ କରାଯାଇ ୧୨୬ ବ୍ୟବସାୟୀଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଏଥିସହ ୪୦୦୦ଲିଟରରୁ ଊର୍ଦ୍ଧ୍ୱ ବେଆଇନ ମଦ ଜବତ କରାଯାଇଛି ବୋଲି ସାରନ ଜିଲାପାଳ ରାଜେଶ ମିନା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡଙ୍ଗାରେ ବର ପାଣିରେ ବରଯାତ୍ରୀ: ବନ୍ୟା ବିଭିଷୀକାରେ ହେଉଛି ଏଭଳି ବିବାହ

ପାଟନା,୧୧।୮: ଗୋଟିଏ ପଟେ କରୋନା ଦେଶର ମେରୁଦଣ୍ଡ ଭାଙ୍ଗିଦେଇଥିବା ବେଳେ ଅନ୍ୟପଟେ ବନ୍ୟା ଦାଉ ସାଧୁଛି। ବିହାର ଏହି ସମୟରେ ବନ୍ୟା ଘେରରେ ରହିଛି। ରାଜ୍ୟର...

ରାମମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ: ମାଟିତଳୁ ମିଳିଲା ପୂରାତନ ମୂର୍ତ୍ତି ସହିତ ଶିବଲିଙ୍ଗ

ଅଯୋଧ୍ୟା,୨୧।୫: ଅଯୋଧ୍ୟାର ରାମଜନ୍ମଭୂମିଠାରେ ରାମମନ୍ଦିର ନିର୍ମାଣ କାର୍ଯ୍ୟ ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଦ୍ୱାରା ଆରମ୍ଭ ହୋଇଛି। ମାଟି ସମତଳ ସମୟରେ ଏଠାରୁ ପୂରାତନ ମୂର୍ତ୍ତିର...

ଅଯୋଧ୍ୟା ଅଧ୍ୟାୟରେ ସ୍ବର୍ଣ୍ଣିମ ଫର୍ଦ୍ଦ

ଅଯୋଧ୍ୟା,୬ା୮:ଦୀର୍ଘ ୫୦୦ ବର୍ଷର ସ୍ବପ୍ନ ପୂରଣ ହୋଇଛି। ରାମମନ୍ଦିର ନିର୍ମାଣ ନିମନ୍ତେ ଭୂମି ପୂଜନ ସହ ଅଯୋଧ୍ୟା ଅଧ୍ୟାୟରେ ସ୍ବର୍ଣ୍ଣିମ ଫର୍ଦ୍ଦ ଯୋଡ଼ିହୋଇଛି। ଏବେ ମନ୍ଦିର...

ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୯।୧୦: : ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ ଶୁକ୍ରବାର ଏହାର ଦ୍ବି-ମାସିକ ମୁଦ୍ରା ନୀତି ସମୀକ୍ଷା ବୈଠକ ପରେ ରେପୋ ରେଟ ଓ ରିଭର୍ସ ରେପୋ...

ଆତଙ୍କବାଦୀ-ବିଛିନ୍ନତାବାଦୀଙ୍କୁ ଖାତିର ନାହିଁ: ଅନନ୍ତନାଗରେ ଶହଶହ ସଂଖ୍ୟାରେ ଭୋଟର ମତଦାନ ଅଧିକାର କଲେ ସାବ୍ୟସ୍ତ

ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀର ଅନନ୍ତନାଗ ଲୋକ ସଭା ଆସନ ପାଇଁ ଶହ ଶହ ସଂଖ୍ୟାରେ ଭୋଟର ମଙ୍ଗଳବାର ଭୋଟ ଦେଇଛନ୍ତି। ଏଠାରେ ଆତଙ୍କବାଦୀ ଏବଂ ବିଛିନ୍ନତାବାଦୀଙ୍କୁ ଖାତିର...

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୩୦।୩: କେନ୍ଦ୍ର ସରକାରୀଙ୍କ କର୍ମଚାରୀଙ୍କ ପାଇଁ ଖୁସି ଖବର। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଉପହାର...

ଜୁନ ୮ପର୍ଯ୍ୟନ୍ତ ରାଜ୍ୟରେ ବଢ଼ିଲା ଲକ୍‌ଡାଉନ: ଜାଣନ୍ତୁ କ’ଣ ଖୋଲା କ’ଣ ବନ୍ଦ

ପାଟନା,୩୧।୫: କରୋନା ସଙ୍କଟକୁ ଦୃଷ୍ଟିରେ ରଖି ବିହାରରେ ପୁଣିଥରେ ଲକ୍‌ଡାଉନ ବୃଦ୍ଧି କରାଯାଇଛି। ଏଣିକି ଜୁନ ୮ପର୍ଯ୍ୟନ୍ତ ରାଜ୍ୟରେ ପୂର୍ବଭଳି ରହିବ ଲକ୍‌ଡାଉନ କଟକଣା। ଏନେଇ...

କରୋନାରେ ପରମାଣୁ ବୈଜ୍ଞାନିକ ଶେଖର ବାସୁଙ୍କ ପରଲୋକ

କୋଲକାତା, ୨୪।୯: କରୋନାରେ ଆକ୍ରାନ୍ତ ହୋଇ ପରମାଣୁ ବୈଜ୍ଞାନିକ ଡ.ଶେଖର ବାସୁଙ୍କ ଗୁରୁବାର ଭୋର ୪ଟା ୫୦ରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୮...

Advertisement
Archives

Model This Week