Posted inଜାତୀୟ

ଆରମ୍ଭ ହେଲା ଚାରିଧାମ ଯାତ୍ରା, କେଦାରନାଥରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମିଙ୍କ ସମେତ ଶହ ଶହ ଶ୍ରଦ୍ଧାଳୁଙ୍କ ଭିଡ

ଡେରାଡୁନ,୬ ।୫: ବମ ଭୋଲେ ଗୁଞ୍ଜରଣ ସହ ପୁଣିଥରେ କରୋନା ମହାମାରୀ ପରେ ଖୋଲିଛି କେଦାରନାଥର ଦ୍ୱାର । ବାବା କେଦାରନାଥଙ୍କ ପଞ୍ଚମୁଖି ଉତ୍ସବ ଡୋଲି ଗ୍ରୀଷ୍ମକାଳୀନ ପ୍ରବାସ ପାଇଁ କେଦାରନାଥ ପହଞ୍ଚିସାରିଛି । ମନ୍ଦିରର ରାଉଳ ବାବାଙ୍କର ଡୋଲି ନେଇ ମନ୍ଦିର ପ୍ରବେଶ କରିବା ପରି ମେ’୬ରେ କେଦାରନାଥ ଧାମ ସକାଳ ୬ଟା ୨୫ରେ ସାଧାରଣ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲି ଦିଆଯାଇଛି ।
ଏହି ସମୟରେ ସେଠାରେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଉପସ୍ଥିତ ରହିବା ସହ ପୂଜାର୍ଚ୍ଚନା ବି କରିଛନ୍ତି । ଏହି ଅବସରରେ ମନ୍ଦିର ପରିସରକୁ ସମ୍ପୂର୍ଣ୍ଣ ଭାବେ ଫୁଲରେ ସଜାଇ ଦିଆଯାଇଛି । ମନ୍ଦିର ଖୋଲିବା ପରେ ଶ୍ରଦ୍ଧାଳୁ ନିୟମ ଅନୁସାରେ ପୂଜାର୍ଚ୍ଚନା କରିବେ । ତେବେ ଗୁରୁବାରଠରୁ ଏଠାରେ ଶ୍ରଦ୍ଧାଳୁଙ୍କ ଭିଡକୁ ଦେଖି ଜିଲାପାଳ ସମସ୍ତ ସ୍ଥିତି ପରଖିବା ସହ ଶ୍ରଦ୍ଧାଳଙ୍କ ପାଇଁ ଯେମିତି କୌଣସି ଅସୁବିଧା ନ ହୁଏ ସେଥିପ୍ରତି ଗୁରୁତ୍ୱ ଦେଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିପ୍ଲବ କୁମାର ଦେବ କରୋନା ପଜିଟିଭ୍‌

ଅଗରତାଲା,୭।୪: ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଦେବଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେ ହୋମ୍‌ ଆଇସୋଲେଶନରେ ରହିଛନ୍ତି। ଏସମ୍ପର୍କରେ ବିପ୍ଲବ ନିଜ...

ସଲମାନ ଖାନଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତିଙ୍କ ବିରୋଧରେ ଲୁକ୍‌ ଆଉଟ୍‌ ନୋଟିସ ଜାରି କଲା ପୋଲିସ

ମୁମ୍ବାଇ,୯।୫: ଅଭିନେତା ସଲମାନ ଖାନଙ୍କୁ କିଛି ଦିନ ହେବ ଧମକ ଦିଆଯାଉଛି। ନିକଟରେ ଅଭିନେତାଙ୍କୁ ହତ୍ୟା କରିବା ପାଇଁ ଜଣେ ବ୍ୟକ୍ତି ପୋଲିସକୁ ଧମକପୂର୍ଣ୍ଣ ମେଲ...

ଭାଜପା ଏମ୍‌ପିଙ୍କ ଘର ସମ୍ମୁଖରେ ବୋମା ବିସ୍ଫୋରଣ..

କୋଲକାତା,୮।୯: ପଶ୍ଚିମବଙ୍ଗରେ ଭାଜପା ଏମ୍‌ପି ଅର୍ଜୁନ ସିଂଙ୍କ ଘର ସମ୍ମୁଖରେ ବୋମା ବିସ୍ଫୋରଣ ଘଟିଛି। ବୁଧବାର ସକାଳେ ପ୍ରଚଣ୍ଡ ବିସ୍ଫୋରଣ ଘଟିବାରୁ ଆଖପାଖ ଲୋକେ ଆତଙ୍କିତ...

ବିବାଦରେ ଫାବ୍‌ଇଣ୍ଡିଆ ବିଜ୍ଞାପନ

ନୂଆଦିଲ୍ଲୀ, ୧୯ା୧୦: ପୋଷାକ, ଘର ସାଜସଜ୍ଜା ଏବଂ ଲାଇଫଷ୍ଟାଇଲ ଉତ୍ପାଦ କମ୍ପାନୀ ଫାବ୍‌ଇଣ୍ଡିଆ ପାର୍ବଣ ଋତୁ ଉପଲକ୍ଷେ ପ୍ରସ୍ତୁତ କରିଥିବା ଏକ ବିଜ୍ଞାପନକୁ ନେଇ ବିବାଦ...

ଜନମତ ସର୍ବେକ୍ଷଣ: ଭାଜପା କବ୍‌ଜାରେ ଉତ୍ତରପ୍ରଦେଶ-ଉତ୍ତରାଖଣ୍ଡ-ଗୋଆ, ପଞ୍ଜାବରେ ଝୁଲା ସ୍ଥିତି…

ନୂଆଦିଲ୍ଲୀ,୯।୧୦: ଆଗକୁ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ଏବଂ ଗୋଆରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। କେତେକ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ହୋଇଥିବା ଜନମତ ସର୍ବେକ୍ଷଣରୁ ଜଣାପଡିଛି ଯେ...

ଫଡ଼ନବିଶଙ୍କୁ ସାମ୍‌ନାରେ ସମାଲୋଚନା: ମହାରାଷ୍ଟ୍ରରେ ସଂଖ୍ୟା ଗରିଷ୍ଠତା ହାସଲ କରିବା ଜିରୋ ଭିଜିବିଲିଟିରେ ଦିଲ୍ଲୀ ବିମାନ ବନ୍ଦରରେ ଅବତରଣ ସଦୃଶ

ମୁମ୍ବାଇ,୫।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଅଚଳାବସ୍ଥା ଜାରି ରହିଛି। ରାଜ୍ୟ ସ୍ଥିତି ସମ୍ପର୍କରେ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନବିଶ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ...

ମୋ ପୁଅ ନିର୍ଦ୍ଦୋଷ: ଅଜୟ ମିଶ୍ରା

ନୂଆଦିଲ୍ଲୀ,୮ ।୧୦: ଉତ୍ତର ପ୍ରଦେଶ ଲକ୍ଷ୍ମୀପୁର ଖେରି ମାମଲା ବେଳକୁ ବେଳ ଜଟିଳ ହେବାକୁ ଯାଉଛି । ଏଥିରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା କେନ୍ଦ୍ରମନ୍ତ୍ରୀ ଅଜୟ...

ତୃତୀୟ ଦିନରେ ଡାକ୍ତରଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ୨।୮: ଦିଲ୍ଲୀରେ ନ୍ୟାଶନାଲ ମେଡିକାଲ କମିଶନ ବିଲ୍‌(ଏନ୍‌ଏମ୍‌ସି) ବିରୋଧରେ ଡାକ୍ତରଙ୍କ ବିରୋଧ ଜାରି ରହିଛି। ଦିଲ୍ଲୀ ଏମ୍ସ ଡାକ୍ତରଙ୍କ ଆନ୍ଦୋଳନ ଶୁକ୍ରବାରକୁ ତୃତୀୟ ଦିନରେ ପହଞ୍ଚିଛି।...

Advertisement
Archives

Model This Week