କୋରାପୁଟରେ ନୂଆ ଡିଆଇଜି ଭାବେ ଦାୟିତ୍ୱ ନେଲେ ଚରଣ ସିଂ ମିନା

କୋରାପୁଟ,୨୪ା୫(ସ୍ବ.ପ୍ର.): କୋରାପୁଟ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଭାବେ ବୁଧବାର ବରିଷ୍ଠ ଆଇପିଏସ ଚରଣ ସିଂ ମିନା ଦାୟିତ୍ୱ ଗ୍ରହଣ କରିଛନ୍ତି। କୋରାପୁଟସ୍ଥିତ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି କାର୍ଯ୍ୟାଳୟରେ ଆୟୋଜିତ ଏକ ଉତ୍ସବରେ ପୂର୍ବରୁ ଥିବା ଡିଆଇଜି ରାଜେଶ ପଣ୍ଡିତଙ୍କଠାରୁ ଶ୍ରୀ ମିନା ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ କରିବା ପରେ ସେହି ଏହି ଦକ୍ଷିଣ ପଶ୍ଚିମାଞ୍ଚଳ ରେଞ୍ଜ ଅଧୀନରେ ଥିବା ୮ଟି ଜିଲାରେ ଶାନ୍ତିଶୃଙ୍ଖଳା ରକ୍ଷା କରିବା, ଏହି ଅଞ୍ଚଳକୁ ମାଓବାଦୀମୁକ୍ତ ଅଞ୍ଚଳ ଭାବେ ପଦକ୍ଷେପ ନେବା, ମହିଳାମାନଙ୍କ ସୁରକ୍ଷା, ଅଞ୍ଚଳରେ ଗଞ୍ଜେଇ ଚାଲାଣ ରୋକିବା ନେଇ ଗଞ୍ଜେଇ ମାଫିଆଙ୍କ ବିରୋଧରେ କଠୋର ପଦକ୍ଷେପ ନେବେ ବୋଲି ଶ୍ରୀ ମିନା କହିବା ସହ ଏ ଦିଗରେ ଗଣମାଧ୍ୟମ ପ୍ରତିନିଧିଙ୍କ ସହଯୋଗ କାମନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ଏନଏସି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ଏନଏସି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ: ଶିଶୁ ପୋଷଣ ଉପରେ ଗୁରୁତ୍ୱାରୋପ

ଦାରିଙ୍ଗବାଡି,୩୧।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ ଡିଗ୍ରୀ କଲେଜରେ ସୋମବାର ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

ଏହି ୪ ରାଶିଙ୍କ ଉପରେ ଥାଏ ଭାଗ୍ୟର ଆଶୀର୍ବାଦ: କମ ପରିଶ୍ରମରେ ମିଳିଥାଏ ବଡ଼ ସଫଳତା

ଭୁବନେଶ୍ୱର: ଆପଣ ମଧ୍ୟ ଏପରି ଲୋକଙ୍କୁ ଦେଖିଥିବେ, ଯେଉଁମାନଙ୍କୁ ଜୀବନରେ ଅନେକ କିଛି ସହଜରେ ମିଳିଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ କିଛି ରାଶି ଜାତକଙ୍କ ଉପରେ ଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri