Posted inଜାତୀୟ

ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ରାଲିରେ ଖାଲି ପଡିଲା ଚୌକି, କାର୍ଯ୍ୟକ୍ରମ ଛାଡି ସିଏମ୍ ଚାଲିଲେ ବନ୍ଧୁ ଘର

ଚଣ୍ଡିଗଡ଼,୧୬ ।୧୨: ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନୀଙ୍କ ସମସ୍ୟା ଯେମିତି ତାଙ୍କ ପିଛା ଛାଡୁନି । ମୁଖ୍ୟମନ୍ତ୍ରୀ ଚନୀ ପଞ୍ଜାବ ଗୁରଦାସପୁରରେ ହେଉଥିବା ରାଲିରେ ଗୁରୁବାର ସାମିଲ ହେବାକୁ ସେଠାରେ ପହଞ୍ଚିଥିଲେ । ହେଲେ ସେଠାରେ ପେଣ୍ଡାଲ ଖାଲି ହେବା ଶୁଣିବା ପରେ ସେ ହେଲିପ୍ୟାଡରୁ ସିଧା ବନ୍ଧୁଙ୍କ ସହ ଦେଖା କରିବାକୁ ଚାଲିଯାଇଥିବା ଜଣାପଡିଛି ।
ଏହା ପୂର୍ବରୁ ଚରଣଜିତ ସିଂ ଚନୀ ନିଜର କିଛି ରାଲିରେ ବେରୋଜଗାର ଟିଚର୍ସଙ୍କ କଡା ବିରୋଧର ସମ୍ମୁଖୀନ ହୋଇଛନ୍ତି । ସୂଚନାଯୋଗ୍ୟ, ବିଧାନସଭା ନିର୍ବାଚନକୁ ଆଖି ଆଗରେ ରଖି କଂଗ୍ରେସ ଦଳ ପକ୍ଷରୁ ଗୁରୁଦାସପୁରରେ ରାଲି କରିବାକୁ ନିଷ୍ପତ୍ତି ନିଆଯାଇଥିଲା । ମୁଖ୍ୟମନ୍ତ୍ରୀ ଚନୀଙ୍କୁ ସେଠାରେ ଦିନ ୧୨ଟାରେ ପହଞ୍ଚିବାର ଥିଲା । ସେ ନିର୍ଦ୍ଧାରିତ ସମୟରେ ସେଠାରେ ପହଞ୍ଚିଥିଲେ । ହେଲେ ହେଲିପ୍ୟାଡରେ ହିଁ ତାଙ୍କୁ ଖବର ମିଳିଥିଲା କି ପେଣ୍ଡାଲ ଖାଲି ପଡିଛି । ଏହାପରେ ଚନୀ ସେଠାରୁ ନିଜ ବନ୍ଧୁଙ୍କ ଘର ଚାଲିଯିବାକୁ ଠିକ୍ ଭାବିଲେ ବୋଲି କୁହାଯାଉଛି । ରାଲି ପାଇଁ ପେଣ୍ଡାଲରେ ଲାଗିଥିବା ଚେୟାର ସବୁ ଖାଲି ପଡିଥିବା ଜଣାପଡିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri