Posted inଜାତୀୟ

ଚରଣଜିତ୍ ସିଂ ଚାନି ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୧୯ ।୯: ବରିଷ୍ଠ କଂଗ୍ରେସ ନେତା ହରିଶ ରାୱତଙ୍କ ଟୁଇଟର ସୂଚନା ଅନୁଯାୟୀ ଚରଣଜିତ୍ ସିଂ ଚାନି ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ହେବେ । ସେ ଟୁଇଟ୍ କରି ଏହି ସୂଚନା ଦେଇଛନ୍ତି । ଏହାସହ ଚରଣଜିତ୍ ସର୍ବସମ୍ମତି କ୍ରମେ କଂଗ୍ରେସ ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଛନ୍ତି । କିଛି ଘଣ୍ଟା ପୂର୍ବରୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭାବେ ସୁଖଜିନ୍ଦର ସିଂ ରାନ୍ଧୱା ଦାୟିତ୍ୱ ଗ୍ରହଣ କରିବେ ବୋଲି କୁହାଯାଉଥିବା ବେଳେ ଏବେ ଚରଣଜିତ୍ ସିଂ ଚାନିଙ୍କ ନାମ ସମସ୍ତଙ୍କୁ ଚମକାଇ ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାସପୋର୍ଟ ନିୟମରେ ବଡ଼ ପରିବର୍ତ୍ତନ, ୧୫ ବର୍ଷରୁ କମ୍‌ ପିଲାଙ୍କ ପାଇଁ…

ନୂଆଦିଲ୍ଲୀ,୧୮।୯: ପାସପୋର୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି ।ବିଦେଶ ମନ୍ତ୍ରଣାଳୟ (MEA) ପାସପୋର୍ଟ ନିୟମରେ କିଛି ପରିବର୍ତ୍ତନ ଘୋଷଣା କରିଛି । ‘ପାସପୋର୍ଟ (ସଂଶୋଧନ) ନିୟମ,…

ପିକ୍‌ଅପ୍‌ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ,୩ ଜଣଙ୍କୁ ଗିରଫ କରି…

ଦେବଗଡ଼,୧୮ା୯(ଶଶାଙ୍କ ଶେଖର ଝାଙ୍କର): ପିକ୍‌ଅପ୍‌ ଭ୍ୟାନ୍‌ରେ ବେଆଇନ ଛେଳି ଚାଲାଣ ଘଟଣାରେ ଦେବଗଡ଼ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ପିକ୍‌ଅପ୍‌ ଭ୍ୟାନ୍‌ ଚାଳକ…

ବୈଜ୍ଞାନିକଙ୍କୁ ବଡ଼ ସଫଳତା, ମୂଷା ମସ୍ତିଷ୍କରେ ଲାବ୍‌-ନିର୍ମିତ ମାନବ କୋଷିକା ପ୍ରତିରୋପଣ

ନୂଆଦିଲ୍ଲୀ,୧୮।୯ (ପି.ଟି.): ପ୍ରୟୋଗଶାଳାରେ ପ୍ରସ୍ତୁତ ମାନବ ମସ୍ତିଷ୍କର ନରମ କୋଷିକାକୁ ମୂଷା ମସ୍ତିଷ୍କରେ ସଫଳତାର ସହ ପ୍ରତିରୋପଣ କରାଯାଇପାରିଛି। ପ୍ରତିରୋପଣ ପରେ ଏହି ମାନବ କୋଷିକାଗୁଡ଼ିକ ମୂଷା…

ବିପଦସଙ୍କୁଳ ଶ୍ରେଣୀଗୃହରେ ଚାଲିଛି ଐତିହ୍ୟପୂର୍ଣ୍ଣ ଶିକ୍ଷାନୁଷ୍ଠାନ

ସାକ୍ଷୀଗୋପାଳ,୧୮।୯(ପ୍ରଶାନ୍ତ କୁମାର ବାରିକ): ଯେଉଁଠି ଦିନେ ଶିକ୍ଷା ସହ ଶ୍ରମ, ଶୃଙ୍ଖଳା, ସେବା, ସ୍ବାବଲମ୍ବନ ଓ ଦେଶପ୍ରେମର ମନ୍ତ୍ର ଫୁଙ୍କି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ‘ମଣିଷ…

କମିବ ଧାନ ଅମଳ, ବଢ଼ିପାରେ ଚାଉଳ ଦର! ଏବର୍ଷ ୬.୫% ଉତ୍ପାଦନ ହ୍ରାସ ଆଶଙ୍କା

ମୁମ୍ବାଇ,୧୮।୯(ରଏଟର୍ସ): ରାଇସ୍‌ ଏକ୍ସପୋର୍ଟର୍ସ ଆସୋସିଏଶନ (ଚାଉଳ ରପ୍ତାନିକାରୀ ସଂଘ)ର ସଭାପତି ବି.ଭି. କୃଷ୍ଣା ରାଓଙ୍କ ସୂଚନା ଅନୁଯାୟୀ, କମ୍‌ ବର୍ଷା ଯୋଗୁ ଅମଳ ହ୍ରାସ ପାଇବ। ଆକଳନ…

ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଆକ୍ରମଣ, ଇରାନ କହିଲା ଆମେରିକୀୟ ପ୍ରରୋଚନାରେ…

ତେହରାନ,୧୭ା୯: ହର୍ମୁଜରେ ତୈଳ ବୋଝେଇ ଜାହାଜ ଉପରେ ଇରାନ ଆକ୍ରମଣ କରିଛି। ଟୋଗୋର ତୈଳ ବୋଝେଇ ଜାହାଜ ଉପରେ ଏହି ଆକ୍ରମଣ କରିଛି ଇରାନ। ତେବେ ଜାହାଜଟି…

ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ଚିହ୍ନଟ, କୋଲୋସିୟମଠାରୁ ବି ବଡ଼

କେପ କାନାଭେରାଲ (ଫ୍ଲୋରିଡା),୧୮।୯: ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ସୃଷ୍ଟି ହୋଇଥିବା ନାସାର ‘ଲୁନାର ରେକୋନିସାନ୍ସ ଅର୍ବିଟର’ (ଏଲ୍‌ଆର୍‌ଓ) ମହାକାଶଯାନ ଦ୍ୱାରା ଚିହ୍ନଟ ହୋଇଛି। ରୋମ୍‌ର ପ୍ରସିଦ୍ଧ…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ଉପନିର୍ବାଚନ ପୂର୍ବରୁ ଇସିଙ୍କ ପଦକ୍ଷେପ; ତୃଣମୂଳ କଂଗ୍ରେସର ନାମ, ଚିହ୍ନ ଉପରେ ରୋକ

ନୂଆଦିଲ୍ଲୀ,୧୮।୯(ପି.ଟି.): ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍‌ ଇଣ୍ଡିଆ ତୃଣମୂଳ କଂଗ୍ରେସ’ (ଏଆଇଟିସି)ରେ ସୃଷ୍ଟ ତୀବ୍ର ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?