ଚର୍ଚ୍ଚିତ ମିଶ୍ରଙ୍କୁ ଜାମିନ

ଭୁବନେଶ୍ୱର,୬।୯(ବ୍ୟୁରୋ): ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ପୁଅ ଚର୍ଚ୍ଚିତ ମିଶ୍ରଙ୍କୁ ମଙ୍ଗଳବାର ଜାମିନ ମିଳିଛି। ପାରାଦୀପ ପୋର୍ଟ ଲାଞ୍ଚ କାରବାର ମାମଲାରେ ତାଙ୍କୁ ଜାମିନ ମିଳିଥିବା ନେଇ ଜଣାପଡ଼ିଛି। ଚର୍ଚ୍ଚିତ ହେଉଛନ୍ତି ଓଡ଼ିଶା ଷ୍ଟିଭେଡୋର୍ସ ଲିମିଟେଡର ନିର୍ଦ୍ଦେଶକ । ସ୍ବତନ୍ତ୍ର ସିବିଆଇ କୋର୍ଟ ଚର୍ଚ୍ଚିତଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି । କୋର୍ଟ ତାଙ୍କୁ ସାକ୍ଷୀଙ୍କୁ ପ୍ରଭାବିତ ନ କରିବା ଓ ପାସପୋର୍ଟ ଜମା ପାଇଁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି । ପ୍ରତି ୧୫ ଦିନରେ ତଦନ୍ତ ଅଧିକାରୀଙ୍କୁ ସାକ୍ଷାତ ପାଇଁ ନିର୍ଦ୍ଦେଶ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri