ଦୋକାନରେ ଜିଏସ୍‌ଟି ଚଢ଼ାଉ

ଚୌଦ୍ୱାର,୪ା୫(ଡି.ଏନ୍‌.ଏ.): କଟକ ଜିଲା ଚୌଦାର ସହରର କଳିଙ୍ଗ ଛକଠାରେ ଥିବା ବେହେରା ଗ୍ଲାସ ହାଉସ୍‌ ନାମକ ଏକ ଦୋକାନ ଉପରେ ସିଟି ଏବଂ ଜିଏସ୍‌ଟି ଚଢ଼ାଉ ଚାଲିଛି । ଗ୍ରାହକମାନଙ୍କୁ ବିନା ଜିଏସ୍‌ଟି ବିଲ୍‌ରେ ଜିନିଷ ବିକ୍ରି କରୁଥିବା ଅଭିଯୋଗ ଥିଲା। ଏନେଇ କଟକ ଜିଏସ୍‌ଟିର ଏକ ୧୭ଜଣିଆ ଟିମ୍‌ ଦୋକାନ ଉପରେ ଚଢ଼ାଉ କରି ଯାଞ୍ଚ ଜାରି ରଖିଛନ୍ତି। ଯାଞ୍ଚ ପରେ କେତେ ଠକେଇ ହୋଇଛି ଜଣାପଡ଼ିବ ବୋଲି କଟକ ଜିଏସ୍‌ଟି ଅଫିସର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri