Posted inଜାତୀୟ

ମୁକୁଲ ରାୟଙ୍କ ନଁ।ରେ ଚାର୍ଜଶିଟ୍‌

କୋଲକାତା, ୬।୧୨: କ୍ରିଷ୍ଣଗଞ୍ଜର ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବିଧାୟକ ସତ୍ୟଜିତ ବିଶ୍ୱାସ ହତ୍ୟା ମାମଲାରେ ସମ୍ପୃକ୍ତି ନେଇ ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ମୁକୁଲ ରାୟଙ୍କ ବିରୋଧରେ ପଶ୍ଚିମବଙ୍ଗ ସିଆଇଡି ଅତିରିକ୍ତ ଚାର୍ଜଶିଟ୍‌ ଦାଖଲ କରିଛି। ଶନିବାର ଅପରାହ୍ଣରେ ନଦିଆ ଜିଲାର ଏକ ଅଦାଲତରେ ଏହି ଚାର୍ଜଶିଟ୍‌ ଦାଖଲ ହୋଇଛି। ସତ୍ୟଜିତ ହତ୍ୟା ଷଡ଼ଯନ୍ତ୍ରରେ ମୁକୁଲ ସକ୍ରିୟ ଭାବେ ସମ୍ପୃକ୍ତ ଥିବା ତଦନ୍ତରୁ ଜଣାପଡ଼ିଛି ବୋଲି ସିଆଇଡି ଅଧିକାରୀମାନେ କହିଛନ୍ତି। ପୂର୍ବରୁ ସିଆଇଡି ତାଙ୍କୁ ଜେରା କରିଥିଲା। ତେବେ ଗତବର୍ଷ ମେ’ରେ ଦାଖଲ ହୋଇଥିବା ପ୍ରଥମ ଚାର୍ଜଶିଟ୍‌ରେ ମୁକୁଲଙ୍କ ନାଁ ନ ଥିଲା। ତାଙ୍କ ବିରୋଧରେ ଅଣାଯାଇଥିବା ଅଭିଯୋଗକୁ ମୁକୁଲ ଖଣ୍ଡନ କରିଛନ୍ତି। ସେ ହିଂସା ରାଜନୀତିରେ ବିଶ୍ୱାସ କରନ୍ତି ନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଦବହୁଳତାରୁ ଦୂରେଇ ରହିବା ପାଇଁ ଶୀତ ଦିନେ ଖାଆନ୍ତୁ ଏହି ସାଲାଡ୍‌…

ମୂଳାର ଅନେକ ଔଷଧୀୟ ଗୁଣ ରହିଛି। ଶୀତଦିନେ ମୂଳା ସାଲାଡ୍‌ ଖାଇଲେ ବହୁ ସିଜିନାଲ୍‌ ରୋଗରୁ ମୁକ୍ତି ମିଳିଥାଏ। ଏଥିରେ ଫ୍ୟାଟ ନ ଥିବାରୁ ଏହା...

୧୧ ରାଜ୍ୟ ସଭା ସଦସ୍ୟଙ୍କ କାର୍ଯ୍ୟକାଳ ଶେଷ

ନୂଆଦିଲ୍ଲୀ, ୨୩।୯: ରାଜ୍ୟ ସଭାରେ ୧୧ ଜଣ ସଦସ୍ୟଙ୍କ କାର୍ଯ୍ୟକାଳ ଶେଷ ସମ୍ପର୍କରେ ଘୋଷଣା କରାଯାଇଛି। ଏସମ୍ପର୍କରେ ବାଚସ୍ପତି ଭେଙ୍କୟା ନାଇଡୁ ବୁଧବାର ସୂଚନା ଦେଇଛନ୍ତି।...

ଚାଇନାରୁ ଆସିବ କୋଭିଡ-୧୯ କିଟ୍‌

ନୂଆଦିଲ୍ଲୀ,୧୩।୪: କରୋନା ଭାଇରସ ପ୍ରଥମେ ଚାଇନାରେ ଆରମ୍ଭ ହୋଇଥିବା ବେଳେ ଏବେ ଏହା ସାରା ବିଶ୍ୱରେ କାୟା ବିସ୍ତାର କରି ସାରିଲାଣି। ଏହାକୁ ନେଇ ଭାରତ...

ଦିଲ୍ଲୀ ବିଧାନସଭା ନିର୍ବାଚନ: ଭାଜପାର ଷ୍ଟାର୍‌ ପ୍ରଚାରକ ତାଲିକାରେ ମୋଦି, ଶାହା

ନୂଆଦିଲ୍ଲୀ,୨୨।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପ୍ରଚାର ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। କଂଗ୍ରେସ ପରେ ଭାଜପା ନିଜ ଷ୍ଟାର ପ୍ରଚାରକ ତାଲିକା ବୁଧବାର ଘୋଷଣା କରିଛି।...

ସ୍ଥିତି ଅଣାୟତ୍ତ ମୁହାଁ, ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୬୧୮…

ନୂଆଦିଲ୍ଲୀ, ୧୫।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

ଅଟୋ ଚାଳକରୁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ: ସହଜ ନ ଥିଲା ଯାତ୍ରା

ମୁମ୍ବାଇ,୩୦।୬: ମହାରାଷ୍ଟ୍ର ରାଜନୈତିକ ସଙ୍କଟର ଅନ୍ତ ଘଟିଛି। ଭାଜପା ସମର୍ଥନରେ ଶିବସେନାର ବିଦ୍ରୋହୀ ନେତା ଏକନାଥ ସିନ୍ଧେ ଗୁରୁବାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ସନ୍ଧ୍ୟା ସାଢ଼େ...

‘ଝିଅଙ୍କୁ ସୁଯୋଗ ଦେଲେ ଦେଶ ଆଗେଇବ’

ନୂଆଦିଲ୍ଲୀ, ୧୪।୮: ଝିଅମାନଙ୍କୁ ସୁଯୋଗ ଦେଲେ ହିଁ ଦେଶ ଆଗେଇବ। ୭୫ତମ ସ୍ବାଧୀନତା ଦିବସର ପୂର୍ବ ସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧିତ କରି ଏଭଳି କହିଛନ୍ତି ରାଷ୍ଟ୍ରପତି...

ସ୍ବଦେଶୀ ଜ୍ଞାନକୌଶଳର ବିକାଶ ପାଇଁ ପ୍ରିଡେଟର ଡ୍ରୋନ୍‌ କିଣିବାକୁ ମନା କଲା ଭାରତ…

ନୂଆଦିଲ୍ଲୀ, ୨୩।୨ : ଆମେରିକାରୁ କିଣିବାକୁ ଥିବା ୩୦ଟି ବିନା ଚାଳକ ପ୍ରିଡେଟର ଡ୍ରୋନ କିଣିବା ପାଇଁ ଭାରତ ଯୋଜନା କରିଥିବାବେଳେ ଏବେ ଏହାକୁ ବାତିଲ...

Advertisement
Archives

Model This Week