ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଚାର୍ଜଫ୍ରେମ୍‌

ଭୁବନେଶ୍ୱର,୩୧ା୧: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ବୁଧବାର ଦାଖଲ ହୋଇଛି ଚାର୍ଜଫ୍ରେମ୍‌। ବିଧାୟକଙ୍କ ସ୍ତ୍ରୀଙ୍କ ନାମରେ ମଧ୍ୟ ଚାର୍ଜଶିଟ୍‌ ଦାଖଲ ହୋଇଥିବା ଜଣାପଡ଼ିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚାର୍ଜଶିଟ୍‌ ଦାଖଲ କରାଯାଇଛି। ସ୍ପେଶାଲ ଜଜ୍‌, ସ୍ପେଶାଲ କୋର୍ଟରେ ଚାର୍ଜଫ୍ରେମ୍‌ ଦାଖଲ ହୋଇଥିବା ଜଣାପଡ଼ିଛି।
ପୂର୍ବରୁ ଭିଜିଲାନ୍ସ କୋର୍ଟରେ ଉଭୟ ଦମ୍ପତିଙ୍କ ନାମରେ ୩୦୦୦ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ମୋଟା ହେଲେ କଟିଯିବ ଦରମା, ଫିଟନେସ ପାଇଁ ଆସିପାରେ ନୂଆ ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୨।୩: ଏୟାର ଇଣ୍ଡିଆ ଏହାର କ୍ୟାବିନ କ୍ରୁ ପାଇଁ ଏକ ନୂତନ ସ୍ବାସ୍ଥ୍ୟ ଏବଂ ଫିଟନେସ ନୀତି ପ୍ରଚଳନ କରିବାକୁ ପ୍ରସ୍ତୁତ ହେଉଛି, ଯାହା କେବଳ ସେମାନଙ୍କ…

ଟ୍ରକରୁ କରୁଥିଲେ ଡିଜେଲ ଚୋରି: ମହଙ୍ଗା ପଡ଼ିଲା…

କୋରାପୁଟ,୨୨।୩(ଅମିତାଭ ବେହେରା ): କୋରାପୁଟ ସଦର ଥାନା ପୋଲିସ ଡିଜେଲ ଚୋରି ଘଟଣାରେ ୧୧ ଜଣଙ୍କୁ ଗିରଫ କରିଥିବା ନେଇ ରବିବାର ମଧ୍ୟାହ୍ନରେ ସ୍ଥାନୀୟ ସଦର ଥାନା…

ଆରବ ସାଗରରେ ପରମାଣୁ ବୁଡ଼ାଜାହାଜ ମୁତୟନ କଲା ବ୍ରିଟେନ, ସାରା ବିଶ୍ୱର ବଢିଲା ଚିନ୍ତା!

ଲଣ୍ଡନ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିନି ସପ୍ତାହ ଧରି ସଂଘର୍ଷ ଜାରି ରହିଛି। ପ୍ରତିଶୋଧ ସ୍ବରୂପ, ଇରାନ ମଧ୍ୟପ୍ରାଚ୍ୟର ଦେଶଗୁଡ଼ିକୁ, ବିଶେଷକରି ୟୁଏଇକୁ ଟାର୍ଗେଟ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri