ସଂସ୍କୃତ ଶିକ୍ଷକଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ୭ ଛାତ୍ରୀ, କହିଲେ ସାର୍‌ ଆମକୁ…

ବଣାଇଁ,୨୯ା୮: ଜନୈକ ସଂସ୍କୃତ ଶିକ୍ଷକଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ହୋଇଛି। ଏପରି ଅଭିଯୋଗ ଆଣିଛନ୍ତି ୭ ଛାତ୍ରୀ। ତେବେ ଶିକ୍ଷକ ଜଣକ କୁଆଡ଼େ ଏହି ଛାତ୍ରୀମାନଙ୍କୁ ଅସଦାଚରଣ କରୁଥିଲେ। ଛାତ୍ରୀମାନେ କହିଛନ୍ତି, ସାର ଆମକୁ ସବୁବେଳେ ଅସଦାଚରଣ କରନ୍ତି। ଏନେଇ ଛାତ୍ରୀମାନେ ଅଭିଯୋଗ କରିବା ପରେ ସୁନ୍ଦରଗଡ଼ ଜିଲା ଗୁରୁଣ୍ଡିଆ ଥାନାରେ ଶିକ୍ଷକଙ୍କ ନାମରେ ଏତଲା ଦେଇଛନ୍ତି ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ।

Share