Posted inଜାତୀୟ

ସଲମାନ୍‌ ଖାନ୍‌ଙ୍କ ଘର ଉପରକୁ ଗୁଳିମାଡ଼ ଘଟଣା, ଦାଖଲ ହେଲା ଚାର୍ଜସିଟ୍‌

ମୁମ଼୍ବାଇ, ୦୮।୦୭: ୨୦୨୪ ଏପ୍ରିଲ ମାସରେ ବଲିଉଡ୍‌ ଅଭିନେତା ସଲମାନ୍‌ ଖାନ୍‌ଙ୍କ ମୁମ଼୍ବାଇ ସ୍ଥିତ ଗ୍ୟାଲେକ୍ସି ଆପାର୍ଟମେଣ୍ଟ ଉପରକୁ ଗୁଳିମାଡ଼ ହୋଇଥିଲା । ମୁମ଼୍ବାଇ ପୋଲିସ୍‌ ଗମ୍ଭୀରତାର ସହ ମାମଲାର ତଦନ୍ତ କରିଛି । ବର୍ତ୍ତମାନ ପର୍ଯ୍ୟନ୍ତ ପୋଲିସ୍‌ ଏହି ମାମଲାରେ ଜଡ଼ିତ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ନାମରେ ଚାର୍ଜସିଟ୍‌ ଦାଖଲ କରିଛି ।

ପୋଲିସ୍‌ ଏହି ମାମଲାରେ ଅଭିଯୁକ୍ତ ଲରେନ୍ସ ବିଷ୍ଣୋଇ ସହିତ ୬ ଜଣଙ୍କୁ ଗିରଫ କରିଥିଲା । ଏହାଛଡ଼ା ୩ ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଥିଲା । ସୋମବାର ଏହି ଅଭିଯୁକ୍ତଙ୍କ ବିରୋଧରେ ଏକ ସ଼୍ବତନ୍ତ୍ର କୋର୍ଟରେ ପୋଲିସ୍‌ ଚାର୍ଜସିଟ୍‌ ଦାଖଲ କରିଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri