କରାଚିରେ ଜରୁରୀ ଅବତରଣ କଲା ଭାରତର ଚାର୍ଟର ବିମାନ

ଇସଲାମାବାଦ,୧୬ ।୮: ଗଣମାଧ୍ୟମର ସୂଚନା ଅନୁଯାୟୀ, ଭାରତରୁ ୧୨ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଚାର୍ଟର ବିମାନ ସୋମବାର ପାକିସ୍ତାନର କରାଚି ସହରରେ ଥିବା ଜିନ୍ନା ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଜରୁରୀ ଅବତରଣ କରିଛି । ଜିଓ ନ୍ୟୁଜ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଉଡାଣ ଆରମ୍ଭ କରିଥିବା ଏହି ବିମାନଟି ଦିନ ପ୍ରାୟ ୧୨ଟା ୧୦ରେ କରାଚିରେ ଅବତରଣ କରିଥିଲା । ତେବେ ଅବତରଣର କିଛି ସମୟ ମଧ୍ୟରେ ସମସ୍ତ ୧୨ ଯାତ୍ରୀଙ୍କୁ ନେଇ ବିମାନଟି ପୁଣି ଉଡାଣ ଆରମ୍ଭ କରିଥିଲା । ହେଲେ କେଉଁ କାରଣ ପାଇଁ ବିମାନଟି କରାଚିରେ ଅବତରଣ କଲା ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ସମ୍ପ୍ରଦାୟର ସ୍ଥିତି

ଭାରତରେ ଜୈନ ଏବଂ ୟୁରୋପର ଇହୁଦୀ ସମ୍ପ୍ରଦାୟ ମଧ୍ୟରେ ତୁଳନା କଲେ ଜଣାଯାଏ ଯେ ଏହି ଦୁଇ ସଂଖ୍ୟାଲଘୁ ସମ୍ପ୍ରଦାୟ ନିଜ ଜନସଂଖ୍ୟା ତୁଳନାରେ ଅର୍ଥନୈତିକ କ୍ଷେତ୍ରରେ…

ବରଗଡ଼ରେ ବଢ଼ିଲା ସ୍କୁଲ-କଲେଜ ଛୁଟି ଅବଧି, ଏହି ଦିନ ଖୋଲିବ

ବରଗଡ଼,୧୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କୁଲ, କଲେଜର ଗ୍ରୀଷ୍ମ ଅବକାଶ(ଖରାଛୁଟି) ଅବଧିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପାଣିପାଗ ବିଭାଗର ରିପୋର୍ଟକୁ ନେଇ…

୪ ନୂଆ ଟାଉନ୍‌ ପ୍ଲାନ୍‌ ସ୍କିମ୍‌ ଘୋଷଣାକଲା ବିଡିଏ

ଭୁବନେଶ୍ୱର,୧୮ା୬(ରବିନାରାୟଣ ଜେନା): ଓଡ଼ିଶା ଉନ୍ନୟନ କର୍ତ୍ତୃପକ୍ଷ (ଓଡିଏ) ଆକ୍ଟର ୧୯୮୨ର ଧାରା ୨୩(୧)ର ବ୍ୟବସ୍ଥା ଅନୁଯାୟୀ, ବିଡିଏ ଭୁବନେଶ୍ୱର ବିକାଶ ଯୋଜନା ଅଞ୍ଚଳ (ବିଡିପିଏ)ରେ ୪ଟି ନୂଆ…

ମାଟିତଳୁ ମିଳିଲା ବଙ୍କର ହିଲ୍‌ ଯୁଦ୍ଧ ସମୟର ଦୁର୍ଗ, ଗୁଳି

ବୋଷ୍ଟନ, ୧୮ା୬ (ଏ.ପି.): ଆମେରିକାର ସ୍ୱାଧୀନତା ସଂଗ୍ରାମର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ରଣାଙ୍ଗନ ଭାବେ ପରିଚିତ ‘ବଙ୍କର ହିଲ୍‌’ର ମାଟି ତଳୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ୧୭୭୫ ମସିହା ଯୁଦ୍ଧର ଅନେକ…

ଫିଲ୍ମ ଷ୍ଟାଇଲ୍‌ ଲୁଟ୍‌ ପରେ ପୋଲିସର ଏନ୍‌କାଉଣ୍ଟର, ୨ ସୁନା ଲୁଟେରା ଗୁରୁତର

ଅନୁଗୋଳ,୧୮।୬( ଜ୍ୟୋତି ରଞ୍ଜନ ସାହୁ ): ତାଳଚେରରେ ଏକ ସୁନା ରିଫାଇନେରୀ ଦୋକାନରେ ଫିଲ୍ମ ଷ୍ଟାଇଲରେ ଲୁଟ୍‌ ଘଟଣା ପରେ ଅନୁଗୋଳ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଜୁଲାଇ ୧୫ରେ କାର୍ଯ୍ୟକାରୀ ହେବ ଭାରତ-ବ୍ରିଟେନ୍‌ ଟ୍ରେଡ୍‌ ଡିଲ୍‌

ଏଭିଆନ୍‌-ଲେସ୍‌-ବାଏନ୍ସ, ୧୮।୬: ଭାରତ ଓ ବ୍ରିଟେନ୍‌ ମଧ୍ୟରେ ବିସ୍ତୃତ ଅର୍ଥନୈତିକ ଓ ବାଣିଜ୍ୟ ଚୁକ୍ତିନାମା ଜୁଲାଇ ୧୫ରୁ କାର୍ଯ୍ୟକାରୀ ହେବ। ଏହି ଐତିହାସିକ ଚୁକ୍ତି ସ୍ବାକ୍ଷର ହେବାର…

ମୋଦିଙ୍କୁ ଭେଟିବା ପରେ ଭନ୍‌ ଡେର୍‌ ଲେୟେନ୍‌ଙ୍କ ଘୋଷଣା, ବର୍ଷ ଶେଷ ସୁଦ୍ଧା ଭାରତ-ୟୁରୋପୀୟ ସଂଘ ମଧ୍ୟରେ…

ଏଭିଆନ୍‌-ଲେସ୍‌ବାଏନ୍ସ,୧୮।୬(ପି.ଟି.): ଚଳିତ ବର୍ଷ ଶେଷ ସୁଦ୍ଧା ଭାରତ ଏବଂ ୟୁରୋପୀୟ ସଂଘ (ଇୟୁ) ମଧ୍ୟରେ ମହତ୍ତ୍ୱାକାଂକ୍ଷୀ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫ୍‌ଟିଏ) ସ୍ବାକ୍ଷର ହେବ ବୋଲି ବୁଧବାର…

‘ଇଣ୍ଡୋ-ପାସିଫିକ୍‌ କମାଣ୍ଡ’ ନାଁରୁ ‘ଇଣ୍ଡୋ’ ହଟାଇଲା ଆମେରିକା

ୱାଶିଂଟନ/ନୂଆଦିଲ୍ଲୀ, ୧୮।୬(ପି.ଟି.): ପ୍ରତିରକ୍ଷା ଓ ସାମରିକ ରଣନୀତି କ୍ଷେତ୍ରରେ ଆମେରିକା ବଡ଼ ପଦକ୍ଷେପ ଗ୍ରହଣ କରିଛି। ୮ ବର୍ଷ ତଳର ଏକ ନିଷ୍ପତ୍ତିକୁ ବଦଳାଇ ଆମେରିକା ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri