ସାଙ୍ଗକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ସାଙ୍ଗ: ଆଉ ତା’ପରେ…

ରାଜନଗର,୩।୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ଅନ୍ତର୍ଗତ ରାଜନଗର-ଭିତରକନିକା ମୁଖ୍ୟ ରାସ୍ତାର ଜରିମୂଳ ଛକରେ ମଙ୍ଗଳବାର ବିଳମ୍ବିତ ରାତିରେ ନିଜ ଗାଁର ସାଙ୍ଗକୁ ସାଙ୍ଗ ପଛପଟୁ ଖଣ୍ଡାରେ ହାଣିବା ଦ୍ୱାରା ସାଙ୍ଗର ମୁଣ୍ଡ ଏବଂ ହାତରେ ଗୁରୁତର ଆଘାତ ଲାଗିଛି। ଗୁରୁତର ଅବସ୍ଥାରେ ପ୍ରଥମେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କେନ୍ଦ୍ରାପଡା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଏହି ଘଟଣା ସମ୍ପର୍କରେ ଆହାତ ଯୁବକଙ୍କ ମା’ ରାଜନଗର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, ଚାନ୍ଦିବାଉଁଶମୂଳ ବଜାରରେ ଢୋଲମରା ଗ୍ରାମର ରାହସ ସାମଲଙ୍କ ପୁଅ ଦିବ୍ୟରଞ୍ଜନ ଦୋକାନ କରିଛନ୍ତି। ମଙ୍ଗଳବାର କୌଣସି କାରଣରୁ ତାଙ୍କ ଗାଁ ସାଙ୍ଗ ଗୁନା ବିଶ୍ୱାଳ ବଜାରରେ କାହା ସହିତ ବଚସାରୁ ମାଡ଼ଗୋଳ ହୋଇଥିଲେ। ପରେ ଗୁନା, ସୁନିଆ, ପ୍ରଦୀପ ଦିବ୍ୟ ଦୋକାନରେ ପହଞ୍ଚି ଗାଁ ସାଙ୍ଗ ହୋଇ କାହିଁକି କିଛି ବାଧା ଦେଲୁନି ବୋଲି ଖଣ୍ଡାରେ ଆକ୍ରମଣ କରିଥିବା ଆହତ ଦିବ୍ୟଙ୍କ ମା’ ଜଣାଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଟଙ୍କା: ଉପକୃତ ହେବେ  ୪୧ ଲକ୍ଷରୁ ଊର୍ଦ୍ଧ୍ୱ କୃଷକ ପରିବାର

ଭୁବନେଶ୍ୱର,୩।୯: ରାଜ୍ୟର ଚାଷୀଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବହୁପ୍ରତୀକ୍ଷିତ ’ସିଏମ-କିଷାନ’ (CM-KISAN) ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ…

୨୦୨୭ ବିଶ୍ୱକପ ଖେଳିବେ କି ହିଟମ୍ୟାନ? BCCI ସମୀକ୍ଷା ବୈଠକରେ ନିଆଯାଇଛି ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୩।୯: BCCIର ସମୀକ୍ଷା ବୈଠକରେ ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ଆଲୋଚନା ଉପରେ ସମସ୍ତଙ୍କ ନଜର ଥିଲା। ଗୁରୁବାର ମୁମ୍ବାଇର ବିସିସିଆଇ ମୁଖ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ…

BCCI ବୈଠକ ଶେଷ; ଲକ୍ଷ୍ମଣ ହେବେ ନାହିଁ ନିର୍ଦ୍ଦେଶକ; ଆସିଲା ୫ ଅପଡେଟ

ନୂଆଦିଲ୍ଲୀ,୩।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଗୁରୁବାର (ସେପ୍ଟେମ୍ବର ୩) ଏକ ବୈଠକ କରିଥିଲା, ଯେଉଁଥିରେ ପୁରୁଷ ଦଳର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର, ପୁରୁଷ…

ମେସି ପରେ ଫୁଟବଲରୁ ଅବସର ନେବେ ଏହି କିମ୍ବଦନ୍ତୀ, ଜାଣନ୍ତୁ…

ସରାଜେଭୋ,୩ା୯: ମେସି ପରେ ବୋସନିଆ ଓ ହର୍ଜଗୋଭିନା ଫୁଟବଲ କିମ୍ବଦନ୍ତୀ ଏଡିନ ଜେକୋ ଆସନ୍ତା ମାସରେ ଅନ୍ତର୍ଜାତୀୟ ଫୁଟବଲରୁ ଅବସର ନେବାକୁ ଯାଉଛନ୍ତି। ଏ ନେଇ ଗୁରୁବାର…

ଦିଦିଙ୍କ ଅଲଟିମେଟମ: ’କହିଲେ ଭାଜପା ନେତାଙ୍କ ଘର ବାହାରେ ଧାରଣା ଦେବି’

କୋଲକାତା,୩।୯: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତାରେ ଟିଏମସି କାର୍ଯ୍ୟାଳୟରେ ଭଙ୍ଗାରୁଜାକୁ ନେଇ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଯଦି ଟିଏମସି ବିରୋଧରେ…

୨୦ ଟିଏମସି ବିଦ୍ରୋହୀଙ୍କୁ ବାଚସ୍ପତିଙ୍କ ବଡ଼ ଆଶ୍ୱସ୍ତି; ମହୁଆ ମୋଇତ୍ରା କହିଲେ – ‘ଆଶ୍ଚର୍ଯ୍ୟ…’

କୋଲକାତା,୩।୯: ଲୋକ ସଭା ବାଚସ୍ପତି ଓମ ର୍ବିର୍ଲା ୨୦ ଜଣ ବିଦ୍ରୋହୀ ତୃଣମୂଳ କଂଗ୍ରେସ (TMC) ସାଂସଦଙ୍କୁ ସେମାନଙ୍କ ବିରୁଦ୍ଧରେ ଅଯୋଗ୍ୟତା ପ୍ରକ୍ରିୟା ସମ୍ପର୍କରେ ଜବାବ ଦାଖଲ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଡାକ୍ତର ଅଭାବ, ହନ୍ତସନ୍ତ ହେଉଛନ୍ତି ରୋଗୀ

ଛତ୍ରପୁର,୩ା୯(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ଉପରେ ଦୈନିକ ଶତାଧିକ ରୋଗୀ ନିର୍ଭର କରନ୍ତି । ରୋଗ ପରୀକ୍ଷଣ, ଚକ୍ଷୁ, ପ୍ରସୂତୀ, ଶିଶୁରୋଗ,…

ଧୋନିଙ୍କ IPL ଭବିଷ୍ୟତକୁ ନେଇ ଆସିଲା ନୂଆ ଖବର; ‘Impact Player’ ନିୟମକୁ ନେଇ ପୂର୍ବତନ ସାଥୀ ଖେଳାଳି ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୩।୯: ଏମଏସ ଧୋନି ଆଇପିଏଲ 2027 ରେ ଖେଳିବେ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଠୋସ ସୂଚନା ନାହିଁ। 45 ବର୍ଷୀୟ ପୂର୍ବତନ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri