Posted inଫୁରସତ

ରାଗି କି ଅଗ୍ନିଶମ କର୍ମଚାରୀଙ୍କୁ ଗୋଡ଼ାଇଲା ଗାଈ, ଭିଡିଓ ଦେଖିଲେ…

ପୋଲିସ ଅଧିକାରୀ, ଅଗ୍ନିଶମ କର୍ମଚାରୀ ଏବଂ ଜରୁରିକାଳୀନ କମର୍ଚାରୀମାନେ ଅତ୍ୟନ୍ତ କଷ୍ଟଦାୟକ ପରିସ୍ଥିତିର ସମ୍ମୁଖୀନ କରିଥାନ୍ତି। ମାତ୍ର ବେଳେବେଳେ ସେମାନେ କିଛି ବିଚିତ୍ର ପରିସ୍ଥିତିର ସାମ୍ନା କରିଥାନ୍ତି। ଯାହା ଦେଖିଲେ ବିଶ୍ୱାସ କରି ହୁଏ ନାହିଁ। ଅଷ୍ଟ୍ରେଲିଆର ନ୍ୟୁ ସାଉ୍‌୍‌ ଓ୍ବେଲ୍ସର ଅଗ୍ନିଶମ କର୍ମଚାରୀ ଏମିତି ଏକ ଘଟଣାର ସମ୍ମୁଖୀନ ହୋିଛନ୍ତି। ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟଚକିତ କରିଛି। ହଠାତ୍‌ ଏକ ଗାଈ ରାଗି କି ଜଣେ ଅଗ୍ନିଶମ କର୍ମଚାରୀଙ୍କୁ ଗୋଡ଼ାଉଥିବା ଭିଡିଓରେ ଦେଖିବାକୁ ମିଳିଛି। ଭିଡିଓଟିକୁ ଅଗ୍ନି ଏବଂ ଉଦ୍ଧାରକାରୀ ଏନ୍‌ଏସ୍‌ଡବ୍ଲ୍ୟୁ ଷ୍ଟେଶନ ୦୮୨ ରିଚମଣ୍ଡ ଏହାକୁ ଫେସ୍‌ବୁକରେ ଶେୟାର କରିଛନ୍ତି। ଅଗ୍ନିଶମ କର୍ମଚାରୀ ହାଇଡ୍ରାଣ୍ଟର ଯାଞ୍ଚ କରୁଥିବା ବେଳେ ଏକ ଗାଈ ତାଙ୍କ ଉପରେ ଆକ୍ରମଣ କରିଥିଲା। ଭିଡିଓକୁ ଫେସ୍‌ବୁକରେ ପୋଷ୍ଟ କରି କ୍ୟାପଶନ ଲେଖାଯାଇଥିଲା ‘ ଫାୟାର ଆଣ୍ଡ୍‌ ରେସ୍‌କ୍ୟୁ ଏନ୍‌ଏସଡବ୍ଲ୍ୟୁରେ ଆମେ ଯାହା ବି କରିବାକୁ ପ୍ରସ୍ତୁତ। କିନ୍ତୁ ରାଗିଥିବା ଗାଈ ପଛରେ ଗୋଡ଼ାଇବା ବ୍ୟତୀତ।
ନଭେମ୍ବର ୨୯ରେ ଏହି ଘଟଣା ଘଟିଥିଲା। ଏହା ଶେୟାର ହେବା ପରଠାରୁ ୬୦୦ରୁ ଅଧିକ ପ୍ରତିକ୍ରିୟା ଏବଂ ପ୍ରାୟ ୫୦୦ କମେଣ୍ଟ ମିଳିଛି। କିଛି ୟୁଜର ପ୍ରତିକ୍ରିୟା ଦେଇ କହିଛନ୍ତି, ଏହା ହାସ୍ୟାସ୍ପଦ କଥା ନୁହେଁ। ଆଉ ଜଣେ ୟୁଜର ଲେଖିଛନ୍ତି, ଏହି ଘଟଣାରେ ତାଙ୍କ ସାଙ୍ଗ ଏବଂ ସହକର୍ମଚାରୀମାନେ ଭିଡିଓ ପ୍ରସ୍ତୁତ କରିଛନ୍ତି। ଯାହା ଅତ୍ୟନ୍ତ ଦୁଃଖଦାୟକ।


Enter your email to get our daily news in your inbox.

All Right Reserved By Dharitri.Com

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

ରାଜନୈତିକ ରାଲିରେ ସ୍କୁଲ ଛାତ୍ରୀଛାତ୍ରଙ୍କ ସାମିଲ: ୭ ଦିନ ମଧ୍ୟରେ ଜବାବ ତଲବ

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଆୟୋଜିତ ଏକ ରାଜନୈତିକ ପ୍ରତିବାଦ ସଭାରେ ସ୍କୁଲ ସମୟରେ ନାବାଳକ ଓ ନାବାଳିକା ଛାତ୍ରୀଛାତ୍ରଙ୍କୁ ସାମିଲ କରାଯାଇଥିବା…

ରାତିରେ ମହିଳାଙ୍କ ଘରେ ପ୍ରବେଶ କରୁଥିଲେଏଏସଆଇ: ଧରିପକାଇ ପିଟିଦେଇଗଲେ ଲୋକେ, ଭିଡିଓ ଭାଇରାଲ୍

ନୟାଗଡ, ୧୧।୭(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ରଣପୁର ଥାନା ଅଞ୍ଚଳରେ ଜଣେ ଏଏସଆଇଙ୍କୁ ଅଟକ ରଖି ମାଡ଼ ମରାଯିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ…

ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ: ବିଦ୍ୟାଳୟରେ ପଶି ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ଘେରିଲେ ଗ୍ରାମବାସୀ, ପ୍ରଧାନଶିକ୍ଷୟିତ୍ରୀଙ୍କ ନିଲମ୍ବନ ପରେ…

ବୈଶିଙ୍ଗା,୧୧ା୭(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡ଼ଦେଉଳିଆ ପ୍ରାଥମିକ ବିଦ୍ୟାଳୟର ଜନୈକ ୫ମ ଶ୍ରେଣୀ ଛାତ୍ର ସାପକାମୁଡ଼ାରେ ଗୁରୁତର ହୋଇ କଟକ ବଡ଼ ଡାକ୍ତରଖାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri