ଆଜି ବସିବ ଛତିଶା ନିଯୋଗ ବୈଠକ

ପୁରୀ ଅଫିସ, ୨୫।୫: ପୁରୀ ଶ୍ରୀମନ୍ଦିରରେ ବୁଧବାର ଛତିଶା ନିଯୋଗ ବୈଠକ ବସିବ । ନୀଳାଦ୍ରି ଭକ୍ତ ନିବାସରେ ଦିନ ୧୨ଟାରେ ଏହି ବୈଠକ ବସିବ । ପ୍ରଥମେ ବିଶେଷକରି ରାଜେନ୍ଦ୍ରା ଭିଷେକ, ରୁକ୍ମିଣୀ ହରଣ ଏକାଦଶୀ, ଚମ୍ପକ ଦ୍ୱାଦଶୀ, ଦଇତାପତି ପ୍ରବେଶ, ସେନାପଟା ଲାଗି, ଦେବସ୍ନାନ ପୂର୍ଣ୍ଣିମା, ଚକାବିଜେ, ଖଳିଲାଗି ଏକାଦଶୀ, ରାଜପ୍ରସାଦ ବିଜେ, ଘଣାଲାଗି ଓ ବନକଲାଗି, ନବଯୌବନ ଦର୍ଶନ ସହ ଶ୍ରୀଗୁଣ୍ଡିଚା ଯାତ୍ରା, ସା ଦର୍ଶନ, ବାହୁଡ଼ା ଯାତ୍ରା, ସୁନାବେଶ ଓ ନୀଳାଦ୍ରି ବିଜେ ନୀତି ନେଇ ଆଲୋଚନା ହେବ। ଦୁଇବର୍ଷ ପରେ ରଥଯାତ୍ରାରେ ଭକ୍ତ ସାମିଲ ହେବାକୁ ଯାଉଥିବାରୁ ଏହାକୁ ଶୃଙ୍ଖଳିତ କରିବା ପ୍ରସଙ୍ଗରେ ମଧ୍ୟ ଆଲୋଚନା ହେବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବାକୁ ଥିବା ବେଳେ ଜିଲାପାଳ, ଏସ୍‌ପି, ଶ୍ରୀମନ୍ଦିର ପ୍ରଶାସନିକ କର୍ମଚାରୀ ଓ ଛତିଶା ନିଯୋଗର ସମସ୍ତ ସଦସ୍ୟ ଉପସ୍ଥିତ ରହିବେ ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ନିଷ୍ପତ୍ତି ନେଲେ ସରକାର; ଅଫିସ୍‌ରେ ବଦଳିବ ମେନ୍ୟୁ! ହଟିବ ଜଙ୍କ ଫୁଡ୍‌

ମୁମ୍ବାଇ,୩ା୯: ଆଧୁନିକ ଜୀବନଶୈଳୀରେ ଜଙ୍କ ଫୁଡ୍‌ର ବଢ଼ୁଥିବା ଚାହିଦା ମଧ୍ୟରେ ମହାରାଷ୍ଟ୍ର ସରକାର ଏବେ ଏହାକୁ ନେଇ କଡ଼ା ପଦକ୍ଷେପ ନେଇଛନ୍ତି । ସରକାରୀ କାର୍ଯ୍ୟାଳୟର କ୍ୟାଣ୍ଟିନ୍‌ରେ…

ଆକ୍ସନ ମୋଡ୍‌ରେ ବିଇଓ: ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ, ଦୁଇ ଶିକ୍ଷକଙ୍କ ଦରମା ବନ୍ଦ

ଉଦଳା,୩ା୯(ସନ୍ତୋଷ ବାଛିନୀ): ଆକ୍ସନ ମୋଡ୍‌ରେ କପ୍ତିପଦା ବିଇଓ। କାର୍ଯ୍ୟରେ ଅବହେଳା ଏବଂ ନିୟମ ଉଲ୍ଲଂଘନ ପାଇଁ ଜଣେ ପ୍ରଧାନଶିକ୍ଷକଙ୍କୁ ନିଲମ୍ବନ କରିବା ସହିତ ଦୁଇ ଜଣଙ୍କ ଦରମା…

ପୁଣି ଫୁଲିଲା ହୀରାକୁଦ, ଏବେ ୪ ଗେଟ୍‌ ଦେଇ ହେଉଛି ଜଳ ନିଷ୍କାସନ

ସମ୍ବଲପୁର,୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଜଳସ୍ତର କ୍ରମଶଃ ବୃଦ୍ଧି ପାଇ ୬୨୭ ଫୁଟ ଟପିଯାଇଛି। ଫଳରେ ଗୁରୁବାର ସକାଳେ ପୁଣି ୨ଟି ସ୍ଲୁଇସ ଗେଟ୍‌ ଖୋଲି ଦିଆଯାଇଛି।…

୩ ରାଶିଙ୍କ ପାଇଁ ଆରମ୍ଭ ହେଲା ଗୋଲ୍ଡେନ ଟାଇମ୍‌, ୬୪ ଦିନ ଯାଏ ସଫଳତା ସହ ଅପାର ଧନଲାଭ!

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ଅତ୍ୟନ୍ତ ଶୁଭ ଗ୍ରହ ଭାବେ ବିବେଚନା କରାଯାଏ। ଶୁକ୍ର ଭୌତିକ ସୁଖ, ବିଳାସିତା, ପ୍ରେମ, ସୌନ୍ଦର୍ଯ୍ୟ ଓ ଆକର୍ଷଣର କାରକ ଗ୍ରହ। କୁହାଯାଏ,…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷୟିତ୍ରୀ ପୂରବୀ ପରିଡ଼ା

ନବରଙ୍ଗପୁର,୩ା୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଶିକ୍ଷାକ୍ଷେତ୍ର ପାଇଁ ଆସିଛି ଆଉ ଏକ ଗୌରବର ଖବର। ଜିଲାର ଶାରୀରିକ ଶିକ୍ଷା ଶିକ୍ଷୟିତ୍ରୀ ପୂରବୀ ପରିଡ଼ା ଚଳିତବର୍ଷ ଗୁରୁଦିବସ ଅବସରରେ…

ଭାରତକୁ ମାଡି ଆସୁଛି ଭୟଙ୍କର ବିପଦ! ବଡ଼ ଚେତାବନୀ ଦେଲା UN

ନୂଆଦିଲ୍ଲୀ,୩।୯: ବିଶ୍ୱ ତାପମାତ୍ରା ବୃଦ୍ଧି ଓ ଜଳବାୟୁ ପରିବର୍ତ୍ତନକୁ ନେଇ ପୁଣିଥରେ ଚେତାବନୀ ଦେଇଛି ମିଳିତ ଜାତିସଂଘ। ବିଶ୍ୱ ତାପମାତ୍ରା ୧.୫ ଡିଗ୍ରୀ ସେଲସିୟସ ବୃଦ୍ଧି ସୀମାକୁ…

‘ଅଭିଜିତ ଦୀପକେଙ୍କ ସହ ଡିଲ୍ କରିଛନ୍ତି କେଜ୍ରିୱାଲ୍’, ବଡ଼ ଅଭିଯୋଗ ଆଣିଲେ ମନୀଷ

ନୂଆଦିଲ୍ଲୀ,୩।୯: କକରୋଚ୍ ଜନତା ପାର୍ଟି (CJP) ପରେ ଏବେ ‘କକରୋଚ୍ ଜନତା ପାର୍ଟି ଡେମୋକ୍ରାଟିକ’ (CJPD) ଘୋଷଣା ହୋଇଛି । ମନୀଷ ବ୍ରହ୍ମଭଟ୍ଟ ଗୁରୁବାର ଏହି ଘୋଷଣା…

ମୋଦିଙ୍କ ପଦାଙ୍କ ଅନୁସରଣ କଲେ ଯୋଗୀ! ଇନଷ୍ଟାଗ୍ରାମରେ ରିଲ ପୋଷ୍ଟ କରି କହିଲେ…

ଲକ୍ଷ୍ନୌ,୩।୯: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୋସିଆଲ ମିଡିଆ ପ୍ଲାଟଫର୍ମ ଇନଷ୍ଟାଗ୍ରାମରେ ଏକ ରିଲ ପୋଷ୍ଟ କରିଛନ୍ତି। ଏହି ସେଲଫି-ଶୈଳୀର ରିଲ୍ସରେ ବାବା ନୀବ କରୋରିଙ୍କ ପବିତ୍ର ଭୂମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri