Advertisement

ବସିବ ଛତିଶା ନିଯୋଗ ବୈଠକ: ରାଷ୍ଟ୍ରପତିଙ୍କ ଶ୍ରୀମନ୍ଦିର ଦର୍ଶନ ନେଇ ହେବ ଆଲୋଚନା

ପୁରୀ ଅଫିସ,୪।୧୧: ଆସନ୍ତା ୧୦ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଗସ୍ତ ସମୟରେ ପୁରୀ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ ବୋଲି ଜଣାପଡିଛି। ଏଥିପାଇଁ ଆଜି ସନ୍ଧ୍ୟାରେ ଛତିଶା ନିଯୋଗ ବୈଠକ ବସିବ। ବୈଠକରେ ରାଷ୍ଟ୍ରପତିଙ୍କ ଶ୍ରୀମନ୍ଦିର ଦର୍ଶନ ନେଇ ବୈଠକରେ ହେବ ଆଲୋଚନା ହେବ। ଏନେଇ ଶ୍ରୀମନ୍ଦିର ପରିଚାଳନା କମିଟି ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଜିଲାରେ ପୁଣି ୪ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୨୧୦ରେ ପହଞ୍ଚିଲା

ବରଗଡ଼ ଅଫିସ,୧୭ା୭: ବରଗଡ଼ ଜିଲାରେ ଶୁକ୍ରବାର ପୁଣି ୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନେ ସମସ୍ତେ ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମର ବୋଲି...

ରାଜନୈତିକ ଶତ୍ରୁତାରୁ ୨ ବିଜେଡି ନେତାଙ୍କୁ ହତ୍ୟା ଘଟଣା: ପୋଲିସ କବ୍‌ଜାରେ ୬ ସନ୍ଦିଗ୍ଧ

ଦିଗପହଣ୍ଡି,୨୮।୪(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଚଷାନିମଖଣ୍ଡି ପଞ୍ଚାୟତର ସଉରା ପାହାଡ ଗାଁ ନିକଟ ରାସ୍ତା ପାର୍ଶ୍ୱରେ ଗତ ଶନିବାର ପାଳଝାଡି ଗ୍ରାମର ୨...

ତହସିଲ ସମ୍ମୁଖରେ ବିକ୍ଷୋଭ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଲଖନପୁର,୪।୧୧(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଲଖନପୁର ତହସିଲ ସମ୍ମୁଖରେ ସୋମବାର ହୀରାକୁଦ ବୁଡି ଅଞ୍ଚଳ ସମିତି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସମିତିର ସଭାପତି ବାସୁଦେବ...

ଭୋଟର ତାଲିକା ପ୍ରସ୍ତୁତିରେ ଅନିୟମିତତା ଅଭିଯୋଗ

ଭଣ୍ଡାରିପୋଖରୀ, ୨୯।୫: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ନାଆଁମୀ ଓ ନଗୁଆଁ ସମବାୟ ସମିତିରେ ନିର୍ବାଚନ ପାଇଁ ପ୍ରକାଶିତ ଭୋଟର ତାଲିକାରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ...

ପେନ୍‌ସନ୍‌ ଟଙ୍କା ଆତ୍ମସାତ୍‌ ମାମଲା: କନିଷ୍ଠ କିରାଣି ପ୍ରମୋଦ ରଥ ଗିରଫ

ବଲାଙ୍ଗୀର ଅଫିସ,୨୯।୧୨: ପେନ୍‌ସନ୍‌ ଟଙ୍କା ହଡପ୍‌ ମାମଲାରେ ବଲାଙ୍ଗୀର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ(ବିଇଓ) ଅଫିସର ନିଲମ୍ବିତ କନିଷ୍ଠ କିରାଣି ପ୍ରମୋଦ ରଥଙ୍କୁ ଭିଜିଲାନ୍ସ ମଙ୍ଗଳବାର ଗିରଫ...

ବିଭାଗୀୟ ତ୍ରୁଟି ବଢ଼ାଉଛି ସଡ଼କ ଦୁର୍ଘଟଣା

ଭୁବନେଶ୍ୱର, ୮ା୬(ବ୍ୟୁରୋ): ସଡ଼କ ଦୁର୍ଘଟଣା ରୋକିବା ପାଇଁ ଓଡ଼ିଶା ସରକାରଙ୍କୁ ସୁପ୍ରିମକୋର୍ଟ ବାରମ୍ବାର ଭର୍ତ୍ସନା କରିବା ସତ୍ତ୍ୱେ କୌଣସି ଲାଭ ମିଳୁନାହିଁ। ରାସ୍ତା ଦୁର୍ଘଟଣା କ୍ଷେତ୍ରରେ...

ଅନୁଗୋଳରେ ଗଡ଼ବଡ଼ କରୁଛି ଆର୍‌ଆର୍‌ଟି

ଅନୁଗୋଳ ଅଫିସ,୧୭।୧୦ ଅନୁଗୋଳ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭ ହଜାର ପାର୍‌ କଲାଣି। ବିଶେଷକରି ସେପ୍ଟେମ୍ବର ଓ ଅକ୍ଟୋବର ମାସରେ ସଂକ୍ରମଣ ଦ୍ରୁତଗତିରେ ବଢ଼ୁଛି।...

CORONAVIRUS UPDATE: ଦିନକରେ ଚିହ୍ନଟ ହେଲେ ୨୦୦ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୩,୭୨୩

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ରାଜ୍ୟରେ ଶନିବାର ୨୦୦ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ୨୨୫ ଜଣଙ୍କୁ ମିଶାଇଲେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୭୨୩ରେ...

Advertisement
Archives

Model This Week