ଛତିଶା ନିଯୋଗ ବୈଠକ: ଅକ୍ଷୟ ତୃତୀୟା, ଚନ୍ଦନ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ

ପୁରୀ ଅଫିସ, ୧୮।୪ : ପୁରୀରେ ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ସ୍ଥିର ହୋଇଛି । ଆସନ୍ତା ୨୩ ତାରିଖ ପବିତ୍ର ଅକ୍ଷୟ ତୃତୀୟାରେ ଭୋର୍‌ ୩ ଟାରୁ ଶ୍ରୀମନ୍ଦିର ଦ୍ୱାର ଫିଟିବ । ଦୈନନ୍ଦିନ ନୀତି ପରେ ଅପରାହ୍ନ ୪ଟାରେ ରଥଖଳାକୁ ଆଜ୍ଞାମାଳ ବିଜେ କରାଯିବ । ନୀଳାଦ୍ରି ଭକ୍ତ ନିବାସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଛତିଶା ନିଯୋଗ ବୈଠକରେ ଏ ନେଇ ଆଲୋଚନା ହୋଇଛି ।
ଏହି ବୈଠକ ପୂର୍ବରୁ ନୀତି ସବ୍‌ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ଅକ୍ଷୟ ତୃତୀୟା ଓ ୨୧ ଦିନଧରି ଚାଲିବାକୁ ଥିବା ବାହାର ଚନ୍ଦନ ଯାତ୍ରା ଏବଂ ଏହାର ପରବର୍ତ୍ତୀ ୨୧ ଦିନ ଭିତର ଚନ୍ଦନ ଯାତ୍ରାର ନୀତିର୍ନିଘଣ୍ଟ ସମ୍ପର୍କରେ ଆଲୋଚନା ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?