ଗୃହରେ ଛତୁଆ ଝଡ଼: ବିଧାୟକଙ୍କ ପ୍ରଶ୍ନରେ ଏମିତି ଜବାବ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧।୮: ବିଧାସଭାରେ ପ୍ରଶ୍ନୋତ୍ତର କାର୍ଯ୍ୟ ଶନିବାର ବେଶ ସୁରୁଖୁରୁରେ ଚାଲୁଥିବା ଦେଖିବାକୁ ମିଳିଛି। ତେବେ ବିଧାୟକମାନେ ପଚାରୁଥିବା ବିଭିନ୍ନ ପ୍ରଶ୍ନର ବିଭାଗୀୟ ମନ୍ତ୍ରୀ ଉତ୍ତର ରଖଛନ୍ତି ।
ଶିଶୁ ଓ ଗର୍ଭବତୀ ମହିଳାଙ୍କୁ ଅଙ୍ଗନଓ୍ବାଡି ମାଧ୍ୟମରେ ପୃଷ୍ଟିକର ଖାଦ୍ୟ ପଦାର୍ଥ ଯୋଗାଇ ଦିଆଯାଉଛି। ଅନ୍ୟପକ୍ଷେ ଗୃହରେ ଛତୁଆ ବଣ୍ଟନକୁ ନେଇ ଚର୍ଚ୍ଚା ହେଉଛି । ଏକାଧିକ ବିଧାୟକ ଛତୁଆକୁ ନେଇ ଗୃହରେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏ ନେଇ ବାଚସ୍ପତି ସୁରମା ପାଢ଼ୀ ଗୃହରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଝନ୍ତି। ନିମ୍ନମାନର ଛତୁଆ ଯୋଗାଉଥିବା ଏଜେନ୍ସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ଅନ୍ୟପକ୍ଷେ ୫ବର୍ଷରେ କେଉଁ ଏଜେନ୍ସି ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଛି ବିବରଣୀ ମାଗିଛନ୍ତି। ଏସବୁ ଏଜେନ୍ସି ସହ ଛତୁଆର ମାନ ଯାଞ୍ଚ କରି ରିପୋର୍ଟ ଦିଆଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହ ଯାଞ୍ଚ କମିଟି ଗଠନ କରାଯିବ। ସୁପରଭାଇଜରମାନେ ଛତୁଆ ପ୍ରସ୍ତୁତି ବେଳେ ଏହାର ମାନ ଯାଞ୍ଚ କରିବେ। ଛତୁଆର ସାମ୍ପ୍ୟୁଲ ଟେଷ୍ଟ କରାଯିବ ବୋଲି ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି।

ବିଧାନସଭା ଦ୍ବିତୀୟ ପ୍ରର୍ଯ୍ୟାୟ ଅଧିବେଶନର ଆଜି ଦଶମ ଦିନ । ଆଜି ବି ଗୃହ ବେଶ୍ ସରଗରମ ରହିବ । ଗୃହରେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଛି । ମହିଳା ଶିଶୁ ବିକାଶ, ନିର୍ମାଣ, ପର୍ଯ୍ୟଟନ, ଅବକାରୀ, ମିଶନ ଶକ୍ତି ଓ ଆଇନ ବିଭାଗର ପ୍ରଶ୍ନକାଳ ରହିଛି । ଶୂନ୍ୟକାଳରେ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗକୁ ବିରୋଧୀ ଉଠାଇପାରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri