ଚାକିରି ଲୋଭ ଦେଖାଇ ଠକେଇ, ବାନ୍ଧିଲା ପୋଲିସ

ଭୁବନେଶ୍ୱର,୫।୬(ବ୍ୟୁରୋ): ବିଭିନ୍ନ ବଡ଼ବଡ଼ କମ୍ପାନୀରେ ଚାକିରି କରାଇ ଦେବାକୁ କହି ଟଙ୍କା ଠକେଇ ଅଭିଯୋଗ ହୋଇଛି। ଏଭଳି ଘଟଣା ଘଟିଛି ମଞ୍ଚେଶ୍ୱର ଥାନା ଅଞ୍ଚଳରେ। ଚାକିରି ଆଶାୟୀଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଠକାମୀ ଅଭିଯୋଗରେ ସାଇବର ଥାନା ପୋଲିସ ଜଣଙ୍କୁ ଗିରଫ କରିଛ। ସେ ହେଲେ ଢେଙ୍କାନାଳ ମୋଟଙ୍ଗାର ଦିଲ୍ଲୀପ କୁମାର ବେହେରା। ସେ ମଞ୍ଚେଶ୍ୱର ଥାନା ଇଞ୍ଝଣା ଗ୍ରାମରେ ରହୁଥିଲେ । ଦିଲ୍ଲୀପଙ୍କ ଠାରୁ ବିଭିନ୍ନ ବ୍ୟାଙ୍କର ପାସ୍‌ବୁକ୍‌, ନକଲି ନିଯୁକ୍ତିପତ୍ର ଓ ୩ଟି ମୋବାଇଲ ଫୋନ ଜବତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମାଘ ଷଷ୍ଠୀ : ସ୍ନାନମଣ୍ଡପକୁ ବିଜେ ହେବେ ୩ ମହାଦେବ

କୋଣାର୍କ,୩୧।୧(ଡି.ଏନ୍‌.ଏ.): ଚନ୍ଦ୍ରଭାଗାରେ ମାଘ ସପ୍ତମୀ ବୁଡ଼ ନିମନ୍ତେ ପୁରୀ ଜିଲା ପ୍ରଶାସନ ଓ କୋଣାର୍କ ଏନ୍‌ଏସି କର୍ତ୍ତୃପକ୍ଷଙ୍କ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ଶ୍ରଦ୍ଧାଳୁଙ୍କ ସ୍ନାନ...

ଫନୀକୁ ନେଇ ନିର୍ମିତ ‘ମର୍ସି ଅଫ୍‌ ଗଡ୍‌’ : ଆମେରିକାରେ ୬ ପୁରସ୍କାର ଜିତିଲା ଅମର୍ତ୍ତ୍ୟଙ୍କ ଫିଲ୍ମ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ) : ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଖ୍ୟାତି ଅର୍ଜନ କରିଥିବା ଫିଲ୍ମ ନିର୍ମାତା ଅମର୍ତ୍ତ୍ୟ ଭଟ୍ଟାଚାର୍ଯ୍ୟ ପୁଣିଥରେ ଓଡ଼ିଶା ଏବଂ ଓଡ଼ିଆ ଫିଲ୍ମକୁ ବିଶ୍ୱସ୍ତରୀୟ ମଞ୍ଚରେ...

ପୁରୀ ହାଜତ ମୃତ୍ୟୁ ମାମଲା: ସତ୍ୟ ପାଠ ଦାଖଲ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୧।୧(ବ୍ୟୁରୋ): ପୁରୀ ହାଜତ ମୃତ୍ୟୁ ମାମଲାରେ ରାଜ୍ୟ ସରକାର ସତ୍ୟପାଠ ଦାଖଲ କରିଛନ୍ତି। ସରକାର ପୋଲିସ ହେପାଜତରେ ମୃତ୍ୟୁ ଘଟଣାକୁ ଅସ୍ବୀକାର କରିଛନ୍ତି। ଏହା ସହ...

କେହି ଶୁଣିଲେନି, କରୋନା ମୃତକଙ୍କୁ କାନ୍ଧ ଦେଲେ ବିଡିଓ, ସରପଞ୍ଚ

ଭଦ୍ରକ ଅଫିସ,୧୭।୬: କରୋନା ଭୟରେ ମୃତଦେହ ପାଖ ମାଡ଼ିଲେନି ସାହି ଭାଇ କିମ୍ବା ସମ୍ପର୍କୀୟ। ଫଳରେ ସ୍ଥାନୀୟ ସରପଞ୍ଚ ଓ ବିଡିଓ ଆଗେଇ ଆସି ମୃତକଙ୍କୁ...

ସୁସ୍ଥ ହେଲେ ୧୬୭୩ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ

ଭୁବନେଶ୍ୱର,୧୨।୮(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୧୬୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ସର୍ବାଧିକ ୩୮୯ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୧୭୭,...

ଏନ୍‌ଆଇଏଫ୍‌ଟି ପରୀକ୍ଷା ସର୍ବଭାରତୀୟ ସ୍ତରରେ କୋରାପୁଟ ଝିଅ ଅନ୍ବେଷା ଅର୍ପିତା

କୋରାପୁଟ,୨୩ା୫(ସ୍ବ.ପ୍ର.): ଏନ୍‌ଆଇଏଫ୍‌ଟି (ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫେଶନ ଟେକ୍ନୋଲୋଜି) ପରୀକ୍ଷାରେ ସର୍ବଭାରତୀୟ ସ୍ତରରେ ୬୨ତମ ର଼୍ୟାଙ୍କ ପାଇଛନ୍ତି କୋରାପୁଟ ଝିଅ ଅନ୍ବେଷା ଅର୍ପିତା ପାତ୍ର। ଏନେଇ...

୨ଦିନ ପରେ ଭୋଟ, ଜୋର ଧରିଲା ପ୍ରଚାର: ବାଜିମାରିବା ଲକ୍ଷ୍ୟରେ ସବୁ ଦଳ

ଢେଙ୍କାନାଳ ଅଫିସ, ୨୧।୪- ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ଆସନ୍ତା ମଙ୍ଗଳବାର ଅନୁଷ୍ଠିତ ହେଉଛି। ମତଦାନକୁ ୨ଦିନ ଥିବାବେଳେ ସବୁ ଦଳ ପକ୍ଷରୁ ପ୍ରଚାର...

ପାଟକୁରା ନିର୍ବାଚନ; ବିଜେଡି-ଭାଜପା ଫ୍ରେଣ୍ଡଲି ଲଢୁଛନ୍ତି : ତାରା

ଭୁବନେଶ୍ୱର,୭।୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନ ତାରିଖ ଘୋଷଣା ପରେ ପୁଣି ଓଡ଼ିଶା ରାଜନୀତି ପାଣିପାଗ ସରଗରମ ହୋଇଉଠିଛି। ଅପରପକ୍ଷେ ରାଜ୍ୟ ସଭା ଆସନ ଲାଗି...

Advertisement
Archives

Model This Week