ନିର୍ମାଣର ୧୦ ଦିନରେ ଭାଙ୍ଗିଗଲା ଚେକ୍‌ ଡ୍ୟାମ

କଣ୍ଟିପାଳ,୨୨ା୭ (ସୁଶାନ୍ତ କୁମାର ସାହୁ ): ମରୁଡି ସମସ୍ୟାକୁ ଦୂର ପାଇଁ ଚାଷ ଜମିରେ ଜଳ ସେଚନ ପାଇଁ ବିଭିନ୍ନ ସୁବିଧା କରାଯାଉଛି। କେଉଁଠି କେନାଲ ସାହାଯ୍ୟରେ ତ କେଉଁଠି ଲିଫ୍ଟ ପଏଣ୍ଟ କରି ଛୋଟ ଛୋଟ ନାଳରେ ଚେକ ଡ୍ୟାମ ମାଧ୍ୟମରେ ଜଳସେଚନ କରାଯାଉଛି। ମାତ୍ର ଅନେକ ସ୍ଥାନରେ ନିମ୍ନମାନର କାମ ଯୋଗୁ ସୁବିଧା ଚାଷୀ ପାଇପାରୁନାହାନ୍ତି। ଏଭଳି ଏକ ଅଭିଯୋଗ ଆସିଛି କେନ୍ଦୁଝର ଜିଲା କଣ୍ଟିପାଲ ପଞ୍ଚାୟତରୁ। ପଞ୍ଚାୟତ ଅନ୍ତର୍ଗତ ଅଁଳାପାଳ ଗ୍ରାମରେ ଚାଷ ଜମିକୁ ଜଳ ସେଚନ ପାଇଁ ୧୦ ଲକ୍ଷ ଟଙ୍କା ବ୍ୟୟରେ ୧୦ ଦିନ ପୂର୍ବେ ଏକ ଚେକ୍‌ ଡ୍ୟାମ ନିର୍ମାଣ ହୋଇଥିଲା। ମାତ୍ର ନିମ୍ନମାନର କାର୍ଯ୍ୟ ଯୋଗୁ ଏହା ଭାଙ୍ଗିଯାଇଛି। ଏହାର ତଦନ୍ତ କରିବା ସହ ପୁନର୍ବାର ଉନ୍ନତମାନର କାମ କରିବା ପାଇଁ ସ୍ଥାନୀୟ ଚାଷୀ ଦାବି କରିଛନ୍ତି। ଏ ନେଇ କନିଷ୍ଠ ଯନ୍ତ୍ରୀ ଜିତ ମୋହନ ଟୁଡ଼ୁ କହିଛନ୍ତି, ଏହା ଜିଓଟ୍ୟାଗ୍‌ ହୋଇନି କି ଏଠାରେ ଫଳକ ଲାଗିନି। ଏ ପର୍ଯ୍ୟନ୍ତ ଫାଇଲ ମଧ୍ୟ ହୋଇନାହିଁ। କାର୍ଯ୍ୟ କିପରି ହେଲା ସେ କହିପାରିବେ ନାହିଁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳିଙ୍ଗା ଘାଟିରେ ଡ୍ରେନକୁ ଖସିଲା ବସ: ଘନ କୁହୁଡି ଯୋଗୁ…

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଓ କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରେ ମାଟି ଓ ପଥର ଖସିବା ପରଠୁ ଘାଟିରେ କିଛି ଦିନ...

ରକ୍ତ ନେଇ HIV ସଂକ୍ରମିତ ହେଲେ ଥାଲାସେମିଆ ପୀଡିତ ୫ ଶିଶୁ: ୨ ଡାକ୍ତର ସସପେଣ୍ଡ

ନୂଆଦିଲ୍ଲୀ,୧୯ା୧୨: ମଧ୍ୟପ୍ରଦେଶର ସତନା ଜିଲାରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଥାଲାସେମିଆ ରୋଗରେ ପୀଡ଼ିତ ୫ ଜଣ ଶିଶୁଙ୍କୁ ସରକାରୀ ଡାକ୍ତରଖାନାରେ ରକ୍ତ ଦିଆଯିବା...

ପୌଷ ଅମବାସ୍ୟାରେ ଖୋଲିବ ଏହି 3 ରାଶିର ଭାଗ୍ୟ, ସବୁ କ୍ଷେତ୍ରରେ ମିଳିବ ସଫଳତା

ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...

ଅଞ୍ଚଳ ପାଇଁ ଗୌରବ ଆଣିଲେ କଳାହାଣ୍ଡି ଛାତ୍ର ଟେକ: ଖେଳିଗଲା ଖୁସିର ଲହରୀ

କର୍ଲାମୁଣ୍ଡା, ୧୯।୧୨ (ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁର୍ଶୁଲାସ୍ଥିତ ଅମର ଡିଗ୍ରୀ କଲେଜର ଛାତ୍ର ଟେକ ବଗର୍ତ୍ତୀ ଆସନ୍ତା ଜାନୁଆରୀ ୨୬ରେ ନୂଆଦିଲ୍ଲୀ...

ବୃଦ୍ଧି ପାଉଛି ଶୀତ ପ୍ରକୋପ, ଏହି ଜିଲାରେ ଶନିବାର ସକାଳୁଆ ସ୍କୁଲ ହେବନି

ବ୍ରହ୍ମପୁର,୧୯ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଶିକ୍ଷାଧିକରୀଙ୍କ କାର୍ଯ୍ୟାଳୟର ଚିଠି ସଂଖ୍ୟା ୨୫୮୩୦ ଅନୁଯାୟୀ ଚଳିତ ସପ୍ତାହରୁ ଜିଲାର ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ...

ଚାଷୀଙ୍କ ଚେତାବନୀ: ୨୦ ସୁଦ୍ଧା ସମସ୍ତ ଟୋକନ ନ ଆସିଲେ ଆନ୍ଦୋଳନ ତୀବ୍ରତର

ଅତାବିରା/ଗୋଡ଼ଭଗା , ୧୯ା୧୨(ଯୁଧିଷ୍ଠିର ମହାପାତ୍ର/ସୁରେଶ ଦାସ):ଧାନର ଅଭାବୀ ବିକ୍ରି ସହ ୪ ଦଫା ଦାବି ନେଇ ରାଜ୍ୟ କୃଷକ ସଂଗଠନ ଗତ ୯ ତାରିଖ ଏନ୍‌ଏଚ୍‌...

ମଣ୍ଡିରୁ ଉଠୁନି ଧାନ, ଚାଷୀ ଅସନ୍ତୋଷ: ଦିନ ରାତି ଜଗି ବସିଛନ୍ତି ଚାଷୀ

ଅତାବିରା, ୧୯ା୧୨(ଯୁଧିଷ୍ଠିର ମହାପାତ୍ର):ବରଗଡ଼ ଜିଲାରେ ଗତ ମାସ ୨୮ ତାରିଖରୁ ମଣ୍ଡି ଖୋଲିଥିବା ବେଳେ ବର୍ତ୍ତମାନ ମଧ୍ୟ ଧାନ କିଣା ବିକା ସ୍ବାଭାବିକ ହୋଇପାରି ନାହିଁ...

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri