ଛେଣ୍ଡିପଦା ଓକିଲ ସଂଘ ନିର୍ବାଚନ: ଦୁର୍ଯ୍ୟୋଧନ ସଭାପତି, ଅଶୋକ କୁମାର ସମ୍ପାଦକ

ଛେଣ୍ଡିପଦା,୨୯ା୩ (ଅଜିତ ଧଳ)- ଅନୁଗୋଳ ଜିଲା ଛେଣ୍ଡିପଦା ଓକିଲ ସଂଘ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ସଭାପତି ଭାବେ ଦୁର୍ଯ୍ୟୋଧନ ମାଝୀ ବିଜୟୀ ହୋଇଛନ୍ତି। ସେ ୨ ଖଣ୍ଡ ଭୋଟରେ ନଗେନ ନନ୍ଦଙ୍କୁ ପରାସ୍ତ କରିଛନ୍ତି। ଉପସଭାପତି ଭାବେ ବିଜୟ କୁମାର ବେହେରା ବିଜୟୀ ହୋଇଛନ୍ତି। ସେ ୩ଖଣ୍ଡ ଭୋଟରେ ପ୍ରଶାନ୍ତ କୁମାର ସାହୁଙ୍କୁ ପରାସ୍ତ କରିଛନ୍ତି। ଅଶୋକ କୁମାର ଦ୍ବିବେଦୀ ୨ ଖଣ୍ଡ ଭୋଟରେ ସଞ୍ଜୟ କୁମାର ବେହେରାଙ୍କୁ ପରାସ୍ତ କରି ସାଧାରଣ ସମ୍ପାଦକ ଭାବେ ବିଜୟୀ ହୋଇଛନ୍ତି। ସହ ସମ୍ପାଦକ ଭାବେ ବିଦ୍ୟାଧର ବେହେରା ନିର୍ବାଚିତ ହୋଇଛନ୍ତି। ସେ ଦୀପକ କୁମାର ମାଝୀଙ୍କ ଠାରୁ ୬ଖଣ୍ଡ ଅଧିକ ଭୋଟ ପାଇଛନ୍ତି। ଚଳିତ ନିର୍ବାଚନରେ ସାଂସ୍କୃତିକ ସମ୍ପାଦକ ଓ କୋଷାଧ୍ୟକ୍ଷ ପଦବୀ ପାଇଁ କେହି ନାମାଙ୍କନ ଭରି ନ ଥିଲେ। ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ବରିଷ୍ଠ ଆଇନଜୀବୀ ଭୀମାକାନ୍ତ ଗଡ଼ନାୟକ, ପ୍ରଭାତ କୁମାର ବେହେରା ଓ ଅଜୟ ବେହେରା ନିର୍ବାଚନ ପରିଚାଳନା କରିଥିଲେ। ୫୦ଜଣ ସଦସ୍ୟ ମତଦାନ କରିଥିବା ବେଳେ ଉପସଭାପତି ପଦବୀରେ ଗୋଟିଏ ଭୋଟ ନାକଚ ହୋଇଥିବା ନିର୍ବାଚନ ଅଧିକାରୀ ଗଡ଼ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri