ଛେଣ୍ଡିପଦା ବିଧାୟକଙ୍କ ଦାଦାଗିରି ଘଟଣା: ଏଡିଜି କହିଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ

ସମ୍ବଲପୁର,୨୫।୫: ଛେଣ୍ଡିପଦା ବିଧାୟକ ଭାଜପା କର୍ମୀଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଶାନ୍ତ କୁମାର ବେହେରା ତାଙ୍କ ନିର୍ବାଚନମଣ୍ଡଳୀର ମତଦାନବେଳେ ଜଣେ ଭାଜପା କର୍ମୀଙ୍କୁ ମାଡ଼ ମାରିଥିବା କୁହାଯାଉଛି। ଏହି ଘଟଣାର ଭିଡିଓ ଫୁଟେଜ ମିଳିଛି। ଏନେଇ ସୂଚନା ଦେଇଛନ୍ତି ସିଇଓ ଏବଂ ଏଡିଜି।

ସୂଚନାନୁସାରେ, ଏଡିଜିଙ୍କୁ ଭିଡିଓ ଫୁଟେଜ ମିଳିଥିବା କହିଛନ୍ତି। ଏଥିସହ ଏନେଇ ଏସପିଙ୍କ ସହ କଥା ହୋଇଛୁ ବୋଲି କହିଛନ୍ତି। ଘଟଣା ସ୍ଥଳକୁ ତୁରନ୍ତ ଅଧିକ ପୋଲିସ ଟିମ ପଠାଇବା ସହ ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ କହିଲେ ଉଭୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନ ଭୋଜି ଖାଇ ଫେରିବା ବେଳେ ଟ୍ରାକ୍ଟରକୁ ଧକ୍କା ଦେଲା କାର୍‌, ୪ ସାଙ୍ଗ ମୃତ

ଖଡ଼ିଆଲ,୧୭ା୬: ଭବାନୀପାଟଣା ଲଛିପୁର ଛକ ୧୬ ନମ୍ବର ରାଜ୍ୟ ରାଜପଥରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଚାରି ଜଣ ପ୍ରାଣ ହରାଇଛନ୍ତି। ଟ୍ରାକ୍ଟରକୁ କାର୍‌ ଧକ୍କା ଦେବା...

ପାହାଡ଼ରେ ପିଟିହେଲା ବସ୍‌

ବଣାଇ,୧୭ା୬: ସୁନ୍ଦରଗଡ଼ ଜିଲା ବଣାଇ ଘାଟିରେ ପାହାଡ଼ରେ ଏକ ବସ୍‌ ପିଟି ହୋଇଛି। ଫଳର ବସ୍‌ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୫ ଜଣ ଆହତ ହୋଇଥିବା...

ରାୟଗଡ଼ାରେ ଡିପ୍‌ଥେରିଆ ଆତଙ୍କ

ଭୁବନେଶ୍ୱର/ ରାୟଗଡ଼ା,୧୭ା୬(ଅସମାପିକା ସାହୁ/ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ମନୁଷପଦର  ଗାଁରେ ଅଜଣା ରୋଗରେ ୫ ଶିଶୁଙ୍କ ମୃତ୍ୟୁ ପରେ କାରଣ...

ମଜୁରି ବୃଦ୍ଧି ଯୋଗୁ ଚାଷୀ ଅଣନିଃଶ୍ୱାସୀ

ପଟ୍ଟାମୁଣ୍ଡାଇ,୧୭ା୬ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ନିଅଣ୍ଟିଆ ବର୍ଷା ଏବଂ ଚାଷଖର୍ଚ୍ଚ ବୃଦ୍ଧିକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି। ଏପରି କି ଅନେକ...

ଦାୟିତ୍ୱ ଗ୍ରହଣ ପରେ ବିଭାଗର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର, ୧୭।୬(ସୁନିତ୍‌ ମିଶ୍ର): ଓଡ଼ିଶାର ବିକାଶ ଓ ରାଜ୍ୟବାସୀଙ୍କ ସ୍ବାର୍ଥ ରକ୍ଷାକୁ ସର୍ବଦା ଗୁରୁତ୍ୱ ଦିଆଯିବ। ବାତ୍ୟା, ବର୍ଷା, ବନ୍ୟା ଏବଂ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା...

ଗଜାମରୁଡ଼ି ଆଶଙ୍କା, ବିହନ ଚିନ୍ତାରେ ଚାଷୀ

କେନ୍ଦ୍ରାପଡ଼ା,୧୭ା୬ (ଜଗନ୍ନାଥ ଧଳ): ଓଡ଼ିଶାକୁ ମୌସୁମୀ ଆସିବାରେ ବିଳମ୍ବ ହୋଇଥିବା ପାଣିପାଗ ବିଶେଷଜ୍ଞ ପ୍ରକାଶ କରିଛନ୍ତି। କେନ୍ଦ୍ରାପଡ଼ା ଜିଲାରେ ଖରିଫ ଚାଷ ପାଇଁ ଆଶାନୁରୂପକ ବର୍ଷା...

ଅନ୍ତର୍ଦ୍ୱନ୍ଦ୍ୱ, ଆତ୍ମଘାତୀ କାର୍ଯ୍ୟ ପରାଜୟର କାରଣ

ବାଲେଶ୍ୱର,୧୭।୬(ମାନସ ବିଶ୍ୱାଳ): ବାଲେଶ୍ୱର ବିଧାନସଭା କ୍ଷେତ୍ରରେ ବିଜେଡିର ପରାଜୟ ପରେ ଦଳ ପକ୍ଷରୁ ରବିବାର ସ୍ଥାନୀୟ ଷ୍ଟେଶନ କ୍ଲବଠାରେ ଏକ ସମୀକ୍ଷା ବୈଠକ କରାଯାଇଥିଲା। ଏଥିରେ...

ବଣରେ ରହୁଛି ୧୦୮ ଆମ୍ବୁଲାନ୍ସ, କ୍ଲବ ଘରେ ଷ୍ଟାଫ୍‌

ଗୋପ,୧୭।୬(ଭାରତୀ ଭୂଷଣ ଉପାଧ୍ୟାୟ): ସରକାର ସ୍ବାସ୍ଥ୍ୟସେବାକୁ ନେଇ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ନାଗପୁର ଉପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri