Posted inଜାତୀୟ

ରାଜନେତାଙ୍କୁ ପରାଜିତ କଲେ ଅଟୋରିକ୍ସା ଡ୍ରାଇଭର, ୧୪ ହଜାର ଭୋଟ ବ୍ୟବଧାନରେ ନିର୍ବାଚନ ଜିତିଲେ

ଚେନ୍ନାଇ,୫।୫: ତାମିଲନାଡୁର ରୋୟାପୁରମ୍‌ ନିର୍ବାଚନମଣ୍ଡଳୀରେ କେ. ବିଜୟ ଧାମୁ ନାମକ ଜଣେ ଅଟୋ ଡ୍ରାଇଭର ବିଜୟୀ ହାଇଛନ୍ତି। ବିଜୟଙ୍କ ଦଳ ଟିଭିକେରୁ ପ୍ରାର୍ଥୀ ହୋଇଥିବା ଧାମୁ ରାଜ୍ୟର ୨ ଜଣ ପ୍ରଭାବଶାଳୀ ରାଜନେତାଙ୍କୁ ପରାଜିତ କରିଛନ୍ତି। ସେ ୫୫,୦୦୦ରୁ ଊର୍ଦ୍ଧ୍ୱ ଭୋଟ ପାଇ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ୧୪,୦୦୦ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି।

ଧାମୁଙ୍କ ବିଜୟ ଏଇଥିପାଇଁ ଉଲ୍ଲେଖନୀୟ ଯେ, ସେ ଆଇଏଡିଏମ୍‌କେର ବାହୁବଳୀ ନେତା ତଥା ୫ ଥରର ବିଧାୟକ ଡି. ଜୟକୁମାରଙ୍କ ବିରୋଧରେ ପ୍ରାର୍ଥୀ ହୋଇଥିଲେ। ଜୟକୁମାର ତୃତୀୟ ସ୍ଥାନରେ ରହିଛନ୍ତି। ଦିବଂଗତ ମନ୍ତ୍ରୀ ରହମାନ ଖାନ୍‌ଙ୍କ ପୁଅ ତଥା ଡିଏମ୍‌କେ ପ୍ରାର୍ଥୀ ସୁବୈର ଖାନ୍‌ ଦ୍ୱିତୀୟ ସ୍ଥାନରେ ରହିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ଲଡ୍‌ ବ୍ୟାଙ୍କ ବନ୍ଦ ଯୋଗୁ ଶିଶୁଙ୍କୁ ମିଳିଲାନି ରକ୍ତ, ହସ୍ପିଟାଲରେ ଚାଲିଗଲା ଜୀବନ

ଧର୍ମଗଡ଼,୨୦।୬(ଘାସିରାମ ଜଗତ): କଳାହାଣ୍ଡି ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଉପଖଣ୍ଡ ଚିକିତ୍ସାଳୟରେ ରକ୍ତ ନ ମିଳିବାରୁ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଥିବା ପରିବାର…

ଲେବାନନରେ ଇସ୍ରାଏଲର ଆକ୍ରମଣ ପରେ ରାଗିଗଲା ଇରାନ; ବନ୍ଦ କରିଦେଲା ହର୍ମୁଜ, ପୁଣି ହେବ ଯୁଦ୍ଧ!

ତେହରାନ,୨୦।୬: ବିଶ୍ୱ ଅର୍ଥନୀତି ପାଇଁ ଶାନ୍ତି ଚୁକ୍ତିନାମା ଏବଂ ମଧ୍ୟପ୍ରାଚ୍ୟରେ ସ୍ୱାଭାବିକତା ଫେରିବାର ଆଶା ପୁଣି ଥରେ ମଳିନ ହେଉଥିବା ପରି ମନେ ହେଉଛି। ଲେବାନନରେ ଇସ୍ରାଏଲ ଦ୍ୱାରା…

ଭାଲୁକୁ ପିଟି ପିଟି ହତ୍ୟା, ବନ୍ଧା ହେଲେ ୫ ଅଭିଯୁକ୍ତ

ମାଲକାନଗିରି,୨୦ା୬(ଦୁର୍ଯ୍ୟୋଧନ ପାତ୍ର)- ମାଲକାନଗିରି ଜିଲା ମାଥିଲି ବନାଞ୍ଚଳ ଅଧୀନ ଢାଇଗୁଡା ଗ୍ରାମ ନିକଟରେ ଭାଲୁକୁ ଆକ୍ରମଣ କରିଥିବା ୫ ଅଭିଯୁକ୍ତଙ୍କୁ ବନ ବିଭାଗ ପକ୍ଷରୁ ଗିରଫ କରାଯାଇଛି।…

ମାନସିକ ସୁସ୍ଥତା ପାଇଁ ଯୋଗ ଓ ପ୍ରାଣାୟାମ

ଦିଗପହଣ୍ଡି,୨୦|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଡିଗ୍ରୀ କଲେଜ ପରିସରରେ  ଜାତୀୟ ସେବା ଯୋଜନା ୟୁନିଟ, ରେଡକ୍ରସ୍ ଏବଂ…

ବିକାଶଧାରା ଓଡ଼ିଶା ସାରା ମହାସମାବେଶ: ସରକାରଙ୍କ ୨ ବର୍ଷର ଶାସନ ପୂର୍ତ୍ତି ଅବସରରେ ଜନସମ୍ପର୍କ କାର୍ଯ୍ୟକ୍ରମ

ଦାରିଙ୍ଗବାଡ଼ି, ୨୦।୬ (ଅରୁଣ ସାହୁ): ଓଡ଼ିଶାରେ ଭାଜପା ସରକାରଙ୍କ ଦୁଇ ବର୍ଷର ଶାସନ ପୂର୍ତ୍ତି ଅବସରରେ ବ୍ୟାପକ ଜନସମ୍ପର୍କ ଓ ସଚେତନତା କାର୍ଯ୍ୟକ୍ରମ କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି…

ଠିକା କାମକୁ କେନ୍ଦ୍ର କରି ମାଡ଼ପିଟ, ଭାଜପା କର୍ମୀ ଗଲେ ଜେଲ

ରିଷିଡା, ୨୦।୬ (ସୁଶାନ୍ତ ମଲ୍ଲିକ): ଏକ ଠିକା କାମକୁ କେନ୍ଦ୍ର କରି ହୋଇଥିବା ଗଣ୍ଡଗୋଳ ଓ ମାଡ଼ପିଟ ଘଟଣାରେ ଜଣେ ଭାଜପା କର୍ମୀ ଜେଲ ଯିବା ଘଟଣା…

ଭଗବାନଙ୍କୁ ଅଜବ ଗୁହାରି: ଦାନବାକ୍ସରେ ୨୦ ଟଙ୍କିଆ ନୋଟରେ ଲେଖାହୋଇଛି…

ନୂଆଦିଲ୍ଲୀ,୨୦।୬: ଆନ୍ଧ୍ରପ୍ରଦେଶର ଅନନ୍ତପୁରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏକ ମନ୍ଦିରର ଦାନ ବାକ୍ସରୁ ମିଳିଥିବା ଏକ ୨୦ ଟଙ୍କାର ନୋଟ୍ ଚର୍ଚ୍ଚାର ବିଷୟ ପାଲଟିଛି…

ରେଞ୍ଜ ଅଫିସରଙ୍କ ବଦଳି ବାତିଲ ଦାବିରେ ଗ୍ରାମବାସୀଙ୍କ ଧାରଣା

ରାଜନଗର,୨୦ା୬(ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନ ଦାୟିତ୍ୱରେ ଥିବା ରେଞ୍ଜ ଅଧିକାରୀ ମାନସ ଦାସଙ୍କ କଟକ ଡିଭିଜନକୁ ବଦଳି ହୋଇଛି। ଆସନ୍ତା ୧ ତାରିଖରେ ସେ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri