Posted inଖେଳ

ଏତିକି କୋଟିରେ ରଚିନ ରବିନ୍ଦ୍ରଙ୍କୁ କିଣିଲା ଚେନ୍ନାଇ

ଦୁବାଇ,୧୯।୧୨: ନ୍ୟୁଜିଲାଣ୍ଡ ଅଲରାଉଣ୍ଡର ରଚିନ ରବିନ୍ଦ୍ରଙ୍କୁ ଚେନ୍ନାଇ ସୁପର କିଙ୍ଗ୍ସ ୧ କୋଟି ୮୦ଲକ୍ଷ ଟଙ୍କାରେ କିଣିଛି। ରବିନ୍ଦ୍ରଙ୍କ ବେସ ମୂଲ୍ୟ ୫୦ ଲକ୍ଷ ଟଙ୍କା ଥିଲା। ୨୦୨୩ ବିଶ୍ୱକପ୍‌ରେ ରବିନ୍ଦ୍ର ଚମତ୍କାର ପ୍ରଦର୍ଶନ କରିଥିଲେ। ସୂଚନାଯୋଗ୍ୟ, ଆଇପିଏଲ୍‌ ୨୦୨୪ ପାଇଁ ନିଲାମ ମଙ୍ଗଳବାର ଦୁବାଇରେ ଅନୁଷ୍ଠିତ ହୋଇଛି।

 

 

 


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଫୋନ କଲେ ଟ୍ରମ୍ପ, ଯୁଦ୍ଧ ନେବ ଭୟଙ୍କର ମୋଡ!

ନୂଆଦିଲ୍ଲୀ,୨୪।୩: ଯୁଦ୍ଧ ଭିତରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମ୍ପର୍କରେ ଫୋନରେ କଥା ହୋଇଛନ୍ତି। ଉଭୟ ନେତା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ଏତେ କୋଟି ଟଙ୍କାରେ ବିକ୍ରି ହେଲା ରାଜସ୍ଥାନ ରୟାଲ୍ସ , ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୨୪।୩: ରାଜସ୍ଥାନ ରୟାଲ୍ସ ଦଳକୁ ୧.୬୩ ବିଲିୟନ ଆମେରିକୀୟ ଡଲାରରେ ବିକ୍ରି କରାଯାଇଛି। ଆମେରିକୀୟ ବ୍ୟବସାୟୀ କାଲ ସୋମାନୀଙ୍କ ନେତୃତ୍ୱରେ ଏକ ସଂଘ ପ୍ରାୟ ୧୫,୨୮୬ କୋଟିରେ…

ଇଂଲଣ୍ଡର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ ମ୍ୟାକୁଲମ

ଲଣ୍ଡନ,୨୪ା୩: ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ମ୍ୟାକୁଲମ ୩ଟି ଫର୍ମାଟରେ ଇଂଲଣ୍ଡ ଦଳର ମୁଖ୍ୟ କୋଚ୍‌ ଭାବେ କାର୍ଯ୍ୟ ଜାରି ରଖିବେ। ଏ ନେଇ ଇଂଲଣ୍ଡ ଓ…

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ଯୁଦ୍ଧ ସଙ୍କଟକୁ ନେଇ ରାଜ୍ୟ ସଭାରେ ଏମିତି କ’ଣ କହିଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସଭାରେ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଭାରତର ରଣନୀତିର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି। ପଶ୍ଚିମ…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri