Posted inଖେଳ

ଚେନ୍ନାଇକୁ ଲାଗିବ ବଡ଼ ଝଟ୍‌କା

ବିଶ୍ୱର ସର୍ବବୃହତ କ୍ରିକେଟ ଲିଗ ଆଇପିଏଲର ୧୪ତମ ସିଜନ ଏପ୍ରିଲ ୯ରୁ ଆରମ୍ଭ ହେବ। ବିସିସିଆଇ ଏହାର କାର୍ଯ୍ୟସୂଚୀ ଘୋଷଣା କରିଛି। ଆଇପିଏଲ କାର୍ଯ୍ୟସୂଚୀରେ ସବୁଠାରୁ ବଡ ଏବଂ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି ଏଥର ସମସ୍ତ ଦଳ ନିରପେକ୍ଷ ସ୍ଥାନରେ ସେମାନଙ୍କର ମ୍ୟାଚ ଖେଳିବେ। ଅର୍ଥାତ୍‌ କୌଣସି ଦଳ ଘରୋଇ ପରିସ୍ଥିତିର ଲାଭ ପାଇବେ ନାହିଁ । ଆଇପିଏଲର ଏହି କାର୍ଯ୍ୟସୂଚୀ ଚେନ୍ନାଇ ସୁପର କିଙ୍ଗ୍ସକୁ ଏକ ବଡ଼ ଝଟକା ଦେବାକୁ ଯାଉଛି।
ଚେନ୍ନାଇ ସୁପର କିଙ୍ଗ୍ସ ମୁମ୍ବାଇ, ଦିଲ୍ଲୀ, ବେଙ୍ଗାଲୁରୁ ଏବଂ କୋଲକାତାରେ ଖେଳିବ। ଅର୍ଥାତ୍‌ ଚେନ୍ନାଇକୁ ୧୪ଟି ମ୍ୟାଚ ମଧ୍ୟରୁ ୧୦ଟି ଏଠାରେ ଖେଳିବାକୁ ପଡିବ। ଏହି ୩ଟି ପିଚ୍‌ରେ ସ୍ପିନଙ୍କୁ ସୁହାଇବ ନାହିଁ। ଚେନ୍ନାଇ ସୁପର କିଙ୍ଗ୍ସ ଆଇପିଏଲ ନିଲାମରେ ନିଜ ଦଳର ସ୍ପିନ ଆକ୍ରମଣକୁ ମଜବୁତ କରିଥିଲା । କିନ୍ତୁ ଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୪ଟି ମ୍ୟାଚ ବ୍ୟତୀତ ଚେନ୍ନାଇଅନ୍ୟ କୌଣସି ସ୍ଥାନରେ ସ୍ପିନରଙ୍କଠାରୁ ବିଶେଷ ଲାଭ ପାଇବେ ନାହିଁ। ଚେନ୍ନାଇ ଏଥର ନିଲାମରେ ଦୁଇ ଗୁରୁତ୍ୱପୂର୍ଣ୍ଣ ସ୍ପିନର କିଣିଛି, ସେମାନେ ହେଲେ ମୋଇନ ଅଲି, କୃଷ୍ଣପ୍ପା ଗୌତମ। ଆଇପିଏଲ କାର୍ଯ୍ୟସୂଚୀ ଘୋଷଣା ପରେ ଧୋନୀ କିପରି ସ୍ପିନର୍‌ଙ୍କୁ ବ୍ୟବହାର କରିବେ ତାହା ଏକ ଚ୍ୟାଲେଞ୍ଜ୍‌ ହେବ ବୋଳି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆ ପଞ୍ଚାୟତରେ ଆନ୍ଧ୍ର ତହସିଲଦାର, SIR ସର୍ଭେକୁ ନେଇ…

ପଟାଙ୍ଗି,୮ା୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ଗ୍ରାମଗୁଡିକରେ ପଡ଼ୋଶୀ ଆନ୍ଧ୍ର ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ଅନୁପ୍ରବେଶ…

ଭିଜିଲାନ୍ସ ଜାଲରେ ରେଞ୍ଜର, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ ସ୍ଥାନରେ ଚଢାଉ

କେନ୍ଦ୍ରାପଡା, ୮।୭ (ଜଗନ୍ନାଥ ଧଳ): କଟକସ୍ଥ ଭିଜିଲାନ୍ସ ବିଭାଗ ସ୍ବତନ୍ତ୍ର ଜଜ୍‌ଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ରେଞ୍ଜର ରବିନ୍ଦ୍ର କୁମାର ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

‘ସେ ଏହାର ଯୋଗ୍ୟ ଥିଲେ’: ବାରୁଇପୁର ବଳାତ୍କାର-ହତ୍ୟା ଅଭିଯୁକ୍ତଙ୍କ ମୃତଦେହ ନେବାକୁ ମନା କଲେ ମାଆ

କୋଲକାତା,୮।୭: ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ପ୍ରଭାସ ମଣ୍ଡଳଙ୍କ ମାଆ ବୁଧବାର କହିଛନ୍ତି ଯେ ସେ ତାଙ୍କ ପୁଅର ମୃତଦେହ ଦାବି କରିବେ…

ଭିଜିଲାନ୍ସ ପଞ୍ଝାରେ ଖଣି ଉପନିର୍ଦ୍ଦେଶକ: ଏକକାଳୀନ ଚଢ଼ାଉବେଳେ ଘରୁ ମିଳିଲା ଏତେ ଟଙ୍କା

କୋରାପୁଟ/ଜୟପୁର,୮।୭ (ଅମିତାଭ ବେହେରା/ପବନ ପାଣିଗ୍ରାହୀ): ଜୟପୁରସ୍ଥିତ ଖଣି ବିଭାଗର ଉପନିର୍ଦ୍ଦେଶକ ସତ୍ୟଜିତ୍‌ ରାଉତ ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଧରାପଡିଛନ୍ତି। ବାଲିଘାଟ…

ଜନ୍ମଦିନରେ ଗାଙ୍ଗୁଲିଙ୍କୁ ମିଳିଲା ବଡ଼ ସରପ୍ରାଇଜ୍‌: ଫିଲ୍ମ ପୋଷ୍ଟର ଜାରି

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଆଜି ୫୪ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ସେହି ପ୍ରଭାବଶାଳୀ ଅଧିନାୟକମାନଙ୍କ ମଧ୍ୟରୁ ଜଣେ ଯିଏ ଟିମ…

ବେଆଇନ କରତକଳ ଉପରେ ଚଢ଼ାଉ, ଲକ୍ଷାଧିକ ଟଙ୍କାର କାଠ ସହ…

ଧାମନଗର,୮ା୭(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନରେ ଖୋଲାଖୋଲି ଚାଲୁଛି ବେଆଇନ କରତକଳ। ଏହି ବେଆଇନ କରତକଳଗୁଡିକୁ ଧରିବା ପାଇଁ କାର୍ଯ୍ୟରତ ରେଞ୍ଜର ବବୁଲ ମଲିକ…

ସୂର୍ଯ୍ୟ-ବୁଧଙ୍କ ଶୁଭ ସଂଯୋଗ: ଜୁଲାଇ ୧୩ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ବ୍ୟବସାୟରେ ମିଳିବ ପ୍ରଚୁର ଲାଭ

ସୂର୍ଯ୍ୟ ଓ ବୁଧଙ୍କ ମିଳନରେ ଗଠିତ ହେଉଛି ଶୁଭ ‘ବୁଧାଦିତ୍ୟ ଯୋଗ’ (ସୂର୍ଯ୍ୟ ଓ ବୁଧଙ୍କ ଯୁତି)। ଆସନ୍ତା ଜୁଲାଇ ୧୩ ତାରିଖ ସକାଳ ୬ଟା ୫୩…

Vaibhav Sooryavanshi: ଲଗାତାର ଦୁଇଟି ମ୍ୟାଚରେ ବିଫଳ, ଟିମ୍‌ରୁ ବାହାରି ଯିବେ ବୈଭବ ସୂର୍ଯ୍ୟବଂଶୀ? ଜାଣନ୍ତୁ…

ନୂଆଦିଲ୍ଲୀ,୮।୭: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ, ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛନ୍ତି, ଲଗାତାର ଦୁଇଟି ମ୍ୟାଚରେ ବ୍ୟାଟରେ ବିଫଳ ହୋଇଛନ୍ତି। ପ୍ରଶଂସକମାନେ ଟିମ ଇଣ୍ଡିଆ ପାଇଁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri