Posted inଜାତୀୟ

ଦଶମ ଶ୍ରେଣୀ ପ୍ରଶ୍ନପତ୍ରକୁ ନେଇ ଉଠିଲା ବିବାଦ: ପ୍ରଦର୍ଶନକାରୀ କୃଷକଙ୍କୁ କୁହାଗଲା ହିଂସାକାରୀ

ଚେନ୍ନାଇ,୨୦ ।୨: କୃଷକ ଆନ୍ଦୋଳନକୁ ନେଇ ଏକ ନୂଆ ବିବାଦ ମୁଣ୍ଡ ଟେକିଛି । ଚେନ୍ନାଇର ଏକ ସିବିଏସ୍‌ଇ ସ୍କୁଲର ପ୍ରଶ୍ନପତ୍ରରେ ଆସିଥିବା ପ୍ରଶ୍ନ ଏବେ ଆଲୋଚନା ପରିସରକୁ ଚାଲି ଆସିଛି । ସାଧାରଣତନ୍ତ୍ର ଦିବସରେ କୃଷକମାନଙ୍କ ପକ୍ଷରୁ ଆୟୋଜିତ ଟ୍ରାକ୍ଟର ରାଲିରେ ସାମିଲ ହୋଇଥିବା କୃଷକଙ୍କୁ ‘ଉପଦ୍ରବୀ’ ଓ ‘ହିଂସାକାରୀ’ ବୋଲି କୁହାଯାଇଛି । ଦଶମ ଶ୍ରେଣୀ ଇଂରାଜୀ ଭାଷା ଓ ସାହିତ୍ୟ ପେପରରେ ‘ଲେଟର ଟୁ ଏଡିଟର’ ଫର୍ମାଟରେ ଲେଖାଯାଇଥିବା ପ୍ରଶ୍ନରେ କୃଷକଙ୍କୁ ହିଂସାକାରୀ ବୋଲି କୁହାଯାଇଛି । ପେପରରେ ସାଧାରଣତନ୍ତ୍ର ଦିବସର ଘଟଣା ସମ୍ପର୍କରେ ତଥ୍ୟ ଦେବା ପରେ ଛାତ୍ରମାନଙ୍କଠାରୁ କୃଷକ ଆନ୍ଦୋଳନକୁ ନେଇ ସେମାନଙ୍କ ମତାମତ ଲୋଡାଯାଇଛି । ୧୧ ଫେବୃୟାରୀରେ ଆୟୋଜିତ ଏହି ପରୀକ୍ଷାରେ ପିଲାମାନଙ୍କୁ ଉପଦ୍ରବୀଙ୍କଠାରୁ ଦୂରେଇ ରହିବା କଥା ପଚରା ଯାଇଥିଲା । ଏହାସହ ଏମିତି ହିଂସାକାରୀଙ୍କୁ କିପରି ହରାଇ ହେବ ଯେଉଁମାନେ ବାହାର ଶକ୍ତିର ପ୍ରଭାବରେ କାମ କରୁଛନ୍ତି ବୋଲି ପ୍ରଶ୍ନ କରାଯାଇଛି । ଏବେ ଏହାକୁ ନେଇ ଆରମ୍ଭ ହୋଇଛି ବିବାଦ । ପୂର୍ବତନ କେନ୍ଦ୍ରମନ୍ତ୍ରୀ ହରସିମରତ କୌର ବାଦଲ ଏହାର ନିନ୍ଦା କରିବା ସହ କୃଷକଙ୍କ ବିରୋଧରେ ହିଂସା ପ୍ରସାର କରିବା ଲାଗି ସରକାରଙ୍କୁ ଦୋଷୀ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri