Posted inଖେଳ

କେଦାର ଯାଦବଙ୍କୁ ଛାଡ଼ିବ ସିଏସ୍‌କେ

ଚେନ୍ନାଇ,୭।୧- ଆଇପିଏଲ ଫ୍ରାଞ୍ଚାଇଜ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରୁ ବିଦା ହେବାକୁ ଯାଉଛନ୍ତି ଅଲରାଉଣ୍ଡର କେଦାର ଯାଦବ। ୨୦୨୧ ଆଇପିଏଲ ଲାଗି ହେବାକୁ ଥିବା ମିନି ଅକଶନ (ଖେଳାଳିଙ୍କ ନିଲାମ ପ୍ରକ୍ରିୟା) ପୂର୍ବରୁ କେଦାରଙ୍କୁ ଛାଡ଼ିବାକୁ ନିଷ୍ପତ୍ତି ନେଇଛି ସିଏସ୍‌କେ। ଏ ନେଇ ଇନସାଇଡ୍‌ ସ୍ପୋଟର୍‌ସ ଓ୍ବେବସାଇଟ୍‌ରେ ତଥ୍ୟ ଉପଲବ୍ଧ ରହିଛି। ଏହି ଅଲରାଉଣ୍ଡରଙ୍କୁ ସିଏସ୍‌କେ ୭.୮ କୋଟି ଟଙ୍କାରେ କିଣିଥିଲା। ବିସିସିଆଇ ପକ୍ଷରୁ ଆୟୋଜିତ ଏକ ଭର୍ଚୁଆଲ ବୈଠକରେ ଆଇପିଏଲ ଦଳଗୁଡ଼ିକ ଲାଗି ଟ୍ରେଡିଂ ଓ୍ବିନ୍‌ଡୋ ପ୍ରକ୍ରିୟା ଆରମ୍ଭ କରାଯାଇଛି। ଯଦ୍ଦ୍ବାରା ଚଳିତ ମାସ ୨୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଦଳ ଖେଳାଳିଙ୍କୁ ବିଦା କରିବା ସହ ଅକ୍‌ଶନ ପୂର୍ବରୁ ଦଳରେ ସାମିଲ କରିପାରିବେ।

ଉଲ୍ଲେଖଥାଉ କି, ୩୫ ବର୍ଷୀୟ କେଦାର ୨୦୨୦ ଆଇପିଏଲରେ ସଭିଙ୍କୁ ନିରାଶ କରିଥିଲେ। ଏହି କାରଣରୁ ହିଁ ୨୦୨୧ ଆଇପିଏଲ ଚୁକ୍ତି ହରାଇବାକୁ ପଡ଼ୁଛି। ପୂରା ସିଜନରେ ଗୋଟିଏ ହେଲେ ଛକା ମାରି ପାରି ନ ଥିଲେ କେଦାର। ତାଙ୍କ ବଦଳରେ ସିଏସ୍‌କେ ଭବିଷ୍ୟତ ପାଇଁ ଏକ ଫିଟ୍‌ ଖେଳାଳି ଖୋଜୁଥିବା ସିଏସ୍‌କେ ମ୍ୟାନେଜମେଣ୍ଟ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତୀୟଙ୍କୁ ହେୟ ମନେ କରିବା ଉଚିତ ନୁହେଁ : ଅଷ୍ଟ୍ରେଲିଆନ କୋଚ୍‌

ବ୍ରିସବେନ,୧୯।୧: ଚଳିତ ବର୍ଡର-ଗାଭାସ୍କର ସିରିଜ୍‌ରୁ ଗୋଟେ ଶିକ୍ଷା ପାଇଛୁ। ଭାରତୀୟ ଖେଳାଳିଙ୍କୁ କଦାପି ହେୟ ମନେ କରିବା ଉଚିତ ନୁହେଁ। ଭାରତଠାରୁ ୪ ମ୍ୟାଚ୍‌ ବିଶିଷ୍ଟ...

ଫକନର ସମଲିଙ୍ଗୀ ନୁହଁନ୍ତି

ମେଲବୋର୍ନ, ୧ା୫ (ପି.ଟି.)-ଅଷ୍ଟ୍ରେଲିଆନ ଅଲରାଉଣ୍ଡର ଜେମ୍ସ ଫକନର ସମଲିଙ୍ଗୀ ନୁହଁନ୍ତି। ମଙ୍ଗଳବାର ଏ ବିଷୟରେ ସେ ସଫେଇ ଦେଇଛନ୍ତି।  ସୋମବାର ଫକ୍‌ନର ତାଙ୍କ ୨୯ତମ ଜନ୍ମ...

ଅଲ୍‌ ଇଂଲଣ୍ଡ ଚାମ୍ପିୟନଶିପ୍‌: ଏକ୍ସେଲସେନ୍‌, ତାଇ ଜୁଙ୍କୁ ଟାଇଟଲ

ବର୍ମିଂହାମ୍‌,୧୬ା୩ (ପି.ଟି.)-ଅଲ୍‌ ଇଂଲଣ୍ଡ ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ରେ ଡେନମାର୍କର ଭିକ୍ଟର ଏକ୍ସେଲସେନ୍‌ ପ୍ରଥମଥର ପୁରୁଷ ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ଅନ୍ୟପକ୍ଷରେ ପୂର୍ବରୁ ଏଠାରେ ଦୁଇଥର ଚାମ୍ପିୟନ...

ଶକ୍ତି ପ୍ରଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୨୭।୮: ପଞ୍ଜାବ କଂଗ୍ରେସରେ କନ୍ଦଳ ଭିତରେ ଏବେ ଶକ୍ତି ପ୍ରଦର୍ଶନ ସମୟ ଆସିଛି। ପଞ୍ଜାବ କଂଗ୍ରେସ ସଭାପତି ନବଜୋତ ସିଂ ସିଦ୍ଧୁଙ୍କ ପରେ ଏବେ କ୍ୟାପଟେନ...

ପ୍ରଥମ ଟି୨୦: କୋହଲି ଦେଲେ ବିରାଟ ବିଜୟ

ହାଇଦ୍ରାବାଦ, ୬।୧୨: ଅଧିନାୟକ ବିରାଟ କୋହଲିଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ ଲୋକେଶ ରାହୁଲଙ୍କ ଦ୍ରୁତ ଅର୍ଦ୍ଧଶତକ ସହାୟତାରେ ଭାରତ ଶୁକ୍ରବାର ଅନୁଷ୍ଠିତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି୨୦...

ପାଣ୍ଡେ, ପାଣ୍ଡ୍ୟା ଭାରତ-ଏ’କୁ ସିରିଜ ଜିତାଇଲେ

ନର୍ଥ ସାଉଣ୍ଡ (ଆଣ୍ଟିଗୁଆ), ୧୭।୭ (ପି.ଟି.): ଅଧିନାୟକ ମନୀଷ ପାଣ୍ଡେଙ୍କ ଦମ୍‌ଦାର ଶତକ ସାଙ୍ଗକୁ ସ୍ପିନର କ୍ରୁନାଲ ପାଣ୍ଡ୍ୟାଙ୍କ ୫ ଉଇକେଟ୍‌ ସଫଳତା ବଳରେ ଏଠାରେ...

ଅଲିମ୍ପିକ୍ସ ପଦକ ବିଜେତାଙ୍କ ଘର ବାହୁଡା

ଭୁବେନଶ୍ୱର,୧୦।୮ : ଟୋକିଓ ଅଲିମ୍ପିକ୍ସ ଦମ୍‌ଦାର ପ୍ରଦର୍ଶନ କରିଥିତ୍ବା ଓଡ଼ିଆ ପୁରୁଷ ଓ ମହିଳା ହକି ଖେଳାଳିମାନେ ମଙ୍ଗଳବାର ପ୍ରତ୍ୟାବର୍ତ୍ତନ କରିଛନ୍ତି। ବ୍ରୋଞ୍ଜ ପଦକ ବିଜେତା...

ଯୁବିଙ୍କୁ ଭେଟିଲା ପରେ ଏମିତି କହିଥିଲେ ଷ୍ଟୁଆର୍ଟ ବ୍ରଡଙ୍କ ବାପା

ନୂଆଦିଲ୍ଲୀ,୧୧।୬ : ୨୦୦୭ ଟି୨୦ ବିଶ୍ୱକପ୍‌ରେ ଇଂଲଣ୍ଡ ବିପକ୍ଷ ମ୍ୟାଚ୍‌ରେ ଷ୍ଟୁଆର୍ଟ ବ୍ରଡଙ୍କ ଓଭରରେ ୬ ଛକା ଲଗାଇଥିଲେ ଭାରତୀୟ ବ୍ୟାଟ୍ସମ୍ୟାନ ଯୁବରାଜ ସିଂ। ବୋଧହୁଏ...

Advertisement
Archives

Model This Week